ଭୁବନେଶ୍ବର,୫/୫: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୂର୍ବ ଭଳି ଜାରି ରହିଛି। ଉପକୂଳ ଜିଲ୍ଲାଗୁଡ଼ିକରେ ଯଦିଓ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ଆଜି ଦିନ ୨ଟା ୩୦ରେ ତାପମାତ୍ରା ଝାରସୁଗୁଡାରେ ପାରା ୪୪ ଡିଗ୍ରି ରେକର୍ଡ କରାଯାଇଛି। କେନ୍ଦୁଝରରେ ୪୩, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୨, ହୀରାକୁଦରେ ୪୧.୮, ଚାନ୍ଦବାଲିରେ ୪୦.୨, ଭୁବନେଶ୍ବରରେ ୩୯.୯ ଓ ବାଲେଶ୍ବରରେ ୩୯.୨ ଡିଗ୍ରି ତାପମାତ୍ରା ରେକର୍ଡ Continue Reading
ଭୁବନେଶ୍ବର,୪/୫: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ପଶ୍ଚିମ ଓଡ଼ିଶାରେ ତାତିରୁ ଲୋକଙ୍କୁ ନିସ୍ତାର ମିଳି ନାହିଁ। ଆଜି ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରି କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଛି।୪୪ ଡିଗ୍ରି ସହ ବୌଦ୍ଧ ଏବଂ ନୂଆପଡା ରାଜ୍ୟର ଉତ୍ତପ୍ତ ସହର ହୋଇଛି। କିନ୍ତୁ ଟ୍ୱିନ ସିଟି ଭୁବନେଶ୍ବର ଓ କଟକରେ ତାପମାତ୍ରା ପୁଣି ୪୦ ଡିଗ୍ରି ତଳେ ରହିଛି। ଉପକୂଳରୁ Continue Reading
ଭୁବନେଶ୍ବର, ୪/୫: : ଚଳିତ ନିର୍ବାଚନରେ ଶାସକ ବିଜୁ ଜନତା ଦଳ (ବିଜେଡି) ଓ ଭାରତୀୟ ଜନତା ପାର୍ଟି (ବିଜେପି) ମଧ୍ୟରେ ଜୋରଦାର ଲଢ଼େଇ ହେବାକୁ ଯାଉଛି। ନବୀନ ପଟ୍ଟନାୟକ ଓ ୫ଟି ରୂପାନ୍ତରଣ କାର୍ୟ୍ୟକୁ ପ୍ରସଙ୍ଗ କରି ବିଜେଡି ଅବତୀର୍ଣ୍ଣ ହୋଇଥିବା ବେଳେ ବିକଶିତ ଭାରତକୁ ପ୍ରସଙ୍ଗ କରିଛି ବିଜେପି। ଓଡ଼ିଶାରେ ଲୋକସଭା ସମେତ ବିଧାନସଭା ନିର୍ବାଚନ ହେଉଥିବାରୁ ଭାରତୀୟ ଜନତା ପାର୍ଟି ଅଧିକ ଫୋକସ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଶା ଉପରେ Continue Reading
ଭୁବନେଶ୍ୱର,୪/୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି। ତାଲିକାରେ ସୋନିଆ, ରାହୁଲ, ପ୍ରିୟଙ୍କା, ଖାର୍ଗେ, ରେବନ୍ତ ରେଡ୍ଡୀ, ଭୂପେଶ ବଘେଲ, ସଚିନ ପାଇଲଟଙ୍କ ଭଳି ନାଁ ତାଲିକାରେ ରହିଛି।ତାଲିକାରେ ଅଳକା ଲାମ୍ବା, କହ୍ନେୟା କୁମାର, ମିନାକ୍ଷୀ ନଟରାଜନ, ଅଜୟ କୁମାର, ଶରତ ପଟ୍ଟନାୟକ, ନରସିଂହ Continue Reading
ଭୁବନେଶ୍ବର,୪/୫: ରାଜଧାନୀରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବାର ଖବର ମିଳିଛି।।ଆଜି ସକାଳେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ଭରତପୁର ଥାନା ଅଧୀନ ଏକ ବସ୍ତିରେ ଏହି ଅଘଟଣଘଟିଛି।ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ। ଅନ୍ୟ ଜଣେ ଯୁବତୀଙ୍କ ସେ ସହ ଭଡାରେ ରହୁଥିଲେ। ଗତ ଗୁରୁବାର ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେପଟେ ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ଫେରାର ଅଛନ୍ତି।ପରିବାର ଲୋକ ହତ୍ୟା ଅଭିଯୋଗ Continue Reading
ଭୁବନେଶ୍ବର, ୪/୫: ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି କଂଗ୍ରେସ ଟିକେଟ୍ ଫେରାଇଥିବା ଜଣାଯାଇଛି। ପୁରୀ କଂଗ୍ରେସ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଏନେଇ କହିଛନ୍ତି ଯେ ସେ ଯେଉଁଆଡ଼େ ଯାଉଛନ୍ତି, ସେଠି ଲୋକଙ୍କ ଶ୍ରଦ୍ଧା ମିଳୁଛି, କିନ୍ତୁ ଅର୍ଥ ନଥିଲେ ନିର୍ବାଚନ ପ୍ରଚାର ସମ୍ଭବ ନୁହେଁ।ଦଳ ପକ୍ଷରୁ କୌଣସି ଆର୍ଥିକ ସହାୟତା ନ ମିଳିବା କାରଣରୁ ସେ ଟିକେଟ ଫେରାଇବା ଲାଗି ନିଷ୍ପତ୍ତି ନେଇଛନ୍ତି। ସୁଚରିତା ମହାନ୍ତି ଆହୁରି କହିଛନ୍ତି ଯେ ସେ Continue Reading
ଭୁବନେଶ୍ବର,୩/୫: ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ରାଜନୀତି ଓ ପ୍ରଚାର ସରଗରମ ହେଉଛି। ଯାଜପୁର ଜିଲ୍ଲା କୋରେଇ ବିଧାନସଭା ଆସନ ପାଇଁ ମଧ୍ୟ ପ୍ରଚାର ଜମୁଛି।ଏହି ଆସନରେ ବିଜେଡି ପ୍ରଣବ ପ୍ରକାଶ ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ ପ୍ରାର୍ଥୀ କରିଥିବା ବେଳେ ଆକାଶ ଦାସ ନାୟକଙ୍କୁ ବିଜେପି ପ୍ରାର୍ଥୀ କରିଛି। କଂଗ୍ରେସ ଟିକେଟ୍ରେ ବନ୍ଦିତା ପରିଡ଼ା ପ୍ରାର୍ଥୀ ହୋଇଛନ୍ତି। ତେବେ ଆକାଶ ଦାସଙ୍କ ପାଇଁ ପ୍ରଚାର ମୈଦାନକୁ Continue Reading
ଭୁବନେଶ୍ୱର,୩/୫: ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି।ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି।ସେହିପରି ଝାରସୁଗୁଡାରେ ୪୨.୧ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୬ ଡିଗ୍ରୀ, ବାଲେଶ୍ୱରରେ ୩୯.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, ଗୋପାଳପୁରରେ ୩୫ ଡିଗ୍ରୀ, ପାରାଦୀପରେ ୩୪.୬ ଡିଗ୍ରୀ ଓ ପୁରୀର Continue Reading
ଭୁବନେଶ୍ୱର, ୨/୫: ଆଉ ୬ଟି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘସିପୁରାରୁ ଦଳ ଶମ୍ଭୁନାଥ ରାଉତଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ରଣବିଜୁଳିଙ୍କୁ ଟିକେଟ ଦେଇଛି।ଘସିପୁରରାରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି କିଛି ଦିନ ହେବ ଚର୍ଚ୍ଚା Continue Reading
ଭୁବନେଶ୍ବର,୨/୫: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ଥିବା ବେଳେ ପାଗରେ ପରିବର୍ତ୍ତନ ହେତୁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।କିନ୍ତୁ ପଶ୍ଚିମ ଓଡ଼ିଶାରେ ତାତିରୁ ତ୍ରାହି ମିଳିପାରି ନାହିଁ। ଝାରସୁଗୁଡ଼ାରେ ଆଜି ଦିନ ୨ଟା ୩୦ରେ ସର୍ବାଧିକ ତାପମାତ୍ରା ୩୨.୬ ଡିଗ୍ରି ରେକର୍ଡ ହୋଇଛି।ରାଜଧାନୀ ଭୁବନେଶ୍ବରର ତାପମାତ୍ରା ହ୍ରାସ ପାଇଛି। ୧୭ ଦିନ ପରେ ୪୦ ଡ଼ିଗ୍ରି ତଳକୁ ଖସିଛି ରାଜଧାନୀ ତାତି। ୧୯୬୯ ମସିହା ଠାରୁ ଆଜି ମଧ୍ୟରେ ଏପ୍ରିଲ ମାସରେ ପ୍ରଥମ ଥର ପାଇଁ Continue Reading




