Home Posts tagged Bhubaneswar (Page 14)
Top Stories
By Subrat Sarangi Bhubaneswar, Nov. 15: The Odisha AM/NS India Gymnastics High Performance Centre (HPC) delivered a commanding performance at the recently held Sub Junior Artistic Gymnastics National Championship 2025–26, in Prayagraj, Uttar Pradesh where its young athletes brought laurels to the state by winning two silver and one bronze medal in individual events, and Continue Reading
Odisha News
ଭୁବନେଶ୍ୱର , ୧୪/୧୧ : ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ। ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଥିବାରୁ ତାଙ୍କୁ କଟକରୁ ଭୁବନେଶ୍ୱରର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସେ କିଡନୀ ଓ ଲିଭର୍ ଜନିତ ସମସ୍ୟାରେ ପୀଡ଼ିତ ଅଛନ୍ତି । ଯେଉଁଥି ପାଇଁ ହ୍ୟୁମାନ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ହ୍ୟୁମାନ ସାଗରଙ୍କୁ ଏମ୍ସକୁ ଅଣାଯାଇ ଚିକିତ୍ସା କରାଯାଇଥିବା ନେଇ ସୂଚନା ମିଳିଛି ।ସୂଚନା ଥାଉ କି Continue Reading
Odisha News
ଭୁବନେଶ୍ୱର , ୧୪/୧୧: ନୂଆପଡ଼ା ନିର୍ବାଚନର ଫଳାଫଳ ଆସୁଛି। ଫଳାଫଳ ଅନୁଯାୟୀ, ନୂଆପଡ଼ାରେ ଆଗରେ ରହିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୧୨ତମ ରାଉଣ୍ଡ ସୁଦ୍ଧା ଯେଉଁ ଟ୍ରେଣ୍ଡ ସାମ୍ନାକୁ ଆସିଛି, ସେଥିରେ ବିଜେଡି କଂଗ୍ରେସକୁ ବହୁ ପଛରେ ପକାଇଛି ବିଜେପି।ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୧୨ତମ ରାଉଣ୍ଡ ସୁଦ୍ଧା ୪୦, ୩୧୩ ଭୋଟରେ ଆଗୁଆ ଅଛନ୍ତି। ଯାହାକି ତାଙ୍କ ବିଜୟକୁ ପକ୍କା Continue Reading
Odisha News
ଭୁବନେଶ୍ୱର, ୧୩/୧୧ : ଆସନ୍ତା ୨୦ରୁ ଆରମ୍ଭ ହେବ ଖରିଫ ଧାନ କିଣା । ବରଗଡ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି । ଦୁଇ ବର୍ଷ ମଧ୍ୟରେ ୧୦୦ ଟି ମଡେଲ ମଣ୍ଡି ପାଇଁ ହୋଇଛି ନିଷ୍ପତ୍ତି ।ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି । ଚଳିତ ଆର୍ଥିକ ବର୍ଷରେ ୮୦ ଟି ସମବାୟ […]Continue Reading
Odisha News
ଭୁବନେଶ୍ୱର, ୧୨/୧୧ : ଆଜି ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥିରେ ପୁରପଲ୍ଲୀରେ ପାଳିତ ହେଉଛି ପ୍ରଥମାଷ୍ଟମୀ । ଆଜି ଦିନରେ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ। କାରଣ, ଷଷ୍ଠୀଦେବୀ ହେଉଛନ୍ତି \’ଜ୍ୟେଷ୍ଠାଦେବୀ\’।ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନପରେ ନୂତନ ବସ୍ତ୍ର ପିନ୍ଧାଇ ଠାକୁରଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ Continue Reading
Odisha News
ଭୁବନେଶ୍ବର , ୧୧/୧୧: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୭ଟାରୁ ଭୋଟର ମାନେ ନିଜ ନିଜର ମତ ସାବ୍ୟସ୍ତ କରୁଛନ୍ତି । ସନ୍ଧ୍ୟା ୫ଟା ଯାଏଁ ଭୋଟିଂ ଚାଲିବ । ନୂଆପଡ଼ା ଉପନିର୍ବାଚନରେ ସକାଳ ୯ଟା ସୁଦ୍ଧା ୧୪.୯୯ ପ୍ରତିଶତ ମତଦାନ ହୋଇଥିବା ନେଇ ରାଜ୍ୟମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍.ଗୋପାଳନସୂଚନା ଦେଇଛନ୍ତି।ସକାଳ ୫ଟା୩୦ରୁ ନୂଆପଡ଼ାରେ ମକ୍ପୋଲ୍ରେଆରମ୍ଭ ହୋଇଛି ଉପନିର୍ବାଚନ । ମକ୍ପୋଲ୍ସମୟରେ ୩ ବଲାଟ୍ୟୁନିଟ୍,୩ Continue Reading
Odisha News
ଭୁବନେଶ୍ଵର, ୧୦/୧୧ : ଓଡ଼ିଆ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କୁ ନେଇ ଖୁସି ଖବର ଆସିଛି । ଦୀର୍ଘ ଦୁଇ ମାସ ପରେ ଅଭିଜିତ ଭେଣ୍ଟିଲେଟରରୁ ବାହାରିଛନ୍ତି ।ତାଙ୍କୁ ସୋମବାର ମେଡିସିନ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିବା ଭୁବନେଶ୍ୱର ଏମ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କିନ୍ତୁ ସେ ଏବେବି କୋମାରେ ଅଛନ୍ତି ।ଅଭିଜିତ ମଜୁମଦାର ଲିଭର ଜନିତ ରୋଗରେ ପୀଡ଼ିତ ଅଛନ୍ତି । ଗତ ଅଗଷ୍ଟ ୩୧ ତାରିଖରେ ଅଭିଜିତ ଅସୁସ୍ଥ ହୋଇଥିଲେ […]Continue Reading
Odisha News
ଭୁବନେଶ୍ୱର, ୧୦/୧୧ : ଛୋଟବେଳେ ଟ୍ରେନ୍‌ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ସାଙ୍ଗରେ ନେଇଯାଇଥିଲେ।ଆମେରିକୀୟ ମା’, ବାପାଙ୍କୁ ପାଇ ନୂଆ ଜୀବନ ଜିଇବାକୁ ସ୍ବପ୍ନ ଦେଖି ବଡ଼ ହୋଇଥିବା ଏହି ଯୁବତୀଙ୍କ ଆଖିରେ ଏବେ ଲୁହ। ସେ ହେଲେ ପୂଜା ନାୟକ ଓରଫ ସେଜଲ ଜୋହନ (୨୧)।ଆମେରିକାରେ ପୋଷ୍ୟକନ୍ୟା ଭାବେ ରହୁଥିବା ପୂଜା ଓଡ଼ିଶା ଫେରି ଆସିବାକୁ Continue Reading
Odisha News
ଭୁବନେଶ୍ବର,୮/୧୧ : ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ ନାଳକୁ ଖସିପଡ଼ଛି କାର୍ ।କଳାଝରି ନିକଟ ଦୟା ୱେଷ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ମିଳିଛି।Continue Reading
Odisha News
ଭୁବନେଶ୍ୱର , ୬/୧୧ : ପରୀକ୍ଷାରେ ପୁଣି ତ୍ରୁଟି । ଆର୍‌ଆଇ ଓ ଅମିନ ପରୀକ୍ଷାରେ ସର୍ଭର ଡାଉନ । କାକଟପୁର ଓଞଉ ସମେତ ବିଭିନ୍ନ ସ୍ଥାନରେ ଏପରି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ଛାତ୍ରଛାତ୍ରୀ । ଯାହାଫଳରେ ପରୀକ୍ଷାରେ କିଛି ସମୟ ପାଇଁ ବିଳମ୍ବ ହୋଇଥିବା ମଧ୍ୟ ଜଣାପଡିଛି ।ଖବର ଅନୁଯାୟୀ, ଗୁରୁବାର ଦିନ ଅନେକ ସ୍ଥାନରେ ଆରଆଇ ଓ ଅମିନ ପରୀକ୍ଷା ହେବାର ଥିଲା । ଏହି ସବୁ ସ୍ଥାନମାନଙ୍କରେ ପୂର୍ବ ପ୍ରସ୍ତୁତି ମଧ୍ୟ ହୋଇଥିଲା […]Continue Reading