Home Posts tagged Bhubaneswar (Page 134)
Odisha News
ଭୁବନେଶ୍ୱର,୭/୬ : ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ଚିହ୍ନଟ କରିବାକୁ ସେମାନଙ୍କ ସଂପର୍କୀୟମାନେ କେବଳ ଭୁବନେଶ୍ୱର ସ୍ଥିତ ଏମ୍ସକୁ ଯିବାକୁ ପରାମର୍ଶ ଦେଇଛି ପୂର୍ବତଟ ରେଳବାଇ। ସେମାନେ ଅନ୍ୟ କୌଣସି ହସ୍ପିଟାଲକୁ ଯିବାର ଆବଶ୍ୟକତା ନାହିଁ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ କୁହାଯାଇଛି।ଗତକାଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଥିଲେ ଯେ ଏହି ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଛି। ସେଥିରୁ ୨୦୫ଟି ମୃତଦେହକୁ ଚିହ୍ନଟ Continue Reading
Odisha News
ଭୁବନେଶ୍ୱର,୬/୬: ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ବିଏମ୍ସି କମିଶନର। ସେ କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି ୧୦ରୁ ଅଧିକ ପରିବାର। ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ପୂର୍ବରୁ ସମସ୍ତ ମୃତଦେହରୁ ନମୁନା ସଂଗ୍ରହ କରାଯାଇଛି । ମୃତଦେହଗୁଡିକ କଣ୍ଟେନରରେ ସଂରକ୍ଷିତ ହୋଇ ରହିଛି । ବର୍ତମାନ ସୁଦ୍ଧା ୬୪ଟି ମୃତଦେହ ସେମାନଙ୍କ ପରିବାରଲୋକଙ୍କୁ Continue Reading
Odisha News
ଭୁବନେଶ୍ୱର,୫/୬: ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ୧୨୩ ଜଣଙ୍କ ଶବ ଏମ୍ସ ଭୁବନେଶ୍ବରରେ ସଂରକ୍ଷିତ ରଖାଯାଇଛି। ୧୨୩ ରୁ ୪୩ ଟି ଶବ ହସ୍ତାନ୍ତର ହୋଇଥିବାବେଳେ ବର୍ତ୍ତମାନ ୮୦ ଟି ଶବ ରୁ ୧୫ ଜଣଙ୍କ ଚିହ୍ନଟ ପ୍ରକ୍ରିୟା ଚାଲିଛି। ବିଶେଷ କରି ମରଶରୀର କ୍ଷତବିକ୍ଷତ ଓ ଅତି ବୀଭତ୍ସ ସ୍ଥିତିରେ ପହଞ୍ଚିଛି। ଯାହାକୁ ଶବ ସଂରକ୍ଷଣ ଗୃହ ଏବଂ ଆନାଟୋମି ବିଭାଗରେ ରଖାଯାଇଛି। ଏହାକୁ ସଂରକ୍ଷିତ କରି ରଖିବା ଏମ୍ସ ପାଇଁ ଚ୍ୟାଲେଞ୍ଜିଂ […]Continue Reading
Odisha News
ଭୁବନେଶ୍ବର,୫/୬ : ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ପକ୍ଷରୁ ୨୦୨୩ର ତାଲିକା ପ୍ରକାଶ ପାଇଛି । କେନ୍ଦ୍ର ଶିକ୍ଷା ଓ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂହ ସୋମବାର ଏହି ତାଲିକା ଜାରି କରିଛନ୍ତି । ଏହି ତାଲିକାରେ ଓଡ଼ିଶାର ଶିକ୍ଷା ଓ ଅନୁସଂଧାନ ବିଶ୍ବବିଦ୍ୟାଳୟ ୨୬ତମ ସ୍ଥାନରେ ଥିବାବେଳେ କିଟ୍ ୨୯ ତମ ଓ ଏନଆଇଟି ରାଉରକେଲା ୩୭ତମ ଓ ଆଇଆଇଟି ରାଉରକେଲା ୯୧ତମ ସ୍ଥାନରେ ରହିଛି ।ବିଶ୍ବବିଦ୍ୟାଳୟ Continue Reading
Odisha News
ଭୁବନେଶ୍ବର,୫/୬: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରୁ ୧୭୦ ଜଣଙ୍କ ମୃତଦେହ ଏଯାଏ ଚିହ୍ନଟ ହୋଇଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ସେ କହିଛନ୍ତି, ଚୂଡାନ୍ତ ମୃତ୍ୟୁ ସଂଖ୍ୟା ୨୭୫ । ବର୍ତ୍ତମାନ ସୁଦ୍ଧା ୧୭୦ଟି ମୃତ ଶରୀରର ପରିଚୟ ମିଳି ସାରିଛି । ମୃତ ଶରୀର ନେବାକୁ ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ରାଜ୍ୟ ସରକାରଙ୍କ ଖର୍ଚ୍ଚ ଓ ସହଯୋଗରେ ମୃତ ଶରୀରର ପଠା ଯାଉଛି । ୧୯୯୯ […]Continue Reading
Odisha News
ଭୁବନେଶ୍ବର,୨/୬: ଜୁନ୍ ୧୭ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ୨୨ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେପିର ମହାଜନସମ୍ପର୍କ କାର‌୍ୟ୍ୟକ୍ରମରେ ଯୋଗ ଦେବାକୁ ଉଭୟ ନେତା ଓଡ଼ିଶା ଆସିବେ।Continue Reading
Odisha News
ଭୁବନେଶ୍ୱର,୨/୬ : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ୪୮,୮୧୫ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୪୮,୭୮୩ ଜଣ ପାଇଲେ ରାଙ୍କ ପାଇଛନ୍ତି। ବି-ଫାର୍ମରେ ସୌରଭ କୁମାର ପତି ଟପ୍ପର ହୋଇଛନ୍ତି। ସେହିପରି ଏମବିଏରେ ସତ୍ୟଜିତ ସାହୁ ଓ ଏମସିଏରେ ଅପୂର୍ବ ନାୟକ ଟପ୍ପର Continue Reading
Odisha News
ଭୁବନେଶ୍ୱର,୩୧/୫ : ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ରେଜଲ୍ଟ ଘୋଷଣା କରିଛନ୍ତି। ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି। ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି।ରେଜଲ୍ଟ ଘୋଷଣା ପରେ ଛାତ୍ରଛାତ୍ରୀ ମାନେ Continue Reading
Odisha News
ଭୁବନେଶ୍ବର,୩୦/୫: ଜଳୁଛି ସାରା ଓଡ଼ିଶା। ପ୍ରବଳ ଖରାରେ ଭାଜି ହେଉଛନ୍ତି ଲୋକେ। ଗରମ ପବନରେ ଛଟପଟ ହେଉଛନ୍ତି ଜନତା। ଗ୍ରୀଷ୍ମ ପ୍ରବାହ କାରଣରୁ କେବଳ ପଶ୍ଚିମ ଓଡ଼ିଶା ନୁହେଁ। ବରଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ଲୋକେ ଖରାରେ ଛଟପଟ ହେଉଛନ୍ତି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।ସକାଳ ୮ଟା ହୋଇଯିବା ମାତ୍ରେ ନିଦାଘ ମାଡ଼ି ଆସୁଛି। ଅପରାହ୍ଣ ୪ଟା ଯାଏଁ ତାପମାତ୍ରା ଲୋକଙ୍କୁ କଲବଲ କରୁଛି। ପଶ୍ଚିମଓଡ଼ିଶାରେ ସ୍ଥିତି ଆହୁରି ଖରାପ। ଶୀତଳଷଷ୍ଠୀ ପର୍ବ Continue Reading
Odisha News
ଭୁବନେଶ୍ୱର,୨୯/୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସରକାର ସହାୟତା ଯୋଗାଇ ଦେବେ। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ Continue Reading