ଭୁବନେଶ୍ବର,୨୨/୪: ଦୁଇ ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳ ଦେଇଛି ବଡ଼ ଦାୟିତ୍ୱ। ତାଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ କରାଯାଇଛି। ଆଜି ଏଆଇସିସି ପକ୍ଷରୁ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ପ୍ରେସ ରିଲିଜ ଜାରି କରି ଏଆଇସିସି ଏହି ସୂଚନା ଦେଇଛି।ଗତ ଫେବ୍ରୁଆରୀ ୧୦ ତାରିଖରେ ଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଜୟ ପଟ୍ଟନାୟକ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୭୬ ବ୍ୟାଚର ଏହି Continue Reading

ଭୁବନେଶ୍ବର,୨୨/୪: ରାଜ୍ୟର ରାଜଧାନୀ ଭୁବନେଶ୍ବରର ପୁରାତନ ଓ ପ୍ରତିଷ୍ଠିତ କଲେଜ ‘ବକ୍ସି ଜଗବନ୍ଧୁ ବିନାୟକ ସ୍ବୟଂଶାସିତ ମହାବିଦ୍ୟାଳୟ’ରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖାଯାଇଛି।ବିଜେବି କଲେଜ ପରିସରରେ ଶନିବାର ପୁଣି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିବା ନେଇ ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ୩ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ Continue Reading
ଭୁବନେଶ୍ବର/ପୁରୀ/ସାକ୍ଷୀଗୋପାଳ,୨୨/୪: ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଲାନ୍ସନାୟକ ଦେବାଶିଷ ବିଶ୍ବାଳଙ୍କ ପାର୍ଥିବ ଶରୀର ଆଜି ସକାଳେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛି। ଏହାପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାଛଡ଼ା ସେଠାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର Continue Reading
ଭୁବନେଶ୍ୱର,୨୧/୪: ଶ୍ରୀମନ୍ଦିର ଫାଇଲ ହଜିଯିବା ପ୍ରସଙ୍ଗରେ ଥାନାକୁ ଯାଇଛି ବିଜେପି। ଆଜି ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନେତୃତ୍ୱରେ କ୍ୟାପିଟାଲ ଥାନାରେ ୬ ଜଣିଆ ବିଜେପି ପ୍ରତିନିଧି ଦଳ ଜାଣିଶୁଣି ଫାଇଲ୍ ହଜାଇ ଦିଆଯାଇଥିବା ଅଭିଯୋଗ କରିଥିବା ଜଣାଯାଇଛି।ଏନେଇ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର କହିଛନ୍ତି, ରତ୍ନଭଣ୍ଡାର ଚାବି ମଧ୍ୟ ହଜିଯାଇଛି ବୋଲି ଆଗରୁ କହୁଥିଲେ। ପୁଣି ସରକାର କହିଲେ ମିଳିଗଲା। ପରେ ପୁଣି କୁହାଗଲା Continue Reading

ଭୁବନେଶ୍ବର,୨୦/୪: ଲାଞ୍ଚ ନେଇ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଝାରସୁଗୁଡ଼ା ଏନଏଚ୍ ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଜୁକ୍ତା ସିଂହ ଜଣେ ଠିକାଦାରଙ୍କ ଠାରୁ ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅତର୍କିତ ଭାବେ ଚଢ଼ଉ କରିଛି।ସୂଚନା ଅନୁସାରେ ଏକ ଠିକା କାମର ଶେଷ ବିଲ୍ ମଂଜୁରି କରିବା ପାଇଁ ଶ୍ରୀମତୀ ସିଂହ ଠିକାଦାରଙ୍କୁ ୨୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏବାବଦରେ ଠିକାଦାର ଜଣକ ଓଡ଼ିଶା ଭିଜିଲାନ୍ସ Continue Reading

ଭୁବନେଶ୍ୱର,୨୦/୪: ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି।ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ସେ ନିଜ ଜିଲ୍ଲାକୁ ଆସିବେ। ତେବେ ତାଙ୍କର ଏହି ଗସ୍ତ ସଂପର୍କିତ ସବିଶେଷ କାର୍ୟ୍ୟସୂଚୀ ବିଷୟରେ ସୂଚନା Continue Reading

ଭୁବନେଶ୍ବର,୨୦/୪ : ଭଲ ଭାବେ ନ ଚିହ୍ନି ନ ଜାଣି ଜଣେ ଧୂର୍ତ୍ତକୁ ଟଙ୍କା ଧାର ଦେବା ଜଣେ ସରଳ ବିବାହିତା ମହିଳାଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ସ୍ବାମୀଙ୍କ ଅଗୋଚରରେ ୫୦ ହଜାର ଟଙ୍କା ଧାର ଦେଇ ଫସିଯାଇଛନ୍ତି ମହିଳା।ଟଙ୍କା ସୁଝିବା ଆଳରେ ଧୂର୍ତ୍ତ ମହିଳାଙ୍କୁ ବାରମ୍ବାର ଦୁଷ୍କର୍ମ କରିଥିବା ନେଇ ମଞ୍ଚେଶ୍ବର ଥାନାରେ ଅଭିଯୋଗ ହୋଇଛି। ପୁଲିସ ଅଭିଯୋଗ ପାଇବା ପରେ ଡାକ୍ତରୀ ମାଇନା କରିବା ସହ ପୀଡ଼ିତାଙ୍କ ବୟାନ ରେକର୍ଡ କରିଛି। ପୁଲିସ […]Continue Reading

ଭୁବନେଶ୍ବର,୨୦/୪: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।ତେବେ ଏହା ପୂର୍ବରୁ ଦୁଇ ଦିନ ଛୁଟି ଘୋଷଣା କରାଯାଇଥିଲା। ଯାହା ପରେ ଶୁକ୍ରବାରଠୁ ଖୋଲିଥାନ୍ତା। ହେଲେ ବଢୁଥିବା ଖରାକୁ ନେଇ ସରକାର ଦ୍ୱାଦଶ ଶ୍ରେଣୀ ଯାଏ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି । ତେବେ ସ୍କୁଲ କେବେ ଖୋଲିବ Continue Reading
ଭୁବନେଶ୍ୱର,୧୯/୪ : ହନିଟ୍ରାପ୍ ବ୍ଲାକମେଲ୍ ମାମଲାରେ ମୁହଁ ଖୋଲିଲ ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ। ସେ କହିଛନ୍ତି, ଏ ସବୁ ଅକ୍ଷୟ ପରିଜାଙ୍କ ଚକ୍ରାନ୍ତ ।ଶ୍ରଦ୍ଧାଞ୍ଜଳିଙ୍କୁ ଟଙ୍କା ଲାଳସା ଦେଖାଇ ଆମ ମୁଣ୍ଡରେ ସେ ଅଠା ବୋଳିଛନ୍ତି। ଶ୍ରଦ୍ଧାଞ୍ଜଳି ସହ ଆଉ କିଛି ଲୋକେ ମିଶିକି ରହିଛନ୍ତି। ଯେଉଁମାନେ ଏହା କରିଛନ୍ତି। ତାଙ୍କୁ ଲୁଚାଇ ରଖାଯାଇଛି, ଶୀଘ୍ର ବାହାର କରାଯାଉ ବୋଲି ଜଗବନ୍ଧୁ କହିଛନ୍ତି।ଶରୀରିକ ଅସୁସ୍ଥ ଥିବାରୁ କ୍ୟାପିଟାଲ Continue Reading
ଭୁବନେଶ୍ୱର,୧୭/୪:ସରକାରୀ ଡାକ୍ତରଖାନାରେ ନିୟୋଜିତ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ଲାଗୁ ହେଲା ଏସ୍ମା। ରାଜ୍ୟ ସରକାର ନେଇଛନ୍ତି ଏହି ଜରୁରୀକାଳୀନ ପଦକ୍ଷେପ।ନର୍ସ, ଫାର୍ମାସିଷ୍ଟ, ପାରାମେଡିକ, ଟେକ୍ନିସିଆନଙ୍କ ପ୍ରତି ଏହି ନିୟମ ଲାଗୁ ହୋଇଛି। ଏହାଛଡ଼ା ଅନ୍ୟ ତୃତୀୟ ଶ୍ରେଣୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସମେତ ଡାକ୍ତରଖାନା ଯତ୍ନ ନେବା ନିମନ୍ତେ ନିଯୁକ୍ତି ପାଇଥିବା ଠିକା କର୍ମଚାରୀଙ୍କ ପ୍ରତି ବି ଏହା କାର୍ଯ୍ୟକାରୀ ହେବ।ଜରୁରୀ ସେବାରେ ବ୍ୟାଘାତ Continue Reading