By Sasmita SaiBhubaneswar, Nov28 : The Bhubaneswar chapter of Young Indians (Yi), an integral part of the Confederation of Indian Industry (CII), today celebrated its Annual Day at Hotel Mayfair Lagoon, Bhubaneswar. The event not only marked a reflection on the accomplishments of the past year but also served as a platform to announce the […]Continue Reading
BY SASMITA SAI Bhubaneswar,Nov 28: The Odisha CSR Forum, a non-profit, non-political registered trust, engaged in promoting Corporate Social Responsibility (CSR) in Odisha. Today Organized Odisha Ideas Leadership Summit & Odisha Idea Excellence Awards – 2023” along with three Panel Discussion relating to emerging thrust areas for fostering innovation, Continue Reading
ଭୁବନେଶ୍ବର,୨୭/୧୧: ଶେଷରେ ବହୁ କଳ୍ପନାଜଳ୍ପନା ଓ ଚର୍ଚ୍ଚାର ଅନ୍ତ ଘଟାଇ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍।ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ ପାଣ୍ଡିଆନ୍ ଆଇଏଏସ୍ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ତାଙ୍କୁ ‘ନବୀନ ଓଡ଼ିଶା’ ଓ ୫ଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ।ଗତ ଏକ ସପ୍ତାହ ଧରି ରାଜନୈତିକ ମହଲରେ ଚର୍ଚ୍ଚା Continue Reading
By PujaDevjani Mishra Bhubaneswar,Nov 27: 30 years of experience holder in gold sale and purchase opened its first retail outlet here. Narayan Jeweller proudly announces the grand opening of its state-of-the-art showroom in Bhubaneswar. Nestled in the heart of Bhubaneswar, the showroom promises to redefine luxury and elegance in the world of fine jewellery. The […]Continue Reading
ଭୁବନେଶ୍ବର,୨୬/୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଆଉ କିଛି ସମୟ ପରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ଆସନ୍ତାକାଲି (ସୋମବାର) ସେ ପାରାଦ୍ଵୀପରେ ଆୟୋଜିତ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ।ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଜାର ବ୍ୟବସ୍ଥା କରାଯାଇଛି। ବିମାନମନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ରଘୁବର Continue Reading
ମାଲକାନଗିରି/ଭୁବନେଶ୍ବର,୨୫/୧୧: ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।ଏଥି ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ Continue Reading
ଭୁବନେଶ୍ବର,୨୫/୧୧: ଉତ୍ତରାଖଣ୍ଡ ଉତ୍ତର କାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି। ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ ଓ ଚିତ୍ତରଂଜନ ନାୟକ। Continue Reading
ଭୁବନେଶ୍ୱର,୨୩/୧୧ : ଓଡ଼ିଆ ସିନେମା ବଞ୍ଚାଅ ନାରା ଦେଇ ଆଜିଠାରୁ ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଧାରଣାରେ ବସିଛନ୍ତି ‘ପ୍ରଥା’ ସିନେମାର ପ୍ରଯୋଜିକା ସନଲିସା।ରାଜ୍ୟ ସରକାର ଏବଂ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ନିକଟରେ ସେ ୫ ଦଫା ଦାବି ରଖିଛନ୍ତି। ବ୍ଲକ୍ ମୁଖ୍ୟାଳୟରେ ଗୋଟିଏ ଲେଖାଏଁ ସିନେମା ହଲ୍ ପ୍ରତିଷ୍ଠା, ଅନ୍ୟ ରାଜ୍ୟମାନଙ୍କ ପରି ମଲ୍ଟିପ୍ଲେକ୍ସ ଏବଂ ହଲମାନେ ଯେପରି ଓଡ଼ିଆ ଫିଲ୍ମକୁ ଚଳାଇବା ପାଇଁ ବାଧ୍ୟ ହେବେ ସେହିପରି Continue Reading
ଭୁବନେଶ୍ୱର,୨୧/୧୧ : ବିଧାନସଭାର ଉପବାଚସ୍ପତି ହେଲେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ । ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।ସାଲୁଗାଙ୍କୁ ସର୍ବସମ୍ମତି କ୍ରମେ ଉପବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଗୃହ କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ ନିମନ୍ତେ ଉପବାଚସ୍ପତିଙ୍କୁ ସହଯୋଗ କରିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ Continue Reading
ଭୁବନେଶ୍ବର,୨୦/୧୧ : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ବାକ୍ଷରିତ ହୋଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଏହି ଚୁକ୍ତି ଓଡ଼ିଶାର ପରିବହନ ଇତିହାସରେ ଏକ ନୂତନ ଯୁଗର ଆବିର୍ଭାବର Continue Reading




