Home Posts tagged Bhubaneswar (Page 133)
Top Stories
PUJA MISHRA Bhubaneswar ,JUNE 13 :  A week-long national e-workshop on Innovation and Intellectual Property Rights is being organized by INTEC as part of the sensitization activities of CSIR-IMMT.  Hon’ble Chief Guest Arvind C. Ranade, Director of Gandhinagar National Innovation Foundation, inaugurated the workshop. More than 1500 students, faculty, Continue Reading
Odisha News
ଭୁବନେଶ୍ୱର,୧୨/୬: ଯୁକ୍ତ ତିନିରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । www.samsodisha.gov.inରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ ।ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା, ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭, ତୃତୀୟ ପର୍ଯ୍ୟାୟ ମେଧା ତାଲିକା ଅଗଷ୍ଟ ୩, ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ, ପଞ୍ଚମ ପର୍ଯ୍ୟାୟ ସେପ୍ଟେମ୍ବର ୧ ଏବଂ ଷଷ୍ଠ ପର୍ଯ୍ୟାୟ ୧୩ Continue Reading
Odisha News
ନୂଆଦିଲ୍ଲୀ,୧୦/୬ : ଏଥର ରଜରେ ଭିଜିବେନି ରାଜ୍ୟବାସୀ ବରଂ ଖରା ସାଙ୍ଗକୁ ଗୁଳୁଗୁଳିରେ ସିଝିବେ। କାରଣ ଏଥର ରଜ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ।ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର କେରଳକୁ ଛୁଇଁବା ସହ କର୍ଣ୍ଣାଟକ ଓ ତାମିଲନାଡ଼ୁର କିଛି ଅଂଶରେ ପହଞ୍ଚିଛି । ଏହା ସହିତ ଉତ୍ତର-ପୂର୍ବ ଭାରତର କିଛି ଅଂଶକୁ ଛୁଇଁଛି ।ଆଗାମୀ ୨-୩ଦିନରେ ଏହା ସିକ୍କିମ, ହିମାଳୟ ପାଦବର୍ତ୍ତୀ ପଶ୍ଚିମବଙ୍ଗରେ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ତେବେ Continue Reading
Odisha News
ଭୁବନେଶ୍ୱର,୧୦/୬: ରାଜ୍ୟରେ ଆଉ ୫ଦିନ କଲବଲ କରିବ ଖରା ସାଙ୍ଗକୁ ଗୁଳୁଗୁଳି। ଆଗାମୀ ୫ ଦିନ ଯାଏଁ ପାଗର ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ ୩ ରୁ ୪ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ। କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାଵିକଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ […]Continue Reading
Odisha News
ଭୁବନେଶ୍ୱର,୯/୬ : ଉଚ୍ଚଶିକ୍ଷା ବିଭାଗର ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ବହିଷ୍କାର କରାଯିବାର କିଛି ଘଣ୍ଟା ମଧ୍ୟରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସମସ୍ତ ଦାୟିତ୍ୱରୁ ହଟାଇ ଦିଆଯାଇଛି । ତାଙ୍କୁ ପନିସମେଂଟ ସ୍ୱରୂପ ସାଧାରଣ ପ୍ରଶାସନ ବିଭାଗରେ ଓଏସଡି ଭାବେ ଅବସ୍ଥାପିତ କରାଯାଇଛି। ଗୋଟିଏ ଦିନରେ ଉଚ୍ଚଶିକ୍ଷା ବିଭାଗର ଉଭୟ ମନ୍ତ୍ରୀ ଓ ସଚିବଙ୍କୁ ବିତାଡ଼ିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେବାକୁ ନେଇ ଏବେ ସାଧାରଣରେ Continue Reading
Odisha News
ଭୁବନେଶ୍ୱର,୯/୬: ମନ୍ତ୍ରିମଣ୍ଡଳରୁ ଆଜି ବାଦ୍ ପଡ଼ିଛନ୍ତି ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ। ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଥିଲେ । ତେବେ ମନ୍ତ୍ରିମଣ୍ଡଳରୁ ବାଦ ପଡିବା ପରେ ପ୍ରତିକ୍ରିୟାରେ ରୋହିତ କହିଛନ୍ତି ଯେ ମୁଁ ମୋର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେଇଛି । ବୋଧେ Continue Reading
Odisha News
ଭୁବନେଶ୍ୱର,୯/୬: କଂଗ୍ରେସ ପକ୍ଷରୁ ଆଜି ୧୦ଟି ଜିଲ୍ଲା ପାଇଁ ସଭାପତିମାନଙ୍କର ନାମ ଘୋଷଣା କରାଯାଇଛି । ଏହା ସହ ଶୃଙ୍ଖଳା କମିଟି, ଇସ୍ତାହାର କମିଟି ବାବଦରେ ମଧ୍ୟ ଘୋଷଣା କରାଯାଇଛି ।ତେବେ କୋରାପୁଟ ଜିଲ୍ଲା କଂଗ୍ରେସ ସଭାପତି ଭାବରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ ବାହିନୀପତିଙ୍କ ନାମ ହଟାଯାଇ ଦୁର୍ଗାଶଙ୍କର ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି । ଉଲ୍ଲେଖ ଥାଉ କି କିଛିଦିନ ତଳେ କଂଗ୍ରେସ ଭବନରେ ତାରା ଶକ୍ତି ପ୍ରଦର୍ଶନ କରିଥିଲେ । Continue Reading
Odisha News
ଭୁବନେଶ୍ୱର,୯/୬: ମାତ୍ର ୧୨ମାସ ପୂର୍ବରୁ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିବା ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଆଜି ମନ୍ତ୍ରୀ ପଦ ହରାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି ।ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ Continue Reading
Odisha News
ଭୁବନେଶ୍ବର,୮/୬: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ କଳା ବିଭାଗରେ ୨ଲକ୍ଷ ୩୦ହଜାର ୫୪୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ ୧ ଲକ୍ଷ ୮୧ ହଜାର ୮୬୯ ଜଣ ପିଲା ଅର୍ଥାତ ୭୮.୮୮ ପ୍ରତିଶତ ପାସ୍ କରିଛନ୍ତି।ଚଳିତ ବର୍ଷ କଳା ବିଭାଗରେ ୨ଲକ୍ଷ ୩୦ହଜାର ୫୪୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ ୧ ଲକ୍ଷ ୮୧ […]Continue Reading
Odisha News
ଭୁବନେଶ୍ୱର,୭/୬ : ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ଚିହ୍ନଟ କରିବାକୁ ସେମାନଙ୍କ ସଂପର୍କୀୟମାନେ କେବଳ ଭୁବନେଶ୍ୱର ସ୍ଥିତ ଏମ୍ସକୁ ଯିବାକୁ ପରାମର୍ଶ ଦେଇଛି ପୂର୍ବତଟ ରେଳବାଇ। ସେମାନେ ଅନ୍ୟ କୌଣସି ହସ୍ପିଟାଲକୁ ଯିବାର ଆବଶ୍ୟକତା ନାହିଁ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ କୁହାଯାଇଛି।ଗତକାଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଥିଲେ ଯେ ଏହି ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଛି। ସେଥିରୁ ୨୦୫ଟି ମୃତଦେହକୁ ଚିହ୍ନଟ Continue Reading