ଭୁବନେଶ୍ବର,୧୫/୧୨: ୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ନାହିଁ ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଏନେଇ ବିଜେଡିର ପରିବର୍ଦ୍ଧିତ କାରିଣୀ ବୈଠକରେ ସ୍ପଷ୍ଟ କରିଛନ୍ତି ନିଜେ ପାଣ୍ଡିଆନ।କାର୍ଯ୍ୟକାରିଣୀ ବୈଠକରେ ହୋଇଥିବା ଏହି ନିଷ୍ପତ୍ତି ବାବଦରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ପାରାଦୀପ ବିଜେଡି ବିଧାୟକ ସମ୍ବିତ ରାଉତରାୟ।ଏହାକୁ ନେଇ ବିଜେଡି ନେତା ରବୀନ୍ଦ୍ର ଜେନା କହିଛନ୍ତି, ଭି.କେ ପାଣ୍ଡିଆନ ନିର୍ବାଚନ ନ Continue Reading
By Ananya Das Bhubaneswar,Dec 14 : As part of its diamond jubilee year celebrationCSIR-Institute of Minerals and Materials Technology (IMMT), Bhubaneswaris organising a 2 days long National Workshop on Biochar and Bio-resources on 14th and 15th December 2023. The workshop was inaugurated in the presence of Chief GuestDr. Arabinda Kumar Padhee, Principal Secretary, Continue Reading
ଭୁବନେଶ୍ବର,୧୪/୧୨: ବିଜୁ ଜନତା ଦଳ (ବିଜେଡି) ଆସନ୍ତା ୨୬ ତାରିଖରେ ୨୬ ବର୍ଷ ପୂରଣ କରି ୨୭ ବର୍ଷରେ ପାଦ ଥାପିବ। ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ଆସନ୍ତାକାଲି (ଡିସେମ୍ବର ୧୫) ଶଙ୍ଖ ଭବନରେ ରାଜ୍ୟର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ।ବିଜେଡି ସୁପ୍ରିମୋ ତଥା ସଭାପତି ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ଦଳର ସାଂସଦ, ବିଧାୟକ, ମହିଳା, ଯୁବ କର୍ମକର୍ତ୍ତା, କର୍ପୋରେଟର ଓ ଦଳର ସାଂଗଠାନିକ କର୍ମକର୍ତ୍ତାମାନେ Continue Reading
ଭୁବନେଶ୍ୱର,୧୨/୧୨: ଏବେ ରାଜ୍ୟରେ ଶୀତର ପ୍ରକୋପ ବଢ଼ୁଥିବାର ଦେଖିବାକୁ ମିଳିଛି। ଗତକାଲି ରାତିରେ ବିଭିନ୍ନ ସ୍ଥାନର ତାପମାତ୍ରା ତଳକୁ ଖସିଥିବା ଦେଖିବାକୁ ମିଳିଥିଲା। ଏବର୍ଷ ପ୍ରଥମ ଥର ରାଜଧାନୀ ଭୁବନେଶ୍ୱର ଓ କଟକର ରାତ୍ରି ତାପମାତ୍ରା ୧୫ ଡିଗ୍ରି ତଳେ ରହିଥିଲା।କଟକରେ ରାତ୍ରି ତାପମାତ୍ରା ୧୪.୫ ଡିଗ୍ରି ଓ ଭୁବନେଶ୍ୱରର ରାତ୍ରି ତାପମାତ୍ରା ୧୪.୬ ଡିଗ୍ରି ରେକର୍ଡ କରାଯାଇଛି। ତେବେ କେନ୍ଦୁଝର ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ପରିଗଣିତ ହୋଇଛି। ଏଠଶରେ Continue Reading
ଭୁବନେଶ୍ବର,୧୨/୧୨: ୧୪ ମାସ ପରେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ। ଆଜି ସକାଳେ ସେ ଝାରପଡ଼ା ଜେଲରୁ ବାହାରିଛନ୍ତି। ତାଙ୍କୁ ନେବା ଲାଗି ସ୍ବାମୀ ଜଗବନ୍ଧୁ ଚାନ୍ଦ ଝାରପଡ଼ା ଜେଲକୁ ଆସିଥିଲେ। ଜାମିନ ମଞ୍ଜୁର ପରେ ଜେଲରୁ ବାହାରିବା ପାଇଁ ତାଙ୍କ ପଥ ପରିଷ୍କାର ହୋଇଥିଲା।ମାମଲାର ବିବରଣୀରୁ ପ୍ରକାଶ ଯେ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ। ଆଇପିସିର ବିଭିନ୍ନ ଦଫା ସହିତ ଆଇଟି Continue Reading
ଭୁବନେଶ୍ବର, ୧୧/୧୨: ବଲାଙ୍ଗୀର, ଟିଟିଲାଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ ଏସବିଆଇରେ ଟଙ୍କା ଗଣତି ଶେଷ ହୋଇଛି। ଟଙ୍କା ଗଣିଗଣି ନାକେଦମ ହୋଇପଡ଼ିଛନ୍ତି ଏସବିଆଇ ଅଧିକାରୀ ଓ କର୍ମଚାରୀ।୫ ଦିନ ଧରି ଚଢ଼ଉ ପରେ ଝାରଖଣ୍ଡ ରାଜ୍ୟସଭା ଏମପି ଧୀରଜ ସାହୁ ଓ ତାଙ୍କ ସହଯୋଗୀଙ୍କ ବିଭିନ୍ନ ଠିକଣାରୁ ପ୍ରାୟ ୪୦୫ କୋଟିରୁ ଅଧିକ ଟଙ୍କା ଜବତ କରିଛି ଆୟକର ବିଭାଗ।ଏହା ସହ କୁହାଯାଉଛି ବିଭିନ୍ନ ସ୍ଥାନରେ ଚଢ଼ଉ ସମୟରେ ଆୟକର ବିଭାଗକୁ ବହୁ ସ୍ଥାବର ଅସ୍ଥାବର ସମ୍ପତ୍ତିର […]Continue Reading
ଭୁବନେଶ୍ୱର,୧୦/୧୨ : ବିବାହ ବେଦୀରେ ହଙ୍ଗାମା। ସ୍ତ୍ରୀ ଓ ଦୁଇ ଝିଅ ଥାଇ ଦ୍ୱିତୀୟ ବିବାହ କରିବା ବେଳେ ଅଭିଯୁକ୍ତ ସ୍ୱାମୀଙ୍କ ଉପରେ ବସିଛି ଉତ୍ତମ ମଧ୍ୟମ। ପ୍ରଥମ ସ୍ତ୍ରୀ ଓ ତାଙ୍କ ପରିବାର ଲୋକେ ତାଙ୍କୁ ମାଡ଼ ମାରି ପୁଲିସ୍ ଜିମାରେ ଦେଇଛନ୍ତି। ପୁଲିସ୍ ଅଭିଯୁକ୍ତଙ୍କୁ ଅଟକ ରଖିଛି।ଘଟଣା ଘଟିଛି ଭୁବନେଶ୍ୱର ଉପକଣ୍ଠ ବାଳକାଟିସ୍ଥିତ ଦୁଲ୍ଲାଦେବୀ ମନ୍ଦିର ପରିସରରେ। ଖୋର୍ଦ୍ଧା ଜଙ୍କିଆ ଥାନା ଚନ୍ଦ୍ରମା ପାଟପୁର ଗାଁର ଯୋଗେଶ ହାତୀ ୨୦୧୦ ମସିହାରେ Continue Reading
ଭୁନେବଶ୍ୱର,୧୦/୧୨: ପିଲାଟି ସାଙ୍ଗମାନଙ୍କ ଖୁସିରେ ଗୁଡ଼ି ଉଡ଼ାଉଥିଲା। ଜାଣି ନଥିଲା ତାର ମୃତ୍ୟୁ ତାକୁ ହାତ ଠାରି ଡାକୁଛି। ଗୁଡ଼ି ଉଡ଼ାଇଲା ବେଳେ କଟିଗଲା ସୂତା। ଟ୍ରେନ୍ ଲାଇନ୍ ଅପର ପାର୍ଶ୍ୱରେ ସୂତା ଆଣିବା ପାଇଁ ଗଲା ବେଳେ ମାଡ଼ିଗଲା ଲୌହଦାନବ।ରାଜଧାନୀ ଭୁନେବଶ୍ୱରରେ ଏହି ଦୁର୍ଘଟଣା ଘଟିଛି। ପିଲାଟିର ନାଁ ସୂର୍ଯ୍ୟକାନ୍ତ ପାତ୍ର( ୧୪) ବର୍ଷ। ତାର ଘର ଶହିଦନଗର ଶାନ୍ତିପଲ୍ଲୀ ବସ୍ତିରେ।ଗତକାଲି ଅପରାହ୍ନ ସମୟରେ ଟ୍ରେନ ଲାଇନ ପାର୍ଶ୍ଵରେ ସୂର୍ଯ୍ୟକାନ୍ତ Continue Reading
ଭୁବନେଶ୍ୱର,୮/୧୨ : ଯାହାକୁ ରଖିବେ ଅନନ୍ତ, କି ମାରିପାରେ ବଳବନ୍ତ । ଏପରି ଏକ ଘଟଣା କଟକ ଜିଲ୍ଲାର ବାଙ୍କୀ ସୁବର୍ଣ୍ଣପୁର ଜାତମୁଣ୍ଡିଆ ବ୍ରିଜ ଉପରେ ଘଟିଛି। ଆତ୍ମହତ୍ୟା କରିବାକୁ ଜଣେ ଯୁବକ ଭୁବନେଶ୍ୱରରୁ ଜାତମୁଣ୍ଡିଆ ବ୍ରିଜ ଉପରକୁ ଯାଇଥିଲେ। ସେଠାରୁ ସେ ମହାନଦୀକୁ ଡେଇଁ ବି ପଡ଼ିଥିଲେ।ମାତ୍ର ଅକ୍ଷତ ଅବସ୍ଥାରେ ତାଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ଫଳରେ ଯୁବକଜଣକ ପୁର୍ନଜନ୍ମ ପାଇଥିବା ସମସ୍ତେ କହିଛନ୍ତି। ଉଦ୍ଧାର ପାଇଥିବା ଯୁବକଜଣକ Continue Reading
ଭୁବନେଶ୍ବର,୬/୧୨: ନୂଆ ଗର୍ଭନିରୋଧକ ପଦ୍ଧତି ଆସିବ। ରାଜ୍ୟର ପରିବାର ନିୟୋଜନ ପ୍ରକ୍ରିୟାରେ ଦୁଇ ନୂଆ ଗର୍ଭନିରୋଧକ ଯୋଡି ହୋଇଯାଇଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଭୁବନେଶ୍ବରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହାର ଉନ୍ମୋଚନ ହୋଇଛି। ଏହି ଦୁଇ ପଦ୍ଧତି ହେଉଛି ସବ ଡର୍ମାଲ ଇମ୍ଲାଣ୍ଟ ଓ ଅନ୍ତରା ଇଞ୍ଜେକସନ୍।ସବ ଡର୍ମାଲ ଇମ୍ଲାଣ୍ଟ ପଦ୍ଧତିରେ ମହିଳାଙ୍କ ବାମ ହାତର ଉପର ଭାଗରେ ଚର୍ମ ତଳେ ନିଡିଲ ଆକାରର ଏକ ରଡ ରଖାଯିବ। ଏହା ତିନି ବର୍ଷ […]Continue Reading




