Home Posts tagged Bhubaneswar (Page 140)
Odisha News
ଭୁବନେଶ୍ୱର,୧୩/୫: ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ।ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର Continue Reading
Odisha News
ଭୁବନେଶ୍ୱର, ୧୨/୫ : ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ମିଳିଛି ଆଶ୍ୱସ୍ତି। ହେଲେ ଗତକାଲି ବିଳମ୍ବିତ ରାତିରେ ଏହି କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି। ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା।ଏମିତିକି ଜୋରରେ ପବନ ବହିଥିଲା।ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ କିଛି ସମୟ ପାଇଁ ଗାଡିମୋଟର ଚଳାଚଳରେ ବାଧା ଉପୁଜିଥିଲା। କିଛି କିଛି ତଳିଆ ସ୍ଥାନରେ ପାଣି ଜମି ଯାଇଥିଲା। ତଳିଆ Continue Reading
Odisha News
ଭୁବନେଶ୍ୱର,୧୨/୫: ବିଶ୍ୱ ମାତୃ ଦିବସ ହେଉଛି ଏକ ବିଶ୍ୱସ୍ତରୀୟ ଉତ୍ସବ ଯାହାକି ମା’ ଏବଂ ମାତୃଭାଷାଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ପାଳନ କରାଯାଏ। ଏହା ଜଣେ ମା’ର ସନ୍ତାନ ତଥା ସମାଜ ପାଇଁ ଥିବା ଅମୂଲ୍ୟ ଅବଦାନର ସ୍ବୀକୃତି। ଆନ୍ତର୍ଜାତୀୟ ମାତୃ ଦିବସର କୌଣସି ନିର୍ଦ୍ଦିଷ୍ଟ ତାରିଖ ନାହିଁ ସାଧାରଣତଃ ପ୍ରତିବର୍ଷ ମେ’ ମାସର ଦ୍ୱିତୀୟ ରବିବାରରେ ଏହା ପାଳନ କରାଯାଇଥାଏ।ଚଳିତ ବର୍ଷ, ୨୦୨୪ରେ, ଏହା ୧୨ ମେ’ ରବିବାର ଦିନ ପାଳନ କରାଯାଉଛି। ଏବେ ପୃଥିବୀର Continue Reading
Odisha News
ଭୁବନେଶ୍ୱର,୧୧/୫: ସାତ ପର୍ଯ୍ୟାୟ ବିଶିଷ୍ଟ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପାଖେଇ ଆସୁଛି ସମୟ। ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର ।କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ। ଦିନକ ପରେ ହେବ ମତଦାନ । ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । […]Continue Reading
Odisha News
ଭୁବନେଶ୍ୱର,୧୧/୫: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ମଧ୍ୟ ବେଶ୍ ଉତ୍ସାହଜନକ ରହିଥିଲାବେଳେ ସର୍ବଭାରତୀୟ ସ୍ତରରେ ସୁନା କାରବାର ୧୫ରୁ ୨୦% ବୃଦ୍ଧି ପାଇଛି ବୋଲି ଇଣ୍ଡିଆନ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏସନ ପକ୍ଷରୁ ଆକଳନ କରାଯାଇଛି।ଏପରିକି ଓଡ଼ିଶା ବଜାରରେ ମଧ୍ୟ ୧୦୦ କୋଟିରୁ ଅଧିକ ଟଙ୍କାରେ ସୁନା କାରବାର ହୋଇଥିବା ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ସୂଚନା ଦିଆଯାଇଛି।ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ଅକ୍ଷୟ ତୃତୀୟା Continue Reading
Odisha News
ଭୁବନେଶ୍ୱର,୧୦/୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ । ଘଡଘଡି ସହ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ରହିଛି।ସେ ଆହୁରି କହିଛନ୍ତି, ଟୁଇନ୍ ସିଟିରେ ଆଜି ଅପରାହ୍ନ […]Continue Reading
Odisha News
ଭୁବନେଶ୍ୱର, ୯/୫: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି।ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର, ଆସ୍କା ଓ ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅନୁଷ୍ଠିତ ରାଲିରେ ସେ ଦଳୀୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଥିଲେ।ଔଙଡନିର୍ବାଚନ Continue Reading
Odisha News
ଭୁବନେଶ୍ବର/କୃଷ୍ଣପ୍ରସାଦ, ୯/୫: ମରାଳ ମାଳିନୀ ଚିଲିକା ଜଳରାଶି ଉପରେ ସେତୁ ନିର୍ମାଣ ହେବ। ଏଥି ପାଇଁ ଡିପିଆର ପ୍ରସ୍ତୁତ ହୋଇଛି। ନିର୍ବାଚନ ପରେ ନିର୍ମାଣ କାମ ଆରମ୍ଭ ହେବ। ଏହି ପ୍ରକଳ୍ପର ନିର୍ମାଣ ହେଲେ ଲୋକଙ୍କୁ ଅସୁରକ୍ଷିତ ଭାବେ ଡଙ୍ଗାରେ ଯିବାକୁ ପଡ଼ିବ ନାହିଁ।କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ ଗୁରୁବାର ଏହି ଘୋଷଣା କରିଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ଜନସଭାକୁ ସମ୍ବୋଧିତ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ମୁଁ ଆପଣଙ୍କର କଥା Continue Reading
Odisha News
ଭୁବନେଶ୍ୱର, ୯/୫ : ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱରରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଏକ ରୋଡ୍ ଶୋ’ କରିବେ। ରାତି ସାଢ଼େ ୮ଟାରୁ ବିଜେପି ପାର୍ଟି ଅଫିସରୁ ଏହି ରୋଡ୍ ଶୋ’ ବାହାରିବାର କାର୍ଯ୍ୟକ୍ରମ ରହିଛି।ଏହା ବାଣୀବିହାର ପର୍ଯ୍ୟନ୍ତ ଯିବ। ସେଥିପାଇଁ ଜନପଥରେ (ମାଷ୍ଟରକ୍ୟାଣ୍ଟିନ୍ରୁ ବାଣୀବିହାର ପର‌୍ୟ୍ୟନ୍ତ) ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ୍ ପୁଲିସ। କାଲି ଅପରାହ୍ନ ୨ଟାରୁ ରୋଡ୍ Continue Reading