Home Posts tagged Bhubaneswar (Page 140)
National News
BHUBANESWAR,MAY 3 : Odisha Chief Minister Naveen Patnaik on Tuesday chaired a high-level meeting after the India Meteorological Department (IMD) said a cyclonic circulation is likely to develop over the southeast Bay of Bengal around May 6. It added that under the influence of the weather system, a low-pressure area may form over the same […]Continue Reading
Odisha News
ଭୁବନେଶ୍ବର, ୩/୫ : ୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିବା ସହିତ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଏହା ଭିତରେ ସବୁଠାରୁ ଭଲ କଥା ହେଉଛି, ଝିଅମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ପାଇଖାନା ବ୍ୟବସ୍ଥା କରାଯାଇଛି। ଏହା ସ୍କୁଲ ପରିବେଶକୁ ସମସ୍ତଙ୍କ ପାଇଁ ବହୁତ ସହଜ କରିଛି ବୋଲି ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଯୋଗଦେଇ କେତେଜଣ ଛାତ୍ରୀ କହିବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ୫-ଟି ସ୍କୁଲ Continue Reading
Odisha News
ଭୁବନେଶ୍ବର,୨/୫: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ସବୁ ବିଭାଗକୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍ ସତ୍ୟବ୍ରତ ସାହୁ।ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ। ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ସମୀକ୍ଷା କରି ସାରିଛନ୍ତି। ତେବେ ସାଧାରଣତଃ Continue Reading
Odisha News
ଭୁବନେଶ୍ୱର,୨/୫ : ସରକାରୀ ଜମି ଆବଣ୍ଟନ ପ୍ରସଙ୍ଗରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ରାୟ। ରାଜ୍ୟରେ ଗୃହ ଓ ନଗର ଉନ୍ନୟ ବିଭାଗ ଅଧୀନରେ ଥିବା ବିଭିନ୍ନ କର୍ତ୍ତୃପକ୍ଷଙ୍କ ଠାରୁ ଏକାଧିକ ପ୍ଲଟ ନେବା ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି। ଜଣେ ବ୍ୟକ୍ତି ରାଜ୍ୟର ଯେକୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ପ୍ଲଟ ନେଇପାରିବେ।ଗୋଟିଏ ପ୍ଲଟ ପାଇଥିବା ବ୍ୟକ୍ତି ଦ୍ୱିତୀୟ ଥର ଆବେଦନ କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ତତ୍ସମ୍ବନ୍ଧୀୟ Continue Reading
Odisha News
ଭୁବନେଶ୍ବର,୨୯/୪ : ସର୍ବଭାରତୀୟ ଜେଇଇ (ମେନ) ସେସନ-୨ ପରୀକ୍ଷାଫଳ ପ୍ରକାଶ ପାଇଛି । ଶନିବାର ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ପ୍ରକାଶ ପାଇଛି ।ସର୍ବଭାରତୀୟ ସ୍ତରରେ ୪୩ ପରିକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ସ୍କୋର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଟପ ରାଙ୍କର ପ୍ରାୟ ୨.୫ ଲକ୍ଷ ପରୀକ୍ଷାର୍ଥୀ ଜେଇଇ (ଆଡଭାନ୍ସଡ୍ ) ହେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।ତେଲେଙ୍ଗାନାର ସିଙ୍ଗରାଜୁ ଭେଙ୍କଟ କୁଣ୍ଡିନ୍ୟ ସର୍ବଭାରତ ସ୍ତରରେ ଟପ୍ପର Continue Reading
Odisha News
ଭୁବନେଶ୍ବର,୨୮/୪ : ରାଜ୍ୟରେ ଏବେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଆଜି(ଶୁକ୍ରବାର) ୬ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ।ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, Continue Reading
Odisha News
ପୁରୀ,୨୮/୪ : ଓଡ଼ିଶାରେ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍। ଶୁକ୍ରବାରସକାଳ ୬ଟା ୧୦ରେ ପୁରୀ-ହାୱଡ଼ା ରୁଟରେ ଏହି ଟ୍ରେନ ଛାଡ଼ିଛି । ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବ ଏହି ଅତ୍ୟାଧୁନିକ ଟ୍ରେନ୍।ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ ଏହି ଟ୍ରେନ। ପୁଣି ଗୋଟାଏ ୫୦ ମିନିଟରେ ପୁରୀ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ରାତି ୮ଟା ୩୦ରେ ହାୱଡ଼ା ପହଞ୍ଚିବ। ବନ୍ଦେ ଭାରତ ଏକ୍ସପ୍ରେସ ଚାଲିଲେ […]Continue Reading