Home Posts tagged Bhubaneswar (Page 15)
Odisha News
ଭୁବନେଶ୍ୱର,୫/୧୨: ଝଟକିଲା ନୂଆ ନ୍ୟାୟିକ କୋଠା। ଚାରି ଦଶନ୍ଧି ପରେ ଚମକିଲା ଭୁବନେଶ୍ୱର ନୂଆ ଜୁଡିସିଆଲ୍ କମ୍ପ୍ଲେକ୍ସ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଳରେ ଲୋକାର୍ପିତ ହୋଇଛି ଭବ୍ୟ କୋଠା।ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ଉପସ୍ଥିତିରେ ଏହି କଂପ୍ଳେକ୍ସର ଲୋକାର୍ପଣ କରିଛନ୍ତି ରାଷ୍ଟ୍ରପତି। ପରେ ଅଭିଭାଷଣ ରଖି ସାଧାରଣ ଜନତାଙ୍କୁ ତ୍ୱରିତ ନ୍ୟାୟ ଓ ନ୍ୟାୟିକ ସାକ୍ଷରତା ଉପରେ ଗୁରୁତ୍ୱାରୋପ Continue Reading
Odisha News
ଭୁବନେଶ୍ବର, ୫/୧୨ : ବିଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।ସେ କହିଛନ୍ତି, ଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ। କେବଳ ଏଇ ୭ ମାସ ମଧ୍ୟରେ ଗଲାଣି ୨୦୧ ଜୀବନ। ସେହିପରି ୨୦୨୩-୨୪ ରେ ୨୭୨ ଜଣ ପ୍ରାଣ ହରାଇଥିଲେ। ୨୦୨୨-୨୩ ରେ ମଧ୍ୟ ୩୦୬ ଜଣଙ୍କ ଜୀବନ ନେଇଥିଲା ବଜ୍ରପାତ।ଗତ ୩ ବର୍ଷରେ […]Continue Reading
Odisha News
ଭୁବନେଶ୍ୱର, ୫/୧୨ : ଜୀବନ ନେଇଗଲା ଅନଲାଇନ ଗେମ୍। ମୋବାଇଲରେ ଗେମ୍ ଖେଳି ଲକ୍ଷାଧିକ ଟଙ୍କା ହରାଇବା ପରେ ଶେଷରେ ଜୀବନ ହାରିଲେ ଯୁବକ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ । ମୃତ ଯୁବକଙ୍କୁ ୨୨ବର୍ଷ ହୋଇଥିବା ଜଣାଯାଇଛି।ଲିଙ୍ଗରାଜ ଥାନା ତିନିମୁଣ୍ଡିଆ ଛକ ଅଞ୍ଚଳରେ ରହୁଥିବା ଯୁବକ ନିଜ ଘରେ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା Continue Reading
Business News Top Stories
By Nalini Sahu Bhubaneswar, Dec. 4: Utkal Hospital, a leading super multi-specialty healthcare provider in Odisha, has achieved a historic breakthrough by successfully performing its first cadaveric kidney transplant, setting a new benchmark in the state’s medical care. The patient, a 36-year-old woman battling end-stage kidney disease, had been undergoing regular dialysis Continue Reading
Odisha News
ଭୁବନେଶ୍ୱର, ୩/୧୨ : ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱତନ୍ତ୍ର ବିମାନଯୋଗେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ମହାମହିମ ଆଜିଠୁ ପାଞ୍ଚ ଦିନ ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରୁ ସିଧା ମହାମହିମଙ୍କ କାରକେଡ କଡ଼ା ସୁରକ୍ଷାବଳୟ ମଧ୍ୟରେ ନିଳାଦ୍ରୀବିହାର ଅଭିମୁଖେ ଯାତ୍ରା କରୁଛି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁରଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉଦଘାଟନୀ ଉତ୍ସବରେ Continue Reading
Odisha News
ଭୁବନେଶ୍ୱର,୩/୧୨: ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି। ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି।ଏହାସହ ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ରହିଛି। ଏହାପରେ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ, ବିଜେଡି ଟିକେଟ୍‌ରୁ ରାଜ୍ୟ ସଭାକୁ Continue Reading
Odisha News
ଅଶୋକ କୁମାର ବରାଳଙ୍କ ରିପୋର୍ଟଭୁବନେଶ୍ୱର, ୨/୧୨ : ରାଜ୍ୟରେ ଆଳୁ କେଜି ୪୦ ଟଙ୍କାରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ଅନ୍ୟ ସମସ୍ତ କଞ୍ଚାପନି ରିବାର ଦାମ୍ ପ୍ରାୟ କେଜି ପ୍ରତି ୫୦ଟଙ୍କା ରହିଛି । ବର୍ତ୍ତମାନ କଞ୍ଚା ପନି ରିବା ଉତ୍ପାଦନ କମ୍ ହେଉଥିବାରୁ ସେ ସବୁରଦାମ ଅଧିକ ରହିବା ସ୍ୱାଭାବିକ ହେଲେ ଆଳୁ ଦାମ ବୃଦ୍ଧି ପାଇଁ ଉଭୟ ଆଳୁ ବେପାରୀ ଏବଂ ସରକାର ପଶ୍ଚିମବଙ୍ଗ ସରକାରକୁ ଦାୟୀ କରୁଛନ୍ତି । ବେପାରୀମାନେ ସେମାନଙ୍କର ଲାଭକୁ […]Continue Reading
Odisha News
ଓଡ଼ିଶା,୨/୧୨ : ଆଜି ଉତ୍ତରପ୍ରଦେଶରୁ ଓଡ଼ିଶାରେ ୩ ଶହ ଟ୍ରକ୍ ଆଳୁ ପହଞ୍ଚିଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏଥର ଲୋକଙ୍କୁ ଆଉ ହଇରାଣ ହେବାକୁ ପଡ଼ିବନି। ବଜାରରେ ଏବେ ପୁଣି ଶସ୍ତାରେ ମିଳିବ ଆଳୁ।ଭୁବନେଶ୍ବର: ଆଜି ଉତ୍ତରପ୍ରଦେଶରୁ ଓଡ଼ିଶାରେ ୩ ଶହ ଟ୍ରକ୍ ଆଳୁ ପହଞ୍ଚିଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ […]Continue Reading
Odisha News
ଭୁବନେଶ୍ଵର, ୧/୧୨ : ଡିଜିପି ସମ୍ମିଳନୀ ପାଇଁ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିଲ୍ଲୀ ଫେରି ଯାଇଛନ୍ତି।ଆଜି ଡିଜିପି ସମ୍ମିଳନୀ ସଂପନ୍ନ ହେବା ପରେ ଅପରାହ୍ଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହ ମନ୍ତ୍ରୀ ଅମିତ ଶାହ ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ଏବଂ ଗୃହ ମନ୍ତ୍ରୀଙ୍କ ଏହି ଗସ୍ତ ଭିନ୍ନ ଭିନ୍ନ ଦୃଷ୍ଟି କୋଣରୁ ଥିଲା ବେଶ ଗୁରୁତ୍ବ ପୂଣ୍ଣ ।ଏହି ତିନି ଦିନିଆ Continue Reading
Odisha News
ଭୁବନେଶ୍ୱର,୧/୧୨: ଆଜି ଅର୍ଥାତ୍ ଡିସେମ୍ବର ୧ରେ ବିଶ୍ବ ଏଡ୍‌ସ ଦିବସ। ଏହି ଅବସରରେ ରାଜ୍ୟରେ ଏଡ୍‌ସ ରୋଗୀଙ୍କୁ ନେଇ ଚିନ୍ତା ଘାରିଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଥିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୨୦ ହଜାର ଏଡ୍‌ସ ରୋଗୀ ଥିବାବେଳେ ସୁବର୍ଣ୍ଣପୁରରେ ସର୍ବନିମ୍ନ ୧୫୦ ଏଡ୍‌ସ ରୋଗୀ ଅଛନ୍ତି।ଆଉ ଏଡ୍‌ସ ରୋଗୀ ମଧ୍ୟ ରାଜ୍ୟରେ ବିଶେଷ ଚିହ୍ନଟ Continue Reading