Home Posts tagged Bhubaneswar (Page 155)
Odisha News
ଭୁବନେଶ୍ବର, ୧୧/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର‌୍ୟ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି।ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନମାନଙ୍କର Continue Reading
Odisha News
ନୂଆଦିଲ୍ଲୀ,୧୦/୩: ଏଣିକି ରାତିରେ ନାନ୍ଦକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ କରିପାରିବେ।ଏହି କାର୍ଯ୍ୟକ୍ରମ ମାର୍ଚ୍ଚ ୧୦, ୨୦୨୪ ରୁ ଆରମ୍ଭ ହେବ। ଏହା ହେଉଛି ଏକ ଉଲ୍ଲେଖନୀୟ ଶିକ୍ଷାଗତ କାର‌୍ୟ୍ୟକ୍ରମ ଯେଉଁଥିରେ ଜଙ୍ଗଲ ଏବଂ ସେମାନଙ୍କର ବିବିଧ Continue Reading
Odisha News
ଭୁବନେଶ୍ୱର, ୧୦/୩ : ବିଜେଡି ସହିତ ମେଣ୍ଟ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଯେଉଁ କଥା କହିଥିଲେ ତାକୁ ଦୋହରାଇଛନ୍ତି ନିର୍ବାଚନ ସହପ୍ରଭାରୀ ଲତା ଉସେଣ୍ଡି।ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଲତା କହିଥିଲେ, ରାଜ୍ୟରେ ବିଜେପି ଏକାକୀ ନିର୍ବାଚନ ଲଢ଼ିବ। ବିଧାନସଭା ହେଉ କିମ୍ବା ଲୋକସଭା- ସବୁ ଆସନ ପାଇଁ ଦଳ ପ୍ରସ୍ତୁତି କରୁଛି। ଗୋଟିଏ ଗୋଟିଏ ଆସନ ପାଇଁ ଆଲୋଚନା ହୋଇଛି। […]Continue Reading
Odisha News
ଭୁବନେଶ୍ୱର,୧୦/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି।୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ Continue Reading
Odisha News
ଭୁବନେଶ୍ବର,୯/୩: ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି।ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ Continue Reading
Odisha News
ପୁରୀ, ୮/୩: ଆଜି ହେଉଛି ମହାଶିବରାତ୍ରୀ। ଏଥିଲାଗି ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ, ଆଖଣ୍ଡଳମଣି, କପିଳାସ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ କିପରି ଶାନ୍ତିଶୃଙ୍ଖଳାର ସହ ବାବାଙ୍କୁ ଦର୍ଶନ କରିବେ ଓ ଦୀପ ଜାଳିବେ, ସେ ନେଇ ବିଭିନ୍ନ ଶୈବପୀଠରେ ବ୍ୟାପକ ପ୍ରସ୍ତୁତି କରାଯାଇଛି Continue Reading
Odisha News
ଭୁବନେଶ୍ବର,୭/୩: ସର୍ଭିସ ପ୍ରୋଭାଇଡିଂ ଏଜେନ୍ସୀଙ୍କ ଦ୍ୱାରା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର‌୍ୟ୍ୟ କରୁଥିବା ଆଉଟ୍ସୋର୍ସିଂ କର୍ମଚାରୀମାନଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ଆଉଟ୍ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକରେ ୨୫% ବୃଦ୍ଧି କରାଯାଇଛି। ଏହା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଓ ଅଭିଯୋଗ ଶୁଣାଣି ଆଦି ବ୍ୟବସ୍ଥା କରିଛନ୍ତି Continue Reading
Odisha News
ଭୁବନେଶ୍ବର,୭/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ ।ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ। ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା Continue Reading
Top Stories
By Our Correspondent Bhubaneswar,Mar 7 : As part of sensitization activities of CSIR-IMMT: InTEChas organized an one day skill development program on essentials of patents with the theme “IP for ALL” with a combination of lectures, practical hands-on and interactive sessions covering the major aspects of Patents. This workshop is attended by 400participants, including Continue Reading