ଭୁବନେଶ୍ୱର, ୪/୪: ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ମିଳିଥିବା ସୂଚନୁସାରେ ସେ ବିଜେଡିରେ ଯୋଗଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।Continue Reading
ଭୁବନେଶ୍ବର, ୩/୪: ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଦ୍ବାରା କରାଯାଇଥିବା ଘୋଷଣା ଅନୁସାରେ ବ୍ରଜରାଜନଗରରୁ ପୁଣି ଥରେ ଅଳକା ମହାନ୍ତି ଟିକେଟ୍ ପାଇଛନ୍ତି।ସେହିପରି ବିଜେଡି ଦୀପାଳି ଦାସଙ୍କୁ ପୁଣି ଥରେ ଝାରସୁଗୁଡ଼ାରେ ଟିକେଟ୍ ଦେଇଛି। ବିଜେଡି ଟିକେଟ୍ରେ ତଳସରାରୁ ବିଜୟ ଟପ୍ପୋ, ସୁନ୍ଦରଗଡ଼ରୁ ଯୋଗେଶ ସିଂହ, ରାଇରଗଂପୁରରୁ Continue Reading
ଭୁବନେଶ୍ୱର,୩/୪:ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ ବକ୍ସିପାତ୍ର। ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇଥିଲେ।୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ। ହେଲେ ନିର୍ବାଚନରେ ପରାସ୍ତ ହୋଇଥିଲେ। ଭୃଗୁ ୩ ଲକ୍ଷ ୪୮ ହଜାର ୯୯୯ ଭୋଟ୍ ପାଇଥିବାବେଳେ ବିଜେଡିରୁ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଥିଲା ୪ ଲକ୍ଷ ୪୩ Continue Reading
ଭୁବନେଶ୍ବର,୩/୪: ବିଜେପି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି।ନିଜ ଇସ୍ଥଫା ପତ୍ରକୁ ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇ ଦେଇଛନ୍ତି। ଦୀର୍ଘ ୨୩ ବର୍ଷ ଧରି ବିଜେପିରେ ଥିବା ଭୃଗୁ ରାଜ୍ୟ ବିଜେପିର କାର୍ୟ୍ୟ ନେଇ ଅସନ୍ତୁଷ୍ଟ ଥିବା କୁହାଯାଉଥିଲା।ହେବାକୁ ଯାଉଥିବା ଲୋକସଭା ନିର୍ବାଚନରେ ତାଙ୍କୁ କୌଣସି ସକ୍ରିୟ ଭୂମିକାରେ ନ ଥିଲେ। ଗତ ନିର୍ବାଚନରେ ସେ ବ୍ରହ୍ମପୁର ଲୋକସଭା ଆସନରୁ Continue Reading
By Our Correspondent Bhubaneswar/Brussels, APR 2: On 23rd March 2024, Belgium Odia Association organized it’s very first Utkala Dibasa& Holi celebration at Brussels; the capital of Belgium. Honorable Deputy Chief of Mission in Indian Embassy of Belgium Mr. Debasish Prusty inaugurated the event by lighting the lamps in the gracious presence of Odias staying in […]Continue Reading
ଭୁବନେଶ୍ବର, ୨/୪: ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ ।ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ବଲାଙ୍ଗୀର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର। ସେହିଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସ ନର୍ଲାରୁ ପ୍ରାର୍ଥୀ ହୋଇଥିବା ବେଳେ ଭବାନୀପାଟଣାରୁ ପ୍ରାର୍ଥୀ Continue Reading
ଭୁବନେଶ୍ବର, ୨/୪: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି ଚାନ୍ଦବାଲିରୁ ପ୍ରାର୍ଥୀ କରିଛି। ଏଣେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସମ୍ବଲପୁରରୁ ପୁଣି ଲଢ଼ିବେ।ଏଣେ ତଳସରାରୁ ଭବାନୀଶଙ୍କର ଭୋଇ, ସୁନ୍ଦରଗଡ଼ରୁ କୁସୁମ ଟେଟେ, ବୀରମିତ୍ରପୁରରୁ ଶଙ୍କର ଓରାମ, ରଘୁନାଥପାଲିରୁ ଦୁର୍ଗା ଚରଣ Continue Reading
ଭୁବନେଶ୍ବର, ୨/୪: ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା। ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ପିସିସି ସଭାପତିଙ୍କ ନିକଟକୁ ପଠାଇଛନ୍ତି।ଗଣେଶ୍ୱର ବେହେରାଙ୍କର କେନ୍ଦ୍ରାପଡ଼ା ବିଧାନସଭା ଆସନରେ ନିଜର ପ୍ରଭାବ ରହିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ଗତ ୩ଟି ନିର୍ବାଚନରେ Continue Reading
ଭୁବନେଶ୍ବର, ୧/୪ : କେନ୍ଦ୍ରାପଡ଼ା ସାଂସଦ ତଥା ଲୋକପ୍ରିୟ ସିନେ ତାରକା ଅନୁଭବ ମହାନ୍ତି ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀ ବିଜେପି କାର୍ୟ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଅନୁଭବ।ଦଳର ବରିଷ୍ଠ ନେତା ବିନୋଦ ତାୱଡ଼େ ଅନୁଭବ ମହାନ୍ତିଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଦୁଇ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା।କିନ୍ତୁ ଆଜି Continue Reading
ଭୁବନେଶ୍ବର, ୧/୪: ୮୯ତମ ଉତ୍କଳ ଦିବସ ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ବାର୍ତ୍ତାରେ କହଛନ୍ତି, ଓଡ଼ିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଓଡ଼ିଶା ତା’ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ Continue Reading




