ଭୁବନେଶ୍ୱର,୨୪/୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି।ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ।ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି Continue Reading




