Home Posts tagged Bhubaneswar (Page 17)
Odisha News
ଭୁବନେଶ୍ୱର,୧୩/୪: ଆଜି ଅର୍ଥାତ୍ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର ହୋଇଛି। ଏଥିପାଇଁ ଖୁବ୍ ସଜେଇ ହୋଇଛି ରାଜଧାନୀ। ସରକାରୀ କୋଠାଗୁଡ଼ିକ ଆଲୋକମାଳାରେ ବେଶ୍ ସଜେଇ ହୋଇଛି। ଏହି ଅବସରରେ ୧୩ ଏବଂ ୧୪ରେ ରଙ୍ଗାରଙ୍ଗ ପରେଡ୍ ଓ ସାଧାରଣ ସଭା ଅନୁଷ୍ଠିତ ହେବ। ଲୋକସେବା ଭବନଠୁ ଆରମ୍ଭ କରି ବିଧାନସଭା ସୌଧ, ଲୋକ ଭବନ ପର୍ଯ୍ୟନ୍ତ ଝଲସି ଉଠୁଛି।୧୯୪୮ […]Continue Reading
Odisha News
ଭୁବନେଶ୍ୱର, ୧୨/୪ : ଚଳିତ ବର୍ଷ ଏପ୍ରିଲ ୧୬ରୁ ୧୮ ତାରିଖ ଦେଶର ୨୫ବର୍ଷର ଅମୃତକାଳର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅମୃତ ବେଳା ହେବାକୁ ଯାଉଛି ।ସଂସଦରେ ତ୍ରିଦିବସୀୟ ମାତୃଶକ୍ତି ବନ୍ଦନ ଅଧିନିୟମ ଉପରେ ବିଷଦ ଚର୍ଚ୍ଚା କେବଳ ଦେଶର ନାରୀ ଶକ୍ତିକୁ ୨୦୨୯ ମସିହାରେ ସଂସଦ ଓ ବିଧାନସଭାରେ ଏକ ତୃତୀୟାଂଶ ସଂରକ୍ଷଣ ଦେବ ନାହିଁ ବରଂ ୨୦୪୭ ମସିହାରେ ବିକଶିତ ଭାରତର ସ୍ଵପ୍ନକୁ ସଫଳ ରୂପାୟନ କରିବାର ଆଧାର ଶୀଳା ହେବ । ଏହା ମହିଳାଙ୍କ […]Continue Reading
Odisha News
ଭୁବନେଶ୍ୱର, ୧୦/୪ : ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ଗୁରୁତ୍ୱପୂର୍ଣ୍ଣ ୧୧ଟି ପ୍ରସ୍ତାବକୁ ମୋହର ଲାଗିଛି। ମୋଟ ୫ଟି ବିଭାଗ ସମ୍ବନ୍ଧୀୟ ଏହି ନିଷ୍ପତ୍ତିମାନଙ୍କ ମଧ୍ୟରୁ ଜଳ ସମ୍ପଦ, ପରିବହନ ଓ ଗ୍ରାମ୍ୟ ପାନୀୟ ଜଳ ବିଭାଗକୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ସୂଚନା ଦେଇଛନ୍ତି।ସବୁଠାରୁ ଆକର୍ଷଣୀୟ ନିଷ୍ପତ୍ତି ଭାବେ ୩୪୦୦ କୋଟି ଟଙ୍କାର ‘ଅଟଳ ବସଷ୍ଟାଣ୍ଡ ଯୋଜନା’ କ୍ୟାବିନେଟ ଅନୁମୋଦନ ପାଇଛି।ଏହି ଯୋଜନାରେ ରାଜ୍ୟର Continue Reading
Odisha News
ଭୁବନେଶ୍ୱର, ୧୦/୪ : ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ପୁଣି ଥରେ ରାଜନୀତି ଆରମ୍ଭ ହୋଇଛି । ଏହି ପ୍ରକଳ୍ପ ଉପରେ ପୁନର୍ବିଚାର କରିବାକୁ ରାଜ୍ୟ ସରକାରଙ୍କ ନିକଟକୁ ଘନ ଘନ ଗୁହାରୀ ଆସୁଛି ।ଏହି କ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନାମ ମଧ୍ୟ ଯୋଡ଼ି ହୋଇଯାଇଛି । ସାଂସଦ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ମେଟ୍ରୋ ପ୍ରକଳ୍ପ ପାଇଁ କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ଉପରେ ପୁନଃ ବିଚାର କରିବାକୁ ଅନୁରୋଧ […]Continue Reading
Odisha News
ଭୁବନେଶ୍ୱର, ୯/୪ : ରାଜ୍ୟରେ ବିଦ୍ୟୁତ ଭିତ୍ତିଭୂମି କ୍ଷେତ୍ରରେ ଆଜି ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ନିରବର୍ଚ୍ଛିନ ବିଦ୍ୟୁତ୍ ସରବରାହ ପାଇଁ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାର ଓପିଟିସିଏଲ୍ ଗ୍ରୀଡ଼ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ଟି ଗ୍ରୀଡ୍ ସବଷ୍ଟେସନ୍ ଏବଂ ୮ଟି ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ କରିଛନ୍ତି । ଭୁବନେଶ୍ୱର ବିଦ୍ୟୁତ୍ ଶକ୍ତି Continue Reading
Odisha News
ଭୁବନେଶ୍ଵର, ୮/୪ : ଏକ ବଡ଼ ନିଷ୍ପତ୍ତି କ୍ରମେ ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସସ୍ମିତ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ନିକଟରେ ବିଜୁ ବାବୁଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସେ ସଂସଦର ଏକ କମିଟିର ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। କିନ୍ତୁ ଏବେ ଦଳର ଆଭିମୁଖ୍ୟ ପ୍ରତି ଅସନ୍ତୁଷ୍ଟ ବ୍ୟକ୍ତ କରି […]Continue Reading
Top Stories
By Subrat Sarangi Bhubaneswar, April 8 : ArcelorMittal Nippon Steel India (AM/NS India) observed World Health Day across its operational locations in Odisha, in alignment with this year’s global theme, “Together for health. Stand with science.” Through engaging activities, awareness workshops, free tests and consultations, the company reaffirmed its strong commitment to Continue Reading
Odisha News
ଭୁବନେଶ୍ୱର,୫/୪ : ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ ସଂରକ୍ଷଣ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଉଚ୍ଚଶିକ୍ଷା ପାଠ୍ୟକ୍ରମରେ ନାମଲେଖା କ୍ଷେତ୍ରରେ ଏଣିକି ଅନୁସୂଚିତ ଜନଜାତି (ଏସ୍‌ଟି)ଙ୍କୁ ୨୨.୫୦%, ଅନୁସୂଚିତ ଜାତି (ଏସ୍‌ସି)ଙ୍କୁ ୧୬.୨୫% ଏବଂ ସାମାଜିକ ଓ Continue Reading
Odisha News
ଭୁବନେଶ୍ୱର, ୫/୪ : ଅଚ୍ୟୁତ ସାମନ୍ତଙ୍କ ମନ୍ତବ୍ୟକୁ ନିନ୍ଦା କଲେ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପୂର୍ବ ଜନ୍ମର କର୍ମଫଳ ପାଇଁ ଭିନ୍ନକ୍ଷମ ଶିଶୁ ଭାବେ ଜନ୍ମ ମନ୍ତବ୍ୟକୁ ନିନ୍ଦା କଲେ ମନ୍ତ୍ରୀ ।ମୁଁ ଏହି କଥାକୁ ଗ୍ରହଣ କରି ପାରୁନି । ପ୍ରେରିତ କରି ସମାଜରେ ସମ୍ମାନଜନକ ଭାବେ ବଞ୍ଚିବାକୁ ଦେବା ଉଚିତ୍ । ସାଧାରଣ ଲୋକଙ୍କ ଭଳି କିପରି ଜୀବନ ଯାପନ କରିବେ ତାହା କରିବା କଥା । ସେମାନନଙ୍କୁ ସହାନୁଭୂତି […]Continue Reading
Odisha News
ଭୁବନେଶ୍ୱର, ୪/୪ : ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି।ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହା କହିଛନ୍ତି। ସ୍ଥାନୀୟ ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଖଡି ଓ Continue Reading