Home Posts tagged Bhubaneswar (Page 141)
Odisha News
ଭୁବନେଶ୍ବର,୨୭/୪: ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ। ଜଣେ ଶିକ୍ଷକଙ୍କର ବକେୟା(ଏରିଅର୍) ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାଯାଇଛି।ସୂଚନା ଅନୁଯାୟୀ, ଏକ ବର୍ଷରୁ ଅଧିକ ସମୟ ଧରି ତାଙ୍କ ବକେୟା ଦରମା ପ୍ରଦାନ କରିବା ପାଇଁ ଅଭିଯୋଗକାରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଯାଇ ନିବେଦନ Continue Reading
Odisha News
ଭୁବନେଶ୍ୱର,୨୬/୪ : ମହାନଦୀ ଟ୍ରିବ୍ୟୁନାଲ ଟିମର ଯାଞ୍ଚ ବେଳେ ଛତିଶଗଡ଼ ଦେଖାଇଛି ଚାଲାକି। ଓଡ଼ିଶା ପଟେ ଶୁଖିଲା ପଡ଼ିଥିବା ମହାନଦୀ କାଳେ ଦେଖିଦେବ ଟ୍ରିବ୍ୟୁନାଲ ଟିମ୍ ସେଥିପାଇଁ କଲମା ବ୍ୟାରେଜର ୧୭ଟି ଗେଟ୍ ଖୋଲିଦେଲା ଛତିଶଗଡ଼।କଲମା ବ୍ୟାରେଜ ର ମୋଟ ୬୬ଟି ଗେଟ୍ ଥିବାବେଳେ ୧୭ଟି ଗେଟ ଖୋଲାଯାଇଛି। ଏକଥାକୁ ସତ ବୋଲି କହିଛନ୍ତି ହୀରାକୁଦ ଡ୍ୟାମ ମୁଖ୍ୟ ଯନ୍ତ୍ରୀ । ତେବେ କଲମା ବ୍ୟାରେଜ କର୍ତ୍ତୃପକ୍ଷ ଏନେଇ କୌଣସି ସୂଚନା ଦେଇନାହାନ୍ତି। ତେବେ ୧୭ଟି ଗେଟ୍ଦେଇ Continue Reading
Odisha News
ଭୁବନେଶ୍ବର,୨୫/୪: ପୂର୍ବତନ ସାଂସଦ ତଥା ଗ୍ୟାଙ୍ଗଷ୍ଟର ଅତିକ ଅହମଦର ଘନିଷ୍ଠ ସହଯୋଗୀ ତଥା କୁଖ୍ୟାତ ଅପରାଧୀ ଗୁଡ୍ଡୁ ମୁସଲିମକୁ ଧରିବା ପାଇଁ ଉତ୍ତର ପ୍ରଦେଶ ଏସ୍ଟିଏଫ୍ର ଜୋରଦାର ଉଦ୍ୟମ କରୁଥିଲେ ବି ଏପର୍ଯ୍ୟନ୍ତ ସଫଳ ହୋଇପାରି ନାହିଁ।ଏସ୍ଟିଏଫ୍ର ସ୍ବତନ୍ତ୍ର ଟିମ୍ ଦେଶର ଏକାଧିକ ସହରରେ ଚଢ଼ଉ କରୁଥିଲେ ବି ଗୁଡ୍ଡୁ ପାଖରେ ପହଞ୍ଚି ପାରୁ ନାହାନ୍ତି। ଏହାରି ମଧ୍ୟରେ ଗୁଡ୍ଡୁକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସେ କିଛି ଦିନ ବରଗଡରେ ଥିବା ନେଇ ସୂଚନା […]Continue Reading
Odisha News
ଭୁବନେଶ୍ବର,୨୫/୪ : କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଏବେ ପାଗ ଥଣ୍ଡା ରହିଛି। ସୋମବାର ଦିନ କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ବର୍ଷା ହେବା ସହ କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଯାଇଛି।ଏହାଛଡ଼ା ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହୋଇଥିଲା। ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ Continue Reading
Odisha News
ଭୁବନେଶ୍ବର,୨୪/୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକର୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।ସୋମବାର କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି ।ଏହି ପ୍ରକଳ୍ପ ୨୪ ମାସ ମଧ୍ୟରେ ଶେଷ କରାଯିବ ବୋଲି ଜଣାପଡ଼ିଛି। ଏହାଦ୍ବାରା କଟକ ସହରର ଟ୍ରାଫିକ ସମସ୍ୟା ଅନେକାଂଶରେ ଦୂର Continue Reading
Odisha News
ଭୁବନେଶ୍ୱର,୨୪/୪: ଭୁବନେଶ୍ୱର ରେଳ ଷ୍ଟେଶନରେ ଅଟକିଥିବା ଧାନବାଦ୍ ଏକ୍ସପ୍ରେସ୍ ଟଏଲେଟରେ ଅଚିହ୍ନା ମହିଳାଙ୍କୁ ହତ୍ୟା ଘଟଣାକୁ ରବିବାର ୩ଦିନ ବିତିଛି। ହେଲେ ମହିଳାଙ୍କ ପରିଚୟ ମିଳୁ ନ ଥିବାରୁ ଅଭିଯୁକ୍ତଙ୍କୁ ଧରିବା ସରକାରୀ ରେଲ୍ୱେ ଥାନା ପୋଲିସ (ଜିଆର୍ପି) ପାଇଁ କଷ୍ଟସାଧ୍ୟ ହୋଇପଡ଼ିଛି।ତେଣୁ ପରିଚୟ ପାଇବା ପାଇଁ ଧନ୍ବାଦ୍ ଏକ୍ସପ୍ରେସ୍ରେ ମହିଳାଙ୍କ ପୋଷ୍ଟର ମାରିଛି ଜିଆର୍ପି। ରବିବାର ଟ୍ରେନ୍ର ବିଭିନ୍ନ ବଗିରେ ୨୦ରୁ ଉର୍ଦ୍ଧ୍ୱ ପୋଷ୍ଟର ମରାଯାଇଥିଲା। Continue Reading
Odisha News
ଭୁବନେଶ୍ୱର,୨୩/୪: ବିଜେବି କଲେଜ କ୍ୟାମ୍ପସରେ ଆତଙ୍କରାଜ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ। ସମସ୍ତ ୪ ଅଭିଯୁକ୍ତ ଅଣଛାତ୍ର ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ସବୁଦିନ କ୍ୟାମ୍ପସ ଭିତରେ କ୍ରିକେଟ୍ ଖେଳନ୍ତି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରୀ, ଗୋଟିଏ ବାଇକ ଜବତ କରିଛି ପୁଲିସ୍।ପୁଲିସ୍ ସୂଚନା ଅନୁସାରେ ୨ଜଣଙ୍କ ନାଁରେ ଏକାଧିକ ଅପରାଧୀକ ମାମଲା ରହିଛି। ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ Continue Reading
Odisha News
ଭୁବନେଶ୍ବର,୨୩/୪: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର‌୍ୟ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟିତ ହୋଇଛି। ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ ହିଁ ନିର୍ମାଣ ହୋଇଛି ବିଜେଡିର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନ। ଆଜି ଉଦଘାଟନୀ କାର‌୍ୟ୍ୟକ୍ରମରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ Continue Reading
Odisha News
ଭୁବନେଶ୍ବର,୨୩/୪: ଭୁବନେଶ୍ୱରରେ ଜି-୨୦ ସମ୍ମିଳନୀର ଶୁଭାରମ୍ଭ ହୋଇଛି। ଏହାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ଘାଟନ କରିଛନ୍ତି। ଭୁବନେଶ୍ୱରଠାରେ ଜି-୨୦ ‘ଶିକ୍ଷା ୱାର୍କିଂ ଗ୍ରୁପ୍’ର ତୃତୀୟ ବୈଠକର ଅବ୍ୟବହିତ ପୂର୍ବରୁ ଆଇଏମଏମଟି ପରିସରରେ ଆୟୋଜିତ ଜି-୨୦ ଭାରତ ‘ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା’ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି।ଏହି ପ୍ରଦର୍ଶନୀକୁ ଲୋକାର୍ପଣ କରିବା ପରେ ଶ୍ରୀ ପ୍ରଧାନ ସେଠାରେ ‘ଭବିଷ୍ୟତର କାର୍ଯ୍ୟଶୈଳୀ’ ପାଇଁ Continue Reading
Odisha News
ଭୁବନେଶ୍ବର,୨୨/୪: ଦୁଇ ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳ ଦେଇଛି ବଡ଼ ଦାୟିତ୍ୱ। ତାଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ କରାଯାଇଛି। ଆଜି ଏଆଇସିସି ପକ୍ଷରୁ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ପ୍ରେସ ରିଲିଜ ଜାରି କରି ଏଆଇସିସି ଏହି ସୂଚନା ଦେଇଛି।ଗତ ଫେବ୍ରୁଆରୀ ୧୦ ତାରିଖରେ ଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଜୟ ପଟ୍ଟନାୟକ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୭୬ ବ୍ୟାଚର ଏହି Continue Reading