Home Posts tagged Bhubaneswar (Page 175)
Odisha News
ଭୁବନେଶ୍ୱର,୫/୧୨ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ମୁହାଁ ହୋଇଛି ବାତ୍ୟା ‘ମିଗଜୋମ’ । ଆଉ କିଛି ଘଣ୍ଟା ଭିତରେ ଏହା ନେଲୋର-ମଛଲିପଟନମ୍ ମଝି ବାପଟଲାରେ ସ୍ଥଳଭାଗ ଅତିକ୍ରମ କରିବ। ବାତ୍ୟା ‘ମିଗଜୋମ’ ପ୍ରଭାବରେ ଗତକାଲି ରାତିରୁ ଓଡ଼ିଶାର ସୀମାନ୍ତ ଜିଲ୍ଲା ଗୁଡ଼ିକରେ ଆରମ୍ଭ ହୋଇଯାଇଛି ବର୍ଷା।ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଆସନ୍ତାକାଲି ଏସବୁ ଜିଲ୍ଲା ଗୁଡ଼ିକରେ ପ୍ରବଳରୁ Continue Reading
Odisha News
ଭୁବନେଶ୍ବର,୪/୧୨: ଓଡ଼ିଶା ରାଜନୀତି ୨୦୨୪ରେ ୟୁ ଟର୍ଣ୍ଣ ନେବ। ଆଗାମୀ ସାଧାରଣ ନିର୍ବାଚନରେ ବିଜେପି ଆଗ୍ରେସିଭ ମୁଡରେ ଲଢ଼ିବ। ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ରାଜ୍ୟ ସଭାପତି ମନମୋହନ ସାମଲ ଏପରି ଟିପ୍ପଣୀ କରିଛନ୍ତି।ଗତକାଲି ନିର୍ବାଚନ ଫଳାଫଳକୁ ନେଇ ରାଜ୍ୟ ବିଜେପି ଖୁସି ବ୍ୟକ୍ତ କରିଛି। ଅନ୍ୟ ରାଜ୍ୟର ଫଳ ଦେଖି ଓଡ଼ିଶା ରାଜନୀତି ୨୦୨୪ରେ ୟୁ ଟର୍ଣ୍ଣ ନେବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି Continue Reading
Odisha News
ଭୁବନେଶ୍ୱର,୩/୧୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା \’ମାଇଚୌଙ୍ଗ’। ଏହା ଘଣ୍ଟା ପ୍ରତି ୬ କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗର ସୂଚନା ଅନୁସାରେ, ବାତ୍ୟା \’ମାଇଚୌଙ୍ଗ’ ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦ କିମି ଦୂରରେ ଅବସ୍ଥିତ ରହିଛି। କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ। Continue Reading
Odisha News
ଭୁବନେଶ୍ୱର,୨/୧୨ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଘନୀଭୂତ ହୋଇ ଆଜି ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, Continue Reading
Odisha News
ଭୁବନେଶ୍ଵର,୧/୧୨: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ। ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ Continue Reading
Odisha News
ଭୁବନେଶ୍ବର/ଘଟଗାଁ,୧/୧୨: ଘଟଗାଁ ଦୁର୍ଘଟଣାରେ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ମୃତକଙ୍କ ନିକଟ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ସେହିପରି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ସେ ନିର୍ଦ୍ଦେଶ ବି ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ Continue Reading
Odisha News
ଭୁବନେଶ୍ୱର, ୧/୧୨ : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ରହିଛି। ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ।ପାଣିପାଗ ବିଭାଗର ସୂଚନା ଅନୁସାରେ, ସୁଦୃଶ୍ୟ ଲଘୁଚାପଟି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ପରିଣତ ହୋଇଛି। ଏହା Continue Reading
Odisha News
ଭୁବନେଶ୍ୱର,୩୦/୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସଦୃଶ ଲଘୁଚାପ ଆଜି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି। ଏହା ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି, ପରବର୍ତ୍ତୀ ସମୟରେ ଏହା ନିଜର ଦିଗ ବଜାୟ ରଖିବା ସହ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ Continue Reading
Odisha News
ଭୁବନେଶ୍ବର,୩୦/୧୧: ଭିଜିଲାନ୍ସ ଚଢ଼ଉ ବେଳେ ଛାତ ଡେଇଁ ଫେରାର ହୋଇଥିବା ଆରଡବ୍ଲୁଏସଏସ କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢୀଙ୍କୁ ଅବଶେଷରେ ଧରିଛି ଭିଜିଲାନ୍ସ ଟିମ୍। ସେ ତାଙ୍କ ପଡ଼ୋଶୀଙ୍କ ଘରେ ଲୁଚିଥିଲେ। ହେଲେ ଚଢ଼ଉ ତୀବ୍ରତର ହେଉଥିବା ଜାଣି ସେ ବାହାରକୁ ଆସିଥିଲେ। ଭିଜିଲାନ୍ସ ଅଧିକାରୀମାନେ କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢୀଙ୍କୁ କାବୁ କରି ନିଜ ହେପାଜତକୁ ନେଇଛନ୍ତି।ସୂଚନାଯୋଗ୍ୟ, କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢୀ ଘରୁ ଭିଜିଲାନ୍ସ ଚଢ଼ଉ Continue Reading
Ollywood News
ଭୁବନେଶ୍ବର,୨୮/୧୧: ଓଡ଼ିଆ ଫିଲ୍ମ ପ୍ରଯୋଜିକା ସନଲିସା ପଟେଲ ଷଷ୍ଠ ଦିନରେ ମଙ୍ଗଳବାର ଧାରଣା ପ୍ରତ୍ୟାହାର କରିଛନ୍ତି। ଓଡ଼ିଆ ସିନେମା ବଞ୍ଚାଅ ଅଭିଯାନ ନେଇ ସେ ଗତ ଗୁରୁବାର (୨୦୨୩ ନଭେମ୍ବର ୨୩) ଠାରୁ ଅନିଦିଷ୍ଟ କାଳ ପାଇଁ ଧାରଣାରେ ବସିଥିଲେ। ଆଜି ଚଳଚ୍ଚିତ୍ର ପ୍ରସଙ୍ଗରେ ସରକାରଙ୍କ ସହିତ ସଫଳ ଆଲୋଚନା ପରେ ସେ ଧାରଣାରୁ ଉଠିଥିଲେ।ଏବେ ସନଲିସା ପଟେଲଙ୍କ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ବେଳେ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ପାଇଁ ନୂଆ ନିୟମ ଆଣିବାକୁ ସରକାର Continue Reading