ଭଞ୍ଜନଗର/ ଭୁବନେଶ୍ୱର, ୪/୬: ଓଡ଼ିଶାରେ ଏଥର ବିଜେଡି ଯାହା ଆଶା କରିଥିଲା ତାହା ଧୂଳିସାତ ହୋଇଯାଇଛି । ବିଜେଡିର ଟାଣୁଆ ନେତା ତଥା ଭଞ୍ଜନଗରରୁ ବିଧାୟକ ଥିବା ବିକ୍ରମ ଆରୁଖ ପରାସ୍ତ ହୋଇଛନ୍ତି ।କେବଳ ଏତିକି ନୁହେଁ ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଭୁବନେଶ୍ୱର ଏକାମ୍ରରୁ ପରାସ୍ତ ହୋଇଛନ୍ତି । ବିଜେପିର ପ୍ରଦ୍ୟୁମ୍ନ ନାୟକ ବିଜେଡିର ବିକ୍ରମ ଆରୁଖଙ୍କୁ ପରାସ୍ତ କରିଛନ୍ତି ।ସେହିପରି ଭୁବନେଶ୍ୱର ଏକାମ୍ର ଆସନରୁ ପ୍ରାର୍ଥୀ ହୋଇଥିବା ଅଶୋକ ପଣ୍ଡାଙ୍କୁ ପରାସ୍ତ Continue Reading
ଭୁବନେଶ୍ୱର, ୩/୬: ଆସନ୍ତାକାଲି ଭୋଟ ଗଣତି ପାଇଁ ସାରା ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ଓଡିଶା ପୁଲିସ । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଠାରୁ ଆରମ୍ଭ କରି ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପର୍ଯ୍ୟନ୍ତ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି ପୁଲିସ । ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ ବାଲାଟ କାଉଁଟିଙ୍ଗ ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା ଗ୍ରହଣ କରାଯାଇଛି ।ଷ୍ଟ୍ରଙ୍ଗ ରୁମରେ ସିଆରପିଏଫ ମୁତୟନ ହୋଇଥିବାବେଳେ ଷ୍ଟ୍ରଙ୍ଗ ରୁମ ବାହାରେ Continue Reading
ଭୁବନେଶ୍ୱର, ୩/୬: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ ଜ୍ଝ ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ସମୟ ଆଗରୁ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା ।ଆସନ୍ତାକାଲି ଭୋଟ ଗଣତି ରହିଛି । ଏହା ପୁବରୁ ଓଡିଶା ବିଧାନସଭା ଭଙ୍ଗ କରାଯାଇଛି । ବାସ୍ତବରେ ଆଜି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା ।ଏଥିରେ ବିଧାନସଭା ଭଙ୍ଗ ପାଇଁ […]Continue Reading
ଭୁବନେଶ୍ୱର, ୩/୬: ଆସନ୍ତାକାଲି ଭୋଟ ଗଣତି। ସାମନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ସ୍ପଷ୍ଟ ହୋଇଯିବ ।ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ Continue Reading
ଭୁବନେଶ୍ବର,୨/୬: ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୩ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମପ୍ରବାହ। ସେହିଭଳି ଉପକୂଳ ଓଡିଶାରେ ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗୁଳୁଗୁଳି।ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ରାଜ୍ୟର ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରରେ ଆଜି ଗ୍ରୀଷ୍ମପ୍ରବାହ ଜାରି ରହିବ।ବଲାଙ୍ଗୀର ଓ ବରଗଡ଼ରେ ଅରେଞ୍ଜ ୱାର୍ଣ୍ଣିଂ ଓ କଳାହାଣ୍ଡି, ନୂଆପଡ଼ା, ସୋନପୁରରେ ୟେଲୋ Continue Reading
PATNA/ BHUBANESWAR, JUN 1: At least 74 people, including 25 polling personnel in Bihar and Uttar Pradesh, succumbed to heatstroke in the last 48 hours. The maximum casualty was in Odisha, where the suspected heatstroke toll stood at 36. UP followed with 20, Bihar 14, and Jharkhand four. In UP, 15 poll personnel (13 in […]Continue Reading
ଭୁବନେଶ୍ବର, ୩୧/୫: ପଶ୍ଚିମ ଓଡ଼ିଶାରେ ଶୁକ୍ରବାର ଅଗ୍ନି ବର୍ଷା ହୋଇଛି। ସର୍ବୋଚ୍ଚ ତାପମାତ୍ରା ପାଇଁ ଅତୀତରେ ରେକର୍ଡ କରିଥିବା ଟିଟିଲାଗଡ଼ରେ ପାରଦ ଆଜି ୪୬.୫ ଡିଗ୍ରିକୁ ଉଠିଛି। ବଲାଙ୍ଗୀରବାସୀଙ୍କୁ ମଧ୍ୟ ଆଜି ପ୍ରବଳ ଖରାରେ ସିଝିବାକୁ ପଡ଼ିଛି।ଏଠାରେ ତାପମାତ୍ରା ୪୬.୫ ଡିଗ୍ରି ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ୮ଟି ସହରର ତାପମାତ୍ରା ୪୫ ଡିଗ୍ରି କିମ୍ବା ଏଥିରୁ ଅଧିକ ରହିଛି।ରାଜ୍ୟରେ Continue Reading
ଓଡ଼ିଶା,୩୧/୫: ରାଜ୍ୟରେ ଗତକାଲି ୧୬ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଥିବା ବେଳେ ପ୍ରଶାସନର ଚେତା ପଶିଛି। ଏବେ ପ୍ରବଳ ଖରା ଜନଜୀବନକୁ କଲବଲ କରୁଥିବା ବେଳେ ପିକ୍ ଆୱାରରେ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏପରିକି ଯିଏ ନିୟମ ଉଲ୍ଲଘଂନ କରିବ ତା’ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି ।ଅସ୍ୱାଭାବିକ ମୃତ୍ୟୁ ଯୋଗୁ ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ Continue Reading
ଓଡ଼ିଶା, ୩୧/୫: ଆସନ୍ତାକାଲି ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା ଆସନରେ ହେବ ମତଦାନ। ଏହି ପର୍ୟ୍ୟାୟରେ ୬୬ ଲୋକସଭା ଏବଂ ୩୯୪ ବିଧାନସଭା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ଭୋଟର। ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ,୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଛି । […]Continue Reading
ଭୁବନେଶ୍ୱର,୩୦/୫: ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ ନିର୍ବାଚନରେ ମଧ୍ୟ ଛିଡ଼ା ହୋଇ ନାହାନ୍ତି। ତେଣୁକରି ଏ କଥାକୁ କାହିଁକି ବଢ଼ାଇଚଢ଼ାଇ କୁହାହେଉଛି ବୁଝା ପଡୁନାହିଁ।ଭବିଷ୍ୟତରେ ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ। Continue Reading




