ଭୁବନେଶ୍ୱର,୨୦/୧୧: ପାରିବାରିକ କଳହ ପାଇଁ ଅଫିସରେ ପଶି ପତ୍ନୀଙ୍କୁ ହାଣିଲା ସ୍ୱାମୀ । ଭୁବନେଶ୍ୱରର ବରମୁଣ୍ଡାରେ ଆଜି ଅପରାହ୍ନରେ ଏଭଳି ଘଟଣା ଘଟିଛି । ମିଳିଥିବା ସୂଚନା ମୁତାବକ ବରମୁଣ୍ଡା ବସଷ୍ଟାଣ୍ଡ ପଛପାର୍ଶ୍ୱରେ ଏକ ବିଲଡର କମ୍ପାନୀର ଅଫିସ ରହିଛି ।ଏହି ଅଫିସରେ ମଧୁସ୍ମିତା ନାମକ ମହିଳା କାର୍ଯ୍ୟ କରନ୍ତି । ତେବେ କୌଣସି ଘଟଣାକୁ ନେଇ ଆଜି ଦିନ ପ୍ରାୟ ୧ଟା ସମୟରେ ତାଙ୍କ ସ୍ୱାମୀ ଅଫିସକୁ ଆସି ମଧୁସ୍ମିତାଙ୍କୁ ଖୋଜିଥିଲେ ।ଏହାପରେ ମଧୁସ୍ମିତାଙ୍କୁ Continue Reading
ଭୁବନେଶ୍ବର,୧୮/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଉଛି – ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ Continue Reading
ଭୁବନେଶ୍ବର,୧୭/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଉଛି–ଇବ୍ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଫୁଲବାରୀ ପ୍ରକଳ୍ପ Continue Reading
ଭୁବନେଶ୍ୱର, ୧୭/୧୧: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’। ଏହା ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବାତ୍ୟା ‘ମିଧିଲି’ ପାରାଦୀପଠାରୁ ୧୯୦ କିମି ଦୂରତାରେ ଅବସ୍ଥିତ ଥିବା ବେଳେ ଦୀଘା ଠାରୁ ୨୦୦ କିମି ଦୂରରେ ରହିଛି।ବାତ୍ୟା ‘ମିଧିଲି’ ପ୍ରଭାବ Continue Reading
ଭୁବନେଶ୍ବର,୧୪/୧୧: ନଭେମ୍ବର ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ହେବାନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଜରିଆରେ ସୂଚୀତ କରିଛନ୍ତି ବିଧାନସଭା ସଚିବ। ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଏହି ପଦ।ସୂଚନାଯୋଗ୍ୟ, ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ କିଛି ଦିନ ତଳେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ସେ ବାଚସ୍ପତିଙ୍କୁ ଭେଟି ନିଜ ଇସ୍ତଫାପତ୍ର ଦେଇଥିଲେ।ସେ Continue Reading
ଭୁବନେଶ୍ୱର,୧୪/୧୧: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୧୬ ତାରିଖ ବେଳକୁ Continue Reading
ଭୁବନେଶ୍ୱର, ୧୩/୧୧ : ଓଡ଼ିଆ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ କମିଶନରେଟ ପୁଲିସ ଆଜି ଗିରଫ କରିଛି । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ କମିଶନରେଟ ପୁଲିସ ମାମଲା ରୁଜୁ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।ସୂଚନା ଅନୁସାରେ, ଅଭିନେତ୍ରୀ ମୌସୁମୀ ଆଜି ହାଇଦ୍ରାବାଦରୁ ସୁଟିଂରୁ ଫେରିବା ପରେ ଚନ୍ଦକାସ୍ଥିତ ତାଙ୍କ ଆପାର୍ଟମେଂଟରୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ତାଙ୍କ ବିରୁଦ୍ଧରେ ଆଇପିସିର ଧାରା -୩୮୫, Continue Reading
ଭୁବନେଶ୍ୱର,୧୩/୧୧ : ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବିଶେଷ Continue Reading
ଭୁବନେଶ୍ବର,୧୨/୧୧: ଆଜି ହେଉଛି କାର୍ତ୍ତିକ ମାସ ଅମାବାସ୍ୟା ତିଥି। ଆଜିର ତିଥିରେ ପିତୃପୁରୁଷଙ୍କୁ ଆଲୋକ ଦେଖାଇ ତାଙ୍କର ଆଶୀର୍ବାଦ ନେବାର ପରମ୍ପରା ରହିଛି। ଆଜି ସେହି ଉଦ୍ଦେଶ୍ୟରେ କରାଯାଉଛି ପୟା ଶ୍ରାଦ୍ଧ। ଆଉ ଆଜି ମଧ୍ୟ ପିତୃଲୋକଙ୍କ ଉଦ୍ଦେଶ୍ୟରେ ବଡ଼ବଡ଼ିଆ ଡାକିବାର ପରମ୍ପରା ପୟାଶ୍ରାଦ୍ଧ।ଯେଉଁମାନେ ବର୍ଷକ ଯାକ ନିଜ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରିପାରିନଥାନ୍ତି ସେମାନେ ଆଜିର ଦିନରେ ବାଇଶିପାହାଚରେ ପିଣ୍ଡ ଦାନ କରି ପିତୃଲୋକଙ୍କ ଉଦ୍ଦେଶ୍ୟରେ Continue Reading
By Sasmita Sai Bhubaneswar, Nov11 : Inovaare Software Solutions Pvt Ltd, a key player in the healthcare domain within the information technology sector of the USA, has been making significant strides since establishing its operations in Bhubaneswar in 2015. This year, the company celebrated the successful conclusion of its Annual Global Summit, held on the […]Continue Reading




