Home Posts tagged Bhubaneswar (Page 183)
Odisha News
ଭୁବନେଶ୍ୱର,୧୦/୧୦: ଗତ କିଛିଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଖରା ଓ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ଉପରକୁ ଉଠି ଯାଉଛି। ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ତାପମାତ୍ରା ସ୍ବାଭାବିକ ଭାବେ ୩୦ରୁ ୩୨ ଡିଗ୍ରୀ ସେଲସିୟସ ରହିଥାଏ।ମାତ୍ର ଚଳିତବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପାରଦ ୪ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହୁଛି। ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୪ରୁ ୩୫ ଡିଗ୍ରୀ ସେଲସିୟସ ଉପରେ ରହିଥିବା Continue Reading
Odisha News
ଭୁବନେଶ୍ବର,୧୦/୧୦: ପୂର୍ବତନ ପୁଲିସ ଡିଜି ତଥା ଖ୍ୟାତନାମା ଲେଖକ ଶରତ ଚନ୍ଦ୍ର ମିଶ୍ରଙ୍କର ଆଜି ସକାଳ ୭ଟା ୨୪ ମିନିଟ୍ ସମୟରେ ଭୁବନେଶ୍ବରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା।ଏନେଇ ତାଙ୍କ ଭାଇ ତଥା ପୂର୍ବତନ ପୁଲିସ ଡିଜି ବିପିନ ବିହାରୀ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୧୯୫୯ ମସିହା ବ୍ୟାଚର ଆଇପିଏସ୍ ଶରତ ଚନ୍ଦ୍ର ମିଶ୍ର ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।ନିଜର Continue Reading
Odisha News
ଭୁବନେଶ୍ବର,୮/୧୦: ଅକ୍ଟୋବର ୧୦ରେ ପ୍ରସ୍ତାବିତ ରାଜ୍ୟବ୍ୟାପି ବସ୍ ଧର୍ମଘଟ ଆସନ୍ତା ୩୧ ଅକ୍ଟୋବର ଯାଏଁ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ସହ ବସ୍ ମାଲିକ ସଂଘର ବୈଠକ ପରେ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।ଘରୋଇ ଯାତ୍ରୀବାହୀ ବସ୍ର ସଦ୍ୟତମ ନିଷ୍ପତ୍ତି ଅନୁସାରେ ରାଜ୍ୟରେ ଆସନ୍ତାକାଲି (୨୦୨୩ ଅକ୍ଟୋବର ୧୦)ରେ ବସ୍ ଧର୍ମଘଟ ହେବନାହିଁ। ଅର୍ଥାତ ଯାତ୍ରୀମାନେ ପୂର୍ବଭଳି ନିଜ ନିଜ Continue Reading
Odisha News
ଭୁବନେଶ୍ୱର,୯/୧୦: ରାଜଧାନୀର ବିଭିନ୍ନ ବାର ଓ ଡ୍ୟାନ୍ସ ବାର ଉପରେ ଅବକାରୀ ବିଭାଗ ପକ୍ଷୁର ଅତର୍କିତ ଚଢ଼ଉ କରାଯାଇଛି। ଅବକାରୀ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଏକ ଟିମ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲା। ଏକାଧିକ ବାର ବନ୍ଦ ରହିଥିବା ବେଳେ, କିଛି ଡ୍ୟାନ୍ସ ବାରରେ ଯୁବତୀଙ୍କ ନୃତ୍ୟ ଦେଖିବାକୁ ମିଳିଥିଲା। ତେବେ ସେମାନଙ୍କର ଆଇଡି ଚେକ କରିବା ସହିତ ଲାଇସେନ୍ସ ଚେକ କରିଥିଲା ଏହି ଟିମ୍।ମିଳିଥିବା ସୂଚନା ଅନୁସାରେ, ଗୋଟିଏ ଗୋଟିଏ ବାର୍ ଏକାଧିକ ଥର Continue Reading
Odisha News
ଭୁବନେଶ୍ୱର,୮/୧୦: ଚଳିତବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ Continue Reading
Odisha News
ଭୁବନେଶ୍ବର,୮/୧୦ : ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଧର୍ମଘଟ ହେବ। ଏହି ସମୟରେ କୌଣସି ଘରୋଇ ଯାତ୍ରୀବାହୀ ବସ୍ ଚଳାଚଳ କରିବ ନାହିଁ। ଏନେଇ ଆଜି ପୁଣି ଥରେ ଅଲ ଓଡିଶା ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତ୍ତି ହେଇଛି।ଗତ ୨୭ତାରିଖରେ ମଧ୍ୟ ବୈଠକରେ ବନ୍ଦ କରିବାକୁ ନେଇ ନିଷ୍ପତ୍ତି ନେଇଥିଲେ। ହେଲେ ସରକାର ଆଲୋଚନାକୁ ଡାକିଲେ ନାହିଁ କି ଦିଆଯାଇଥିବା ସ୍ମାରକ ପତ୍ର ମୁତାବକ କୌଣସି ଦାବି […]Continue Reading
Odisha News Sports News
ଭୁବନେଶ୍ବର,୮/୧୦: ଓଡ଼ିଆ ହକି ତାରକା ଦୀପଗ୍ରେସ ଏକ୍କାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ଏସୀୟ ହକି ବ୍ରୋଞ୍ଜ ବିଜୟୀ ଦୀପଗ୍ରେସ ପାଇଁ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ଘୋଷଣା କରିଛନ୍ତି। ଭାରତୀୟ ହକି ଟିମ୍ର ଓଡ଼ିଆ ଝିଅ ଦୀପଗ୍ରେସ ଏହି ପାଇବେ ପୁରସ୍କାର।ଏଥି ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୀପଗ୍ରେସ୍ ଏକ୍କାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏସୀୟ କ୍ରୀଡ଼ାରେ ଭଲ ପ୍ରଦର୍ଶନ କରିଥିବାରୁ Continue Reading
Odisha News
ଭୁବନେଶ୍ବର,୭/୧୦: ଏସୀୟ ହକି ସ୍ବର୍ଣ୍ଣ ବିଜୟୀ ଭାରତୀୟ ଟିମ୍ର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଉଲ୍ଲେଖଯୋଗ୍ୟ, ଜାତୀୟ ଉପକନିଷ୍ଠ ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ ପରେ ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ଅଞ୍ଚଳର ଅମିତ ସମସ୍ତଙ୍କ ନଜରକୁ ଆସିଥିଲେ। ୨୦୦୯ରେ ଉପକନିଷ୍ଠ ଏସିଆ କପ୍ରେ ଭାଗନେବା ସହ ୨୦୧୨ରେ ଏସିଆନ Continue Reading
Top Stories
By Sasmita Sai Bhubaneswar, Octo 7:  A team of delegates from CREDAI Bhubaneswar Foundation attended the INDIA EGYPT Business Meet held at Sharm El Sheikh, Egypt. The meet organised jointly by CREDAI and CII was held on 5th October 2023.  CREDAI Bhubaneswar Foundation delegation team was headed by Er.  UmeshPatnaik, Secretary, CREDAI Bhubaneswar along with Continue Reading
Odisha News
ଭୁବନେଶ୍ୱର,୪/୧୦: ଚାଇନାରେ ଚାଲିଥିବା ଏସିଆନ ଗେମ୍ସରେ ଓଡ଼ିଆ ପୁଅ କିଶୋର ଜେନା କମାଲ ଦେଖାଇଛନ୍ତି। କିଶୋର ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କିଶୋରଙ୍କ ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି।Continue Reading