Home Posts tagged Bhubaneswar (Page 16)
Top Stories
-Odisha Girls Team emerges asRunner-up in the tournament By Subrat Sarangi Bhubaneswar, Jan. 9 : The athletes of the Odisha AM/NS India Kho Kho High Performance Centre (HPC) accomplished a remarkable feat at the 44th Junior National Kho Kho Championship 2025–26, held from December 31, 2025, to January 4, 2026, at the Atal Bihari Vajpayee […]Continue Reading
Odisha News
ଭୁବନେଶ୍ବର, ୮/୧: ଅନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର ସଙ୍ଘ। ଏ ନେଇ ସୂଚନା ଦେଇଛନ୍ତି OMSA ସଭାପତି ଡାକ୍ତର କିଶୋର ଚନ୍ଦ୍ର ମିଶ୍ର। ଆସନ୍ତାକାଲି ଶୁକ୍ରବାରଠାରୁ ସ୍ୱାସ୍ଥ୍ୟସେବା ସ୍ୱାଭାବିକ ହେବ ବୋଲି ସେ କହିଛନ୍ତି।ସୂଚନା ଅନୁଯାୟୀ, ଦୁଇ ଘଣ୍ଟା ଓପିଡି ବନ୍ଦ ନେଇ ଡାକ୍ତର ସଂଘର ନିଷ୍ପତ୍ତି ନେଇଥିଲା। ସକାଳ ୯ଟାରୁ ଦିନ୧୧ଟା ପର୍ଯ୍ୟନ୍ତ ସରକାରୀ ଡାକ୍ତରଖାନାଗୁଡ଼ିକରେ ଥିବା Continue Reading
Odisha News
ଭୁବନେଶ୍ବର,୮/୧: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସୁଭଦ୍ରା ଟଙ୍କା ପାଇବେ । ପୂର୍ବରୁ ବାଦ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ପୁଣିଥରେ ସାମିଲ କରାଯାଇଛି ।କହିରଖୁଛୁକି, ଗତ ନଭେମ୍ୱର ମାସରେ ଆରମ୍ଭ ହୋଇଥିଲା ଆବେଦନ ପ୍ରକ୍ରିୟା । ନୂଆ କରି ୧ ଲକ୍ଷ ୭୮ ହଜାର ୩୯୮ […]Continue Reading
Top Stories
 By Tapaswini Sahoo Bhubaneswar/Odisha, January 8 : The All Odisha Contractors’ Welfare Association (AOCWA) and All Odisha Contractors Association (AOCA) have jointly expressed serious concern over the recent Works Department Memo No. 173/W dated 03 January 2026, which abolishes the long-standing 14.99% below-estimate threshold in public works tendering. The Associations Continue Reading
Odisha News
ଭୁବନେଶ୍ବର, ୭/୧: ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ ।ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସେ କହିଛନ୍ତି ଯେ, ୧୫ ଦିନ ଭିତରେ ସରକାର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ତେଣୁ ଆମେ ଆନ୍ଦୋଳରୁ ଓହିରିଗଲୁ ।ଯଦି ୧୫ ଦିନ ଭିତରେ ଦାବି ପୂରଣ ନ ହେଲେ ବୈଠକ କରି […]Continue Reading
Odisha News
ଭୁବନେଶ୍ୱର, ୭/୧: ରାଜ୍ୟ ସରକାରଙ୍କ ତାଗିଦକୁ ମାନୁ ନାହିଁ ଓଡ଼ିଶା ମେଡିକାଲ ସେବା ସଂଘ । ଏସ୍‌ମା ଲାଗୁ ପରେ ମଧ୍ୟ ବୁଧବାର ବିଭିନ୍ନ ସ୍ଥାନରେ ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି । ଦୁଇ ଘଣ୍ଟା ଧରି ଓପିଡ଼ି ବନ୍ଦ ପ୍ରତିବାଦ କରାଯାଉଛି । ତେବେ କେତେକ ସ୍ଥାନରେ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେଇଥିବା ମଧ୍ୟ ଦେଖିବାକୁ ମିଳିଛି ।ରାଜ୍ୟ ଗୃହ ବିଭାଗ ଏସମା ଆଇନ ଲାଗୁ କରିଥିଲେ । ମାତ୍ର ଓମ୍ସାର ଜରୁରୀକାଳୀନ ବୈଠକରେ ୨ଘଣ୍ଟିଆ […]Continue Reading
Odisha News
ମୟୂରଭଞ୍ଜ,୭/୧: ମୟୂରଭଞ୍ଜ ଜିଲା ଶିମିଳିପାଳରେ ତାପମାତ୍ରା ‘ଶୂନ’ ହୋଇଥିବା ରେକର୍ଡ କରାଯାଇଛି। ଉପରବାରକାମୁଡ଼ାରେ ‘ଶୂନ’ ତାପମାତ୍ରା ଥିବା ନେଇ ଆର୍‌ସିଏଫ୍ କାର୍ଯ୍ୟାଳୟ ପକ୍ଷରୁ ସୂଚନାମିଳିଛି। ଚହଲାରେ ତାପମାତ୍ରା ୨ ଡିଗ୍ରୀ ଥିବାବେଳେ ବରେଇପାଣି ଓ ଗୁଡୁଗୁଡ଼ିଆରେ ୫ ଡିଗ୍ରୀ ରହିଛି।ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ। ୨୩ ସହରର ପାରଦ ୧୦ ଡିଗ୍ରୀ ତଳେ ଥିବାବେଳେ ୩୮ସହରରେ ୧୨ ଡିଗ୍ରୀ ତଳେ ତାପମାତ୍ରା ରହିଛି। ଜି. ଉଦୟଗିରି ରାଜ୍ୟରେ ସବୁଠୁ Continue Reading
Odisha News
ଭୁବନେଶ୍ୱର,୬/୧: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଚିଳିକାଙ୍କୁ ଆସୁଥିବା ୨୦ ପ୍ରଜାତିର ବିଦେଶାଗତ ପକ୍ଷୀଙ୍କ ଗୋଡରେ ବନ ବିଭାଗ ପକ୍ଷରୁ ସାଟେଲାଇଟ ଟ୍ରାନ୍ସମିଟର ଲଗାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସାଟେଲାଇଟ ଟ୍ରାନ୍ସମିଟର ଦ୍ୱାରା ବିଦେଶାଗତ ପକ୍ଷୀ କେଉଁଠୁ ଆସୁଛନ୍ତି ତାହା ଜଣାପଡିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।ଏପରିକି ଚଳିତ ବର୍ଷ ଶୀତ ପରେ ଗ୍ରେଟର ଫ୍ଲେମିଙ୍ଗୋ ପକ୍ଷୀ Continue Reading
Odisha News
ଭୁବନେଶ୍ୱର, ୬/୧ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛନ୍ତି ଓଗଊର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।ଏନେଇ ସେ ଏକ୍ସ୍ ଯୋଗେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସୋମବାର ଜାନୁଆରୀ ୫ ସନ୍ଧ୍ୟା ୫ଟା ୩୦ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଆଗାମୀ ୨୪ […]Continue Reading
Odisha News
ଭୁବନେଶ୍ବର,୬/୧: ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଖସିଲା ରାତି ତାପମାତ୍ରା । ରାଜ୍ୟରେ ଅନେକ ସ୍ଥାନରେ ପାରଦ ହ୍ରାସ ପାଇଛି । ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରୀ ଯାଏଁ ପାରଦ କମିଥିବା ବେଳେ ଭୁବନେଶ୍ବରରେ ୨ ଡିଗ୍ରୀ ପର୍ଯ୍ୟନ୍ତ ଖସିଲା ତାପମାତ୍ରା ।କିଛି ଦିନ ହେବ ଭୁବନେଶ୍ବର କୁହୁଡି ଆସ୍ତରଣ ଭିତରେ ରହିଥିବା ବେଳେ ଆଜି ସକାଳୁ ପାରଦ ହ୍ରାସ ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଥଣ୍ଡା ପବନ । ଆସନ୍ତା ୪ ଦିନ […]Continue Reading