ଭୁବନେଶ୍ୱର,୧୨/୫: ସମସ୍ତଙ୍କୁ ଚକିତ କରି ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ଗଞ୍ଜାମ ଜିଲ୍ଲା ଭଂଜନଗରରୁ ୫ଥର ବିଧାୟକ ହୋଇଥିବା ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଛନ୍ତି ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ।ମିଳିଥିବା ସୂଚନା ମୁତାବକ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି ।ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା […]Continue Reading
ଭୁବନେଶ୍ବର,୧୨/୫: ଲାଞ୍ଚ ନେବା ମାମଲାରେ ଅନୁଗୁଳ ତହସିଲ ଅଫିସର ପୂର୍ବତନ କନିଷ୍ଠ କିରାଣି ପଙ୍କଜିନୀ ବିଶ୍ବାଳଙ୍କୁ ୩ ବର୍ଷ ପାଇଁ କାରାଦଣ୍ଡାଦେଶ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ଲାଗି ନିର୍ଦେଶ ଦିଆଯାଇଛି।ଦୁଇଟି ଜମିପଟ୍ଟା ମ୍ୟୁଟେସନ୍ ମାମଲାରେ ଫାଇଲ ପ୍ରକ୍ରିୟାକରଣ ପାଇଁ ଅଭିଯୋଗକାରୀଙ୍କଠାରୁ ଲାଞ୍ଚ ମାଗିବା ଏବଂ ଗ୍ରହଣ କରିବା ପାଇଁ ପୂର୍ବତନ କନିଷ୍ଠ କିରାଣି ପଙ୍କଜିନୀ ବିଶ୍ବାଳ ସ୍ୱତନ୍ତ୍ର ବିଚାରପତି ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ Continue Reading
ଭୁବନେଶ୍ୱର,୧୨/୫: ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା ‘ମୋକା’। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି ଏହା ଅତି ଭୀଷଣ ବାତ୍ୟାର ରୂପ ନେଇଛି। ଏହା ଘଣ୍ଟା ପ୍ରତି ୯ କିମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି। ଏନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ ସୂଚନା ଦିଆଯାଇଛି।ତେବେ ୧୪ ତାରିଖ ପୂର୍ବାହ୍ନରେ ବାତ୍ୟା ‘ମୋକା’ ଏହା ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁପାରେ। ଲ୍ୟାଣ୍ଡଫଲ୍ ବେଳେ ଘଣ୍ଟାପ୍ରତି ସର୍ବାଧିକ ୧୭୫ Continue Reading
ଭୁବନେଶ୍ୱର/ନୂଆଦିଲ୍ଲୀ,୧୧/୫: ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ତେବେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ କହିଛନ୍ତି ଯେ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ବିଶେଷ କରି ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନେଇ ଆଲୋଚନା ହୋଇଛି । ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ଅଧିକ ହୋଇଗଲାଣି । ତେଣୁ ପୁରୀରେ ଶ୍ରୀଜଗନ୍ନାଥ ଏୟାରପୋର୍ଟ ପାଇଁ Continue Reading
By Swagatika Bhutia Bhubaneswar, May 10: The Aditya Birla Public School Bhubaneswar recently conducted a workshop on teachers’ capacity building in collaboration with Oxford University Press India. The workshop aimed to provide the teachers with the necessary skills and knowledge to enhance their teaching methods and approaches in the context of NEP 2020, Art Integrated Continue Reading
ଭୁବନେଶ୍ବର/ଝାରସୁଗୁଡ଼ା,୧୦/୫: ଆଜି ପୂର୍ବାହ୍ନ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ୨୦.୩୮ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଝାରସୁଗୁଡ଼ାରେ ଶାନ୍ତିଶୃଙ୍ଖଳାର ସହ ମତଦାନ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି।ମୁଖ୍ୟ ନିର୍ବାଚନ ଅଧିକାରୀ ଆହୁରି କହିଛନ୍ତି, ଝାରସୁଗୁଡ଼ା ବିଧାନସଭା ଉପ ନିର୍ବାଚନରେ ସବୁ ବୁଥରେ ସକାଳ ୭ ଟାରେ ପୁଲିଙ୍ଗ ଆରମ୍ବ ହୋଇଛି। ମକ ପୋଲ ସମ Continue Reading
ଭୁବନେଶ୍ୱର,୯/୫ ଭୁବନେଶ୍ବର: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଏହି ସାକ୍ଷାତ ଅବସରରେ କୌଣସି ପ୍ରକାରର ରାଜନୈତିକ ଆଲୋଚନା ହୋଇନାହିଁ ବୋଲି ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି।ବିହାର ଭବନ ନିର୍ମାଣ ଲାଗି ରାଜ୍ୟ ସରକାର ଦେଢ଼ ଏକର ଜାଗା ବିହାର ସରକାରଙ୍କୁ ମାଗଣାରେ ପ୍ରଦାନ କରିବେ। ବିହାରର ଯେଉଁ ତୀର୍ଥଯାତ୍ରୀ ଜଗନ୍ନାଥ ଦର୍ଶନ କରିବାକୁ ପୁରୀ ଆସୁଛନ୍ତି, Continue Reading
ଭୁବନେଶ୍ବର,୮/୫: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମତ୍ସଜୀବୀମାନେ ଆସନ୍ତା ୯ ତାରିଖ ଠାରୁ ଛୋଟ ଜାହାଜ, ଡଙ୍ଗା ଓ ଟ୍ରେଲର ନେଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଯିବା ପାଇଁ ବାରଣ କରିଛନ୍ତି।ଏସ୍ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ Continue Reading

ଭୁବନେଶ୍ବର,୮/୫: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ପୂର୍ବାହ୍ନ ୮ଟା ପରେ ଓ ଅପରାହ୍ନ ୩ଟା ପୂର୍ବରୁ ବାହାରକୁ ବାହାରିବା ଅସହ୍ୟ ହୋଇପଡୁଛି।ଅସହ୍ୟ ଗୁଳୁଗୁଳି ଓ ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ରାଜଧାନୀବାସୀ। ଆଜି ସକାଳ ୮ଟା ସୁଦ୍ଧା ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୩୧ ଡିଗ୍ରି ଛୁଇଁଛି। ୮୫ ପ୍ରତିଶତ ଆଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ଗତକିଛି ଦିନ Continue Reading

ଭୁବନେଶ୍ୱର,୮/୫: ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଦୈନିକ ୩ଟି ସିଫ୍ଟରେ ପରୀକ୍ଷା ହେବ। ସକାଳ ୯ରୁ ୧୧ ପ୍ରଥମ ସିଫ୍ଟ ଆରମ୍ଭ ହେବ। ସେହିପରି ଦିନ ୧୨ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ସିଫ୍ଟ ଏବଂ ସାଢ଼େ ଅପରାହ୍ନ ୪ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ତୃତୀୟ ସିଫ୍ଟରେ ପରୀକ୍ଷା ହେବ।ପ୍ରଥମ ଦିନ ଲାଟେରାଲ ଏଣ୍ଟ୍ରିଙ୍କ ପାଇଁ ପରୀକ୍ଷା ଥିବା ବେଳେ ଦ୍ୱିତୀୟ ଦିନରେ ଏମସିଏ […]Continue Reading