Home Posts tagged Bhubaneswar (Page 18)
Odisha News
ଭୁବନେଶ୍ବର, ୨୪/୧୧ : ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜାନୁଆରି ୩୧ ସୁଦ୍ଧା ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି କାମ ଶେଷ ହେବ। ତାପରେ ଅସ୍ଥାୟୀ ରତନଭଣ୍ଡାରୁ ଅଳଙ୍କାର ଅଣାଯାଇ ସୁରକ୍ଷିତ ପରିବେଶରେ ରଖାଯାଇ ଗଣତିମଣତି କରାଯିବ।ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଗରୁ କହିଥିଲେ, କାର୍ତ୍ତିକ ମାସରେ ଭକ୍ତଙ୍କ Continue Reading
Odisha News
ଓଡ଼ିଶା,୨୩/୧୧ : ଓଡ଼ିଶା ଶିଳ୍ପ ନୀତି-୨୦୧୫ରେ ଦୁଇଟି ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଏହାସହିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ଆଜି କ୍ୟାବିନେଟର ମଞ୍ଜୁରୀ ମିଳିଛି ।ରାଜ୍ୟ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ୨ଟି ପ୍ରସ୍ତାବକୁ Continue Reading
Odisha News
ଭୁବନେଶ୍ୱର,୨୨/୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି।ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଘଟଣା ରାଜଧାନୀରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।Continue Reading
Top Stories
By Our Correspondent Bhubaneswar, Nov 22 : CSIR-Human Resource Development Centre (HRDC), Ghaziabad (UP), the Training Unit of CSIR has been playing significant role by periodically reviewing, monitoring and evaluating the performance of the Initiative.In order to deliberate upon the various issues related to effective implementation of this Initiative, CSIR-HRDC is Continue Reading
Top Stories
By Our Correspondent Bhubaneswar, Nov 21 : Odisha’s largest expo of the plastic, printing, packaging, food processing and allied industriesProPack Odisha 2024 and Odisha Plast 2024kickstarts today at Janata Maidan, Bhubaneswar. This four-day mega event from 21st to 24th November 2024, jointly organized by the Odisha Assembly of Small & Medium Enterprises (OASME) and Continue Reading
Odisha News
ଭୁବନେଶ୍ୱର,୨୧/୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥର ୨୦ରୁ ୨୫ ଲକ୍ଷ ମହିଳା ଏହି ଟଙ୍କା ପାଇବେ ।ତେବେ ଏହି ପର୍ଯ୍ୟାୟରେ ରାଜ୍ୟର ଲକ୍ଷ ଲକ୍ଷ ଅଙ୍ଗନବାଡି କର୍ମୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କୁ […]Continue Reading
Odisha News
ଭୁବନେଶ୍ୱର,୨୦/୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଏବଂ ପତ୍ରବିନିମୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। । ୧୮ ତାରିଖରେ ବିଜ୍ଞାନ ବିଭାଗର ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ […]Continue Reading
Odisha News
ଭୁବନେଶ୍ୱର, ୨୦/୧୧: ପୁଣି ଜଣେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସର ରେଡ। ଭିଜିଲାନ୍ସ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଚଢାଉ ଚାଲିଛି।ସୂଚନାନୁଯାୟୀ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ବିଭାଗ। ଏକକାଳୀନ ଭାବେ ୧୦ଟିରୁ ଅଧିକା ସ୍ଥାନରେ ଭିଜିଲାନ୍ସ ବିଭାଗର ଚଢ଼ାଉ ଚାଲିଛି। ଏହି ସ୍ଥାନ ଗୁଡିକ ମଧ୍ୟରେ ତାଙ୍କର ସୁବର୍ଣ୍ଣପୁର ସ୍ଥିତ ଭଡ଼ା ଘର ଓ ଅଫିସ ସମେତ Continue Reading
Odisha News
ଭୁବନେଶ୍ୱର,୧୯/୧୧: ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି । ଆସନ୍ତା ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୩ ସୁଦ୍ଧା ଲଘୁଚାପରେ ପରିଣତ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି ସୂଚନା ମିଳିଛି ।ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି । ରାଜ୍ୟରେ […]Continue Reading