Home Posts tagged Bhubaneswar (Page 166)
Top Stories
By Our Correspondent Bhubaneswar  Jan. 27 :On 24th of January 2024 our State Government has come out with a very supportive, proactive, progressive and forward looking Odisha Public Procurement Preference Policy 2023 for Odisha Small Manufacturing Enterprises (OSMEs) to put them in the path of future. growth of the State.  After a long waiting period […]Continue Reading
Odisha News
ଭୁବନେଶ୍ୱର,୨୭/୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା ୨୦୨୪ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନସ ମାଧ୍ୟମରେ ଉଦଘାଟନ କରିଥିଲେ।ଏଥିରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳା ସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର Continue Reading
Odisha News
ଭୁବନେଶ୍ବର/ବୋରିଗୁମ୍ମା, ୨୬/୧: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ବିଜାପୁରରେ ଆଜି ଅପରାହ୍ଣ ସାଢ଼େ ୨ଟାରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତିମାନଙ୍କ Continue Reading
Odisha News
ଭୁବନେଶ୍ୱର,୨୬/୧ : ସାରା ଦେଶ ଆଜି ପାଳନ କରୁଛି ୭୫ତମ ସାଧାରଣତନ୍ତ୍ର ଦିବସ। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି। ଏହି ସମାରୋହରେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ ସାମିଲ ହୋଇଥିଲେ।ଏଥର ପରେଡର ନେତୃତ୍ୱ ନେଇଥିଲେ IPS ଅଫିସର ଏ.ବି. ଶିଳ୍ପା। ପରେଡ଼ରେ ମୋଟ ୬୪ କଣ୍ଟିଜେଣ୍ଟ ଭାଗ ନେଇଥିଲେ।TBP, Continue Reading
Odisha News
ଭୁବନେଶ୍ୱର,୨୫/୧ : ତେଲଙ୍ଗାନାର ଥିଓରୀ ଓଡ଼ିଶାରେ ଆପଣାଇଛି କଂଗ୍ରେସ। ତେଲଙ୍ଗାନାରେ ବିଜେପି ଓ ବିଆରଏସ୍ ବିବାହ କରି କଂଗ୍ରେସ ଚର୍ଚ୍ଚାକୁ ଆସିଥିବା ବେଳେ ଏବେ ଓଡ଼ିଶାରେ ବିଜେଡିର ଓ ବିଜେପିର ବାହାଘର କରୁଛି।ଦୁଇ ରାଜନୈତିକ ଦଳ ବିଜେଡି ଓ ବିଜେପି ମଧ୍ୟରେ ଭିତିରିଆ ମଧୁର ସଂପର୍କ ଥିବା ଅଭିଯୋଗ ଆଣି ଉଭୟଙ୍କ ବାହାଘର କରୁଛି କଂଗ୍ରେସ। ଏପରି ଢଙ୍ଗରେ ବିବାହ କରି ବିଜେଡି ଓ ବିଜେପିକୁ କଟାକ୍ଷ କରିଛି।ବିବାହ ପାଇଁ କଂଗ୍ରେସ ପକ୍ଷରୁ ନିମନ୍ତ୍ରଣ କାର୍ଡ Continue Reading
Odisha News
ଭୁବନେଶ୍ୱର, ୨୫/୧: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ।Continue Reading
Odisha News
ଭୁବନେଶ୍ବର,୨୪/୧: ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ତଥା ଓପିଏଚ୍ଡବ୍ଲୁସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ତଥା ୧୯୯୪ ବ୍ୟାଚ୍ର ଆଇପିଏସ୍ ସଂଜୀବ ପଣ୍ଡାଙ୍କୁ ରାଜ୍ୟ ସରକାର ଭୁବନେଶ୍ବର-କଟକ ଟୁଇନ୍ ସିଟି କମିସନର ଭାବେ ନିଯୁକ୍ତି ଦେଇଛନ୍ତି। ଏଠାରେ କାର୍ଯ୍ୟରତ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ Continue Reading
Odisha News
ଭୁବନେଶ୍ବର,୨୪/୧ : ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି।ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଂଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପରିସରରେ କଳାବାଘ ସଫାରୀ କରାଯିବ। ପର୍ଯ୍ୟଟକ ଓ ଦର୍ଶକମାନେ ଏହି ବିରଳ Continue Reading
Top Stories
ଭୁବନେଶ୍ବର, ୨୪/୧: ଗତକାଲି ରାତିରେ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି କୋହଲା ପାଗ ପରିଲକ୍ଷିତ ହୋଇଛି। ଦ୍ବୈତ ନଗରୀ ଭୁବନେଶ୍ବର-କଟକରେ ହାଲୁକା ବର୍ଷା ଲୋକଙ୍କୁ ଯାତାୟତରେ ଅସୁବିଧା ସୃଷ୍ଟି କରିଛି। ଆଜି ସକାଳୁ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଦେଖିବାକୁ ମିଳିଛି। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି।ଆଜି ଓ ଆସନ୍ତାକାଲି ରାଜ୍ୟର Continue Reading