ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଥିବାବେଳେ ଏବେ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି । ସୋମବାର ସକାଳ ୯ଟା ୫୦ ମିନିଟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି […]Continue Reading
ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଜ୍ଝ ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜ୍ଝ ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ […]Continue Reading
ଭୁବନେଶ୍ୱର,୨୧/୫: ଆସନ୍ତା ଜୁନ ମାସରୁ ବନ୍ଦ ହେବ ଊଈଞ ମୋଡ୍। ମଧୁବାବୁ ପେନସନ୍ ଯୋଜନା(ଗଈଚଣ)ରେ ମିଳୁଥିବା ଭତ୍ତା ଆଉ ଆକାଉଣ୍ଟକୁ ଯିବ ନାହିଁ। ଜୁନ ମାସରୁ ଏହା ସମ୍ପୂର୍ଣ୍ଣ କ୍ୟାସ ଆକାରରେ ଦିଆଯିବ। ପ୍ରତି ମାସରେ ୧୫ ତାରିଖରେ ଏହି ଭତ୍ତା ଦିଆଯିବ। ଯେଉଁ ବୃଦ୍ଧ ଓ ବୃଦ୍ଧାମାନେ ଅକ୍ଷମ ଏବଂ ଦିବ୍ୟାଙ୍ଗ ସେମାନଙ୍କୁ ସେମାନଙ୍କ ଘରେ ଦିଆଯିବ ଟଙ୍କା। ଭତ୍ତା ବଣ୍ଟନରେ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ସହଯୋଗ କରିବେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ Continue Reading
ଭୁବନେଶ୍ୱର,୨୧/୫: ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରୁ ଏସଟିଏଫ୍ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବାର ସୂଚନା ମିଳିଛି। ଘଟଣାସ୍ଥଳରୁ ଜଣେ ଡ୍ରଗ୍ ମାଫିଆକୁ ବି ଧରିବାରେ ସଫଳ ହୋଇଛି ଏସଟିଏଫ୍।ସୂଚନା ଅନୁଯାୟୀ, ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରେ ବ୍ରାଉନସୁଗାର ଡିଲ୍ ଚାଲିଥିବା ବେଳେ କମିଶନରେଟ ପୁଲିସ ସହାୟତରେ ଏସଟିଏଫ୍ ଟିମ୍ ଚଢାଉ କରିଥିଲେ। ସେଠାରୁ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ […]Continue Reading
ଭୁବନେଶ୍ବର,୨୧/୫: ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣାର ମାଷ୍ଟରମାଇଣ୍ଡ ପଠାଣିସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକ। ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଦୁଇଜଣଙ୍କୁ ଏସଟିଏଫ୍ ଉଠାଇଥିବା ଜଣାଯାଇଛି। ଏଣେ ଖୁବଶୀଘ୍ର ଫରେନ୍ସିକ ଲ୍ୟାବକୁ ଯିବ ଅଭିଯୁକ୍ତଙ୍କ ମୋବାଇଲ। ଏନଆଇଏ ଓ ଆଇବିକୁ ଏସଟିଏଫ୍ ସମସ୍ତ ତଥ୍ୟ ଦେଇଛି। ଆଇଟି ଏକ୍ସପର୍ଟ ଆବଶ୍ୟକସ୍ଥଳେ ସୋସିଆଲ ମିଡିଆ ବ୍ୟବହାର ନେଇ ଯାଞ୍ଚ କରିବେ ବୋଲି ସୂଚନା ରହିଛି। ଆଗରୁ ଏହି Continue Reading
ଭୁବନେଶ୍ବର,୨୦/୫: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବି ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ Continue Reading
ଭୁବନେଶ୍ୱର,୨୦/୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ତାରିଖରେ ନିଜ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ । ସମ୍ଭାବ୍ୟ ସମ୍ପ୍ରସାରଣରେ ୪ଜଣ ନୂଆ ମନ୍ତ୍ରୀ ସ୍ଥାନ ପାଇବାର ସମ୍ଭାବନା ରହିଛି । ନବ ଦାସଙ୍କ ହତ୍ୟା ଯୋଗୁ ଗୋଟିଏ ମନ୍ତ୍ରୀପଦ ଖାଲି ପଡ଼ିଥିବାବେଳେ ଅନ୍ୟ ୨ଜଣ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁଙ୍କ ଇସ୍ତଫା ଯୋଗୁ ମୋଟ ୩ଟି ମନ୍ତ୍ରୀ ପଦ ଖାଲି ପଡ଼ିଛି । ଅନ୍ୟ ଜଣେ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କୁହାଯାଇପାରେ ବୋଲି […]Continue Reading
ଭୁବନେଶ୍ବର,୨୦/୫: ଡ୍ରୋନ ପାଟ୍ରୋଲିଙ୍ଗ ପାଇଁ ପ୍ରସ୍ତୁତ କମିଶନରେଟ ପୁଲିସ। ଏନେଇ ସୂଚନା ଦେଇ ଭୁବନେଶ୍ବର ଡିସିପି ପ୍ରତୀକ ସିଂ କହିଛନ୍ତି, ହାଇ ଡେଫିନେସନ କ୍ଲାରିଟି ଥିବାରୁ, ଏରିଏଲ ଭ୍ୟୁ ପାଇଁ ଏହାକୁ ବ୍ୟବହାର କରିବୁ। ଏହା ଭିଆଇପି ପ୍ରୋଗ୍ରାମ, ଆସେମବ୍ଲି ଓ ଲ ଆଣ୍ଡ ଅର୍ଡର, ହକି, ଫୁଟବଲ ଇଭେଣ୍ଟ ପାଇଁ ଏହା ସହାୟକ ହେବ।ଟ୍ରାଫିକ ନିୟନ୍ତ୍ରଣ ପାଇଁ ମଧ୍ୟ ବ୍ୟବହାର କରାଯାଇ ପାରିବ। ଭିଡ଼ ନିୟନ୍ତ୍ରଣ ପାଇଁ ଏହାକୁ ବ୍ୟବହାର କରାଯାଇ ପାରିବ।ସେ ଆହୁରି Continue Reading
ଭୁବନେଶ୍ୱର,୧୯/୫: ଫେକ୍ ସିମ୍ ରୋକିବା ପାଇଁ ଗାଇଡଲାଇନ ଜାରି କଲା କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଏଡିଜିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ପରେ ଜାରି ହେଲା ନିୟମ। କେବଳ ଆଧାର ସହ ଲିଙ୍କ ନମ୍ବରରେ କଲ କରିବେ ଟେଲି ଭେରିଫିକେସନ। ସ୍ଥାୟୀ ଦୋକାନ ଥିବା ଡିଲରମାନେ ବିକ୍ରି କରିପାରିବେ ସିମ୍ କାର୍ଡ। ଫେକ୍ ସିମ୍ ସଂପର୍କୀତ ଅଭିଯୋଗ ଗ୍ରହଣ ପାଇଁ ବ୍ୟବସ୍ଥା କରିବେTSP ଅଭିଯୋଗ ଗ୍ରହଣ ଓ ଡିଆକ୍ଟିଭେଟ୍ ବ୍ୟବସ୍ଥା କରିବେ ସର୍ଭିସ ପ୍ରୋଭାଇଡର୍। ସିମ୍ Continue Reading

ଭୁବନେଶ୍ୱର,୧୯/୫: ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ସାରା ଓଡ଼ିଶାକୁ ଅସ୍ତବ୍ୟସ୍ତ କରୁଛି। ୧୦ ଜିଲ୍ଲାରେ ବୋହିବ ଝାଞ୍ଜି ପବନ । ଗୁରୁବାର ରାଜ୍ୟର ୨୧ଟି ସହର ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଅତିକ୍ରମ କରିଛି। ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ନୂଆପଡ଼ାରେ ଦିନର ସର୍ବୋଚ୍ଚ ତାପମାତ୍ରା Continue Reading