Home Posts tagged Bhubaneswar (Page 16)
Odisha News
ଭୁବନେଶ୍ୱର , ୩୧/୧୦ : ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ସାରା ଦେଶ ‘ଏକତା ଦିବସ’ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ରେ ସକାଳ ୭ଟାରେ ‘ଏକତା ଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ। ଏଥିରେ ଯୋଗ ଦେଇ ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥି […]Continue Reading
Odisha News
ଭୁବନେଶ୍ଵର , ୩୦/୧୦ : ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ରେ ତାଙ୍କର ବିୟୋଗ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ଆଜି ତାଙ୍କର ଦେହାନ୍ତ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। କ୍ୟାନ୍ସରରେ ପୀଡ଼ିତ ହୋଇ ଏମ୍ସରେ ଚିକିତ୍ସିତ ହେଉଥିଲେ ଶଙ୍କର। ପ୍ରଥମେ ତାଙ୍କୁ କଟକର ଆଚାର‌୍ୟ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ, ପରେ ମୁମ୍ବାଇର ଟାଟା Continue Reading
Odisha News
ଭୁବନେଶ୍ବର , ୨୮/୧୦ : ବାତ୍ୟା ମୋନ୍ଥାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି । ବାତ୍ୟାକୁ ଭୟ ନକରି ସତର୍କ ରୁହନ୍ତୁ । ଆମେ ଅନେକ ବାତ୍ୟାର ମୁକାବିଲା କରିଛୁ, ଏଥର ମଧ୍ୟ କରିବା । ପ୍ରଶାସନକୁ ସହଯୋଗ କରିବାକୁ ଲୋକଙ୍କୁ ଅପିଲ୍ କଲେ ନବୀନ । ଲୋକଙ୍କ ସହ ରୁହନ୍ତୁ ବିଜେଡି କର୍ମୀ ବୋଲି ନବୀନ କହିଛନ୍ତି ।ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ […]Continue Reading
Odisha News
ଭୁବନେଶ୍ୱର , ୨୭/୧୦ : ସମ୍ଭାବ୍ୟ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବାତ୍ୟା ପ୍ରଭାବରେ ଯେମିତି କାହାର ଜଣଙ୍କର ବି ପ୍ରାଣ ହାନି ନ ହୁଏ ଅର୍ଥାତ୍ ଜିରୋ କାଜୁଆଲଟି ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି ।ଆସନ୍ତା ୩୦ ଯାଏ ପ୍ରଭାବିତ ହେବାକୁ ଥିବା ୮ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟ ଛୁଟି ରହିବ ବୋଲି ବାତ୍ୟା ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ରାଜସ୍ୱ ଓ […]Continue Reading
Odisha News
ଭୁବନେଶ୍ୱର, ୨୬/୧୦ : ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’କୁ ନେଇ ଏବେ ସଜାଗ ହୋଇଛନ୍ତି ରାଜ୍ୟ ସରକାର । ବାତ୍ୟା ନେଇ ସମସ୍ତ ପ୍ରସ୍ତୁତି ହୋଇଥିବା ବେଳେ ଆର୍ଲଟରେ ରହିଛି ସବୁ ବିଭାଗ ।ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ ହୋଇଛି। ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି ବାଲେଶ୍ବର ଜିଲ୍ଲାପାଳ।ଗଞ୍ଜାମରେ ୨୫ରୁ ୩୦ ଛୁଟି Continue Reading
Odisha News
ଭୁବନେଶ୍ୱର, ୨୫/୧୦ : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ।୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ବୋଲି ଜଣାପଡିଛି। ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି।ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ Continue Reading
Odisha News
ଭୁବନେଶ୍ୱର,୨୪/୧୦: ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ କୃଷି ବିଭାଗ ପକ୍ଷରୁ ରବି କ୍ୟାମ୍ପେନ ଆରମ୍ଭ ହୋଇଥିବା ସେ କହିଛନ୍ତି।ଡାଲି ଏବଂ ତୈଳବିଜ ଚାଷ ପାଇଁ ରବି କ୍ୟାମ୍ପେନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହା ଦ୍ୱାର ଆଳୁ ଏବଂ ଡାଲିରେ ଓଡ଼ିଶା ଆତ୍ମନିର୍ଭର ହୋଇପାରିବ।ପଶ୍ଚିମବଙ୍ଗ ଆଉ ନାଲି ଆଖି ଦେଖାଇ ପାରିବ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସିଂଦେଓ କହିଛନ୍ତି। ଆଳୁ ଚାଷ ପାଇଁ ଚାଷୀଙ୍କୁ ୩ ଲକ୍ଷ Continue Reading
Odisha News
ଭୁବନେଶ୍ୱର, ୨୪/୧୦ : ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି।ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ରାସନ କାର୍ଡଧାରୀଙ୍କୁ ୫କେଜି ଅଧିକ ଚାଉଳ ମିଳିବ। ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଏଥିରେ ଉପକୃତ ହେବେ।ତେବେ ଅଧିକ ୫କେଜି Continue Reading
Odisha News
ଭୁବନେଶ୍ବର , ୨୩/୧୦ : ଓଡ଼ିଶାରେ ବେଦାନ୍ତ ବିଶ୍ୱବିଦ୍ୟାଳୟ ଆଶା ପୁଣି ଦୋହରାଇଲେ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ । କହିଲେ ସବୁ ରାଜ୍ୟ ମୋ ପଛରେ ପଡିଛନ୍ତି କିନ୍ତୁ ମୋ ହୃଦୟରେ ଓଡିଶା ଅଛି । ଆନ୍ଧ୍ର, ବିହାର ସବୁବେଳେ ଲାଗିଛନ୍ତି ।ଆମ ଦେଶର ୭ ଲକ୍ଷ ଛାତ୍ରୀଛାତ୍ରୀ ବିଦେଶରେ ପଢୁଛନ୍ତି । ଜମି ଆମର ଅଛି, ଓଡ଼ିଶା ଲୋକଙ୍କ ସମର୍ଥନ ଦରକାର । ୨ ଲକ୍ଷ କୋଟିର ପ୍ରକଳ୍ପ । ସୁପ୍ରିମକୋର୍ଟ ରାୟକୁ ସମୀକ୍ଷା […]Continue Reading
Odisha News
ଭୁବନେଶ୍ୱର, ୨୩/୧୦ : ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ।ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି। Continue Reading