By Our Correspondent Bhubaneswar, Jan 23: A SERB Accelerate Vigyan sponsored High-end Workshop on “Powder metallurgy based Research for Advancements In Science and Engineering (PRAISE)”-2024, Kickstarts today at SS Bhatnagar Hall, CSIR-IMMT Bhubaneswar. This workshop will continue till 27th January 2024. The workshop was inaugurated by Hon’ble Chief Guest Prof. Continue Reading
ଭୁବନେଶ୍ୱର,୨୩/୧: ଭୁବନେଶ୍ୱରର ବାଣୀବିହାର ଓଭରବ୍ରିଜ ଉପରେ ମଙ୍ଗଳବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ଙଝଜଞଉ ବସ୍କୁ ପଛରୁ ଏକ ଘରୋଇ ବସ୍କୁ ଧକ୍କା ଦେଇଛି ଘରୋଇ ବସ। ଏହି ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି।ବସଟି ଯାତ୍ରୀଙ୍କୁ ଉଠାଇବା ପାଇଁ ସାଇଟ୍ କରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ ବସ୍ର ବ୍ରେକଫେଲ ହୋଇଯିବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।Continue Reading
ଭୁବନେଶ୍ୱର,୨୨/୧: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଆଜି ଆଇଏଏସ୍ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ୧୭ ଜିଲ୍ଲାର ଜିଲ୍ଲାପାଳଙ୍କର ବଦଳି ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସର୍ବାଧିକ ଚର୍ଚ୍ଚାରେ ଥିବା ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କୁ ସରକାରଙ୍କ ରୋଷର ଶିକାର ହେବାକୁ ପଡ଼ିଛି ।ସମର୍ଥଙ୍କୁ ଜିଲ୍ଲାପାଳ ପଦରୁ ହଟାଇ ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ Continue Reading
ଭୁବନେଶ୍ୱର, ୨୨/୧: ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ରାଜ୍ୟର ୬ଟି ଜିଲ୍ଲାରେ ସ୍ଥାୟୀ ଜୀବିକା ନିମାନେ କଫି ଚାଷ କାର୍ଯ୍ୟକାରୀ କରାଯିବ ।ଏହା ମାଧ୍ୟମରେ ୨୦୨୨ରୁ ୨୦୨୭ ପର୍ଯ୍ୟନ୍ତ ୧୧୪୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ସେହିପରି ନରାଜରେ […]Continue Reading
ଭୁବନେଶ୍ୱର,୨୨/୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଅଯୋଧ୍ୟାରେ ଥିବା ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସମଗ୍ର ଦେଶ ଉତ୍ସବମୁଖର ଥିଲା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଭିରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦେଖିଛନ୍ତି। ଭଗବାନ ରାମଙ୍କ ଦିବ୍ୟ ଦର୍ଶନ ଦେଖି ହାତ ଯୋଡ଼ିଲେ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ୫ଞ ଅଧ୍ୟକ୍ଷ ଭିକେ ପାଣ୍ଡିଆନ Continue Reading
ଭୁବନେଶ୍ବର, ୨୧/୧: ୨୦୨୩ ପାଇଁ ରାଜ୍ୟପାଳ ପୁଲିସ ପଦକ ଘୋଷଣା ହୋଇଛି। ୨୦ଜଣ ପୁଲିସ ଅଧିକାରୀଙ୍କୁ ଏହି ସମ୍ମାନଜନକ ପଦକ ମିଳିବ। ଏଥିରେ ୨ଜଣ ଆଇଜିଙ୍କୁ ରାଜ୍ୟପାଳ ପୁଲିସ ପଦକ ମିଳିବ।ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ ପଦକ ମିଳିବ। ଗଞ୍ଜାମ ଓ ସମ୍ବଲପୁର ଏସପିଙ୍କୁ ମଧ୍ୟ ଏହି ସମ୍ମାନଜନକ ପଦକ ମିଳିବାର ସୂଚନା ରହିଛି ।Continue Reading
ଭୁବନେଶ୍ୱର,୧୯/୧: ଚଳିତ ଖରିଫ୍ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ଏଫ.ସି.ଆଇ ଜରିଆରେ କେନ୍ଦ୍ର ସରକାର କିଣିବେ ବୋଲି କେନ୍ଦ୍ର ଖାଉଟି ବ୍ୟାପାର ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପିୟୁଷ ଗୋଏଲ କହିଛନ୍ତି। କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକ୍ରମେ ମନ୍ତ୍ରୀ ଗୋଏଲ ଏହି ପଦକ୍ଷେପ ନେଇଛନ୍ତି।ଅଧିକ ଚାଉଳ ସଂଗ୍ରହ କଲେ ରାଜ୍ୟର ଚାଷୀମାନେ ଉପକୃତ ହେବେ ବୋଲି ଚଳିତମାସ ୧୬ ତାରିଖରେ Continue Reading
ଭୁବନେଶ୍ବର, ୧୯/୧: ଆସନ୍ତା ଫେବ୍ରୁଆରି ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ। ଏହା ଫେବ୍ରୁଆରି ୧୩ ତାରିଖ ଯାଏ ଚାଲିବ। ଏଥିରେ କାମଚଳା ବଜେଟ ଆଗତ ହେବ ବୋଲି ଜଣାଯାଇଛି।ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଫେବ୍ରୁଆରି ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ। ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି, ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର।Continue Reading
By Our Correspondent Bhubaneswar,Jan 19:What better way to celebrate the spirit of lovethan with the metal that embodies rarity, purity and preciousness – platinum? This Valentine’s Day, immerse yourself inthe essence of love with a metal that’s an eternal symbol of commitment. Few things spell love and thoughtfulness like platinum jewellery.Whetheryou decide to Continue Reading
ଭୁବନେଶ୍ୱର,୧୮/୧: ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ ଆଜି ଘୋଷଣା କରାଯାଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ସେମାନଙ୍କ ନାମ ଘୋଷଣା କରାଯାଇଛି।ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଯୁବ ମୋର୍ଚ୍ଚା ପ୍ରଭାରୀ କରାଯାଇଥିବା ବେଳେ ମହିଳା ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।ଓବିସି ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ତଥା ବିଧାୟକ Continue Reading




