Home Posts tagged Bhubaneswar (Page 169)
Top Stories
By Puja Devjani Mishra Bhubaneswar, Jan 8:Bajaj Finance Ltd., part of Bajaj Finserv, one of the country’s largest financial services groups, today announced the launch of Digital Fixed Deposit (FD), offering exclusive rates of up to 8.85% on deposits booked via its App and Website. Coinciding with the turn of the year, the Digital FD […]Continue Reading
Odisha News
ଭୁବନେଶ୍ୱର,୮/୧ : ବାୟୂ ପ୍ରଦୂଷଣ କ୍ଷେତ୍ରରେ ଦିଲ୍ଲୀକୁ ଟପିଗଲା ଓଡ଼ିଶା। ଭୁବନେଶ୍ୱର, କଟକ,ବାରିପଦା, ବାଲେଶ୍ୱର ଓ କେନ୍ଦୁଝର ଆଦି ସ୍ଥାନରେ ୩ ଶହ ପାର କରିଛି ଇଣ୍ଡେକ୍ସ। ୬ ଟିସହରରେ AIR QUALITY INDEX ବା AQI ୩ ଶହ ପାର କରିଛି। ସେଥିମଧ୍ୟରୁ ବାଲେଶ୍ୱରରର AQI ୩୩୪ ରହିଛି।ସେହିପରି କଟକରେ ୩୨୦, ବାରିପଦାରେ ୩୧୬, ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି। ସେହିପରି ଅନୁଗୋଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ […]Continue Reading
Odisha News
ଭୁବନେଶ୍ୱର, ୮/୧ : ଆଜିଠାରୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ। ଭକ୍ତିମୟ ପରିବେଶ ଭିତରେ ପରିକ୍ରମା କରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ। ଆଜିଠାରୁ ଦୁଇଦିନ ଭିତରେ ମୋଟ୍ ୬୭ଟି ୱାର୍ଡରେ ପରିକ୍ରମା କରିବ ପରିକ୍ରମା ପ୍ରକଳ୍ପ ରଥ। ନାମ ସଂକୀର୍ତ୍ତନ ସହ ଜଗନ୍ନାଥ ଧ୍ୱନୀରେ ପ୍ରକମ୍ପିତ ହେବ ବିଏମସି ଅଞ୍ଚଳ।ପ୍ରତି ୱାର୍ଡର ଜଗନ୍ନାଥ ମନ୍ଦିର କିମ୍ବା ଆରାଧ୍ୟା ଦେବତାଙ୍କ ମନ୍ଦିରରୁ ଏହି ଯାତ୍ରା ଆରମ୍ଭ Continue Reading
Odisha News
ଭୁବନେଶ୍ବର, ୬/୧: କେନ୍ଦ୍ର ସରକାରଙ୍କ ନୂଆ ଆଇନ ‘ହିଟ୍ ଆଣ୍ଡ ରନ୍’ ନିଷ୍ପତ୍ତିକୁ ଓଡ଼ିଶା ସମେତ ପୂରା ଭାରତରେ ଡ୍ରାଇଭର ମହାସଂଘ ବିରୋଧ କରିଛି। କେନ୍ଦ୍ରର ନିଷ୍ପତ୍ତି ବିରୋଧରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନ ଆହୁରି କେତେଦିନ ଯାଏଁ ଜାରି ରହିବ ତାହା କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ନିର୍ଭର କରୁଛି।ଅର୍ଥାତ କେନ୍ଦ୍ର ସରକାର ଆଇନ୍ ପ୍ରତ୍ୟାହୃତ କଲେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବନ୍ଦ ହେବ। ଏହାରି ମଧ୍ୟରେ Continue Reading
Odisha News
ଭୁବନେଶ୍ବର, ୬/୧: ହାଇଟେକ ଏସି ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଦିଲ୍ଲୀପ ସାମନ୍ତରାୟ। ଗୁରୁତର ଥିବା ଦିଲୀପ ସାମନ୍ତରାୟ ଆଖି ବୁଜିଛନ୍ତି। ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ଆଖି ବୁଜିଛନ୍ତି ଦିଲୀପ। ଏନେଇ ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।ଉଲ୍ଲେଖଯୋଗ୍ୟ, ହାଇଟେକ୍ ହସ୍ପିଟାଲ୍ ବିସ୍ଫୋରଣରେ ଜୀବିତଙ୍କୁ ମୃତ, ମୃତଙ୍କୁ ଜୀବିତ ବୋଲି ଭାବିନେବାରୁ ଯାହାସବୁ ହୋଇଥିଲା, ଆଜି ତା’ର ପ୍ରଭାବ ଦେଖିବାକୁ Continue Reading
Odisha News
ଭୁବନେଶ୍ୱର, ୪/୧: ହିଟ୍ ଆଣ୍ଡ୍ ରନ୍ ମାମଲାରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍ଏସ୍)ରେ ରଖାଯାଇଥିବା ନୂଆ ବର୍ଦ୍ଧିତ ଦଣ୍ଡ ବ୍ୟବସ୍ଥା ବିରୋଧରେ ଟ୍ରକ୍ ଅପରେଟରମାନଙ୍କ ଧର୍ମଘଟ ଏବେ ଚର୍ଚ୍ଚାର ପ୍ରସଙ୍ଗ ରହିଛି।ନୂଆ ଆଇନ୍ ଅନୁସାରେ, ଦୁର୍ଘଟଣା ପରେ ସୂଚନା ନଦେଇ ପଳାୟନ କଲେ ୧୦ ବର୍ଷ ପର‌୍ୟ୍ୟନ୍ତ ଜେଲ୍ ଏବଂ ୭ ଲକ୍ଷ ଟଙ୍କା ଜରିମାନା ହେବ। ଏହାପୂର୍ବରୁ, ଆଇପିସିର ଧାରା ୩୦୪ ଏ ଅନୁଯାୟୀ ଏହି ଦଣ୍ଡ ୨ ବର୍ଷ ପର୍ଯ୍ୟନ୍ତ ଥିଲା। ହେଲେ ଦୁର୍ଘଟଣା […]Continue Reading
Odisha News
ଭୁବନେଶ୍ୱର, ୪/୧ : ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ରୋଗୀ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।ସେମାନଙ୍କ ମଧ୍ୟରୁ ଜଣେ ରୋଗୀ ଭୁବନେଶ୍ୱରର ହୋଇଥିବା ବେଳେ ଅନ୍ୟ ଜଣେ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି। ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହୋମ ଆଇସୋଲେସନରେ ଥିବାବେଳେ ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଅନ୍ୟ ଜଣେ ମହିଳା Continue Reading
Odisha News
ଭୁବନେଶ୍ୱର,୪/୧: ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା । ଏଥିପାଇଁ ସମଗ୍ର ଚିଲିକାରେ ୨୧ଟି ଟିମ୍ ନିୟୋଜିତ ହୋଇଛନ୍ତି । ବାଲୁଗାଁରେ ୬ଟି, ଟାଙ୍ଗିରେ ୮ଟି, ସାତପଡ଼ାରେ ୪ଟି, ରମ୍ଭାରେ ୨ଟି ଓ ଚିଲିକା ନୂଆପଡ଼ାରେ ଗୋଟିଏ ଟିମ୍ ଗଣନାରେ ସାମିଲ ହୋଇଛନ୍ତି ।ଗଣନା ପାଇଁ ୧୧୮ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଏମାନେ ଚିଲିକାର ବିଭିନ୍ନ ସ୍ଥାନକୁ ଯାଇ ପକ୍ଷୀ ଗଣନା କରୁଛନ୍ତି । ସକାଳ ୬ଟାରୁ ଗଣନା ପ୍ରକ୍ରିୟା ଆରମ୍ଭ ହୋଇ ଦିନ […]Continue Reading
Odisha News
ଭୁବନେଶ୍ୱର,୩/୧: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଏସିରେ ଗ୍ୟାସ ଫିଲିଙ୍ଗ କରାଯାଉଥିବାବେଳେ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ଘର ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ ବୋଲି ସୂଚନା ମିଳିଛି। ଏହି ମୃତକଙ୍କୁ ମିଶାଇ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଅନ୍ୟ ୨ ଗୁରୁତର ଏବେ ବି ଉକ୍ତ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନଅଛନ୍ତି। ୨୯ ତାରିଖରେ ଏସିରେ ଗ୍ୟାସ୍ Continue Reading
Odisha News
ଭୁବନେଶ୍ୱର,୩/୧: ନର୍ସିଂ,ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ବିଚାରକୁ ନେଇ ଏବଂ ସେମାନଙ୍କ ଦ୍ୱାରା ଦିଆଯାଉଥିବା ସେବାର ଗୁରୁତ୍ୱକୁ ଧ୍ୟାନରେ ରଖି ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ସପକ୍ଷରେ Continue Reading