By Sasmita Sai Bhubaneswar, Nov11 : Inovaare Software Solutions Pvt Ltd, a key player in the healthcare domain within the information technology sector of the USA, has been making significant strides since establishing its operations in Bhubaneswar in 2015. This year, the company celebrated the successful conclusion of its Annual Global Summit, held on the […]Continue Reading
By Sasmita Sai Bhubaneswar, Nov 11:In a significant stride towards nurturing Kho Kho talent in the state, in the presence of Shri Naveen Patnaik, Hon’ble Chief Minister of Odisha, ArcelorMittal Nippon Steel India (AM/NS India) todayinked a Memorandum of Understanding (MoU) with the Government of Odisha to establish a High-Performance Centre in Kho Kho. The […]Continue Reading
ଭୁବନେଶ୍ୱର,୮/୧୧: ଉପବାଚସ୍ପତି ପଦରୁ ଆଜି ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବାଚସ୍ପତିଙ୍କୁ ଭେଟି ସେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିଜ ଅଂଚଳରେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ସେ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି।ଇସ୍ତଫା ଦେବା ପରେ ରଜନୀକାନ୍ତ ସିଂହ କହିଛନ୍ତି, ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିଲି। ଦଳୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଓ ଦଳୀୟ ସଂଗଠନକୁ Continue Reading
ଭୁବନେଶ୍ବର,୮/୧୧: ଚଳିତ ମାସ ୧ ତାରିଖ ଠାରୁ କଳାହାଣ୍ଡି ଓ ଏହାର ଆଖପାଖ ୧୦ ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ ନିଷ୍ପତ୍ତିରୁ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଓହରି ଯାଇଥିବା ବେଳେ ଆନ୍ଦୋଳନ ପାଇଁ ପୁଣି ଥରେ ସଜବାଜ ହୋଇଛି।ସରକାର ଦାବି ମାନି ନଥିବାରୁ ଆସନ୍ତା ୨୨ ତାରିଖ ଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଅବସରରେ ଘରୋଇ ବସ୍ ମାଲିକ ସଂଘ ଧାରଣା ଦେବାକୁ ପ୍ରସ୍ତୁତ ହୋଇସାରିଛି। ନଭେମ୍ବର ୨୨ରେ ସଂଘର ୧୦୦୦ରୁ ଊର୍ଦ୍ଧ୍ବ […]Continue Reading
ଭୁବନେଶ୍ୱର,୮/୧୧: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଆଜି ଜାମିନ ମିଳିଛି । ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ । ଆଉ ଆଜି ଭୁବନେଶ୍ବର ଏସଡିଜେଏମ୍ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି । ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, […]Continue Reading
ଭୁବନେଶ୍ୱର,୮/୧୧: ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରାଯାଉଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଭିଜିଲାନ୍ସ ପକ୍ଷରୁ ୭ ଜଣ ଡ଼ିଏସପି, ୫ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛନ୍ତି ।ମିଳିଥିବା ସୂଚନା ମୁତାବକ ବିଶ୍ବବନ୍ଧୁଙ୍କର ଭଦ୍ରକ ତୋରଣପଡାରେ ଥିବା ପୈତୃକ ବାସଭବନ, ଭିଏସଏସ ନଗରରେ ଥିବା Continue Reading
ଭୁବନେଶ୍ଵର,୭/୧୧: ଘରୋଇ ହସ୍ପିଟାଲରୁ ଅଣାଯାଇ ବିଜେଡି ରାଜ୍ୟ କାର୍ୟ୍ୟାଳୟ ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ରଖାଯାଇଛି। ସେଠାରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦଳୀୟ ନେତା ଓ କର୍ମୀ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସେଠାରେ ପହଞ୍ଚି ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।।ଶଙ୍ଖଭବନରେ ବିଜେଡି ସାଧାରଣ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଦେବୀ ପ୍ରସାଦ Continue Reading
ପୁରୀ/ ଭୁବନେଶ୍ବର,୭/୧୧: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି।ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ମହାନ୍ତିଙ୍କ ବିୟୋଗ ଭୋର ୩.୨୫ରେ ହୋଇଛି ବୋଲି ହସ୍ପିଟାଲର ଲୋକସଂପର୍କ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ।ସ୍ବର୍ଗତ ମହେଶ୍ବର ମହାନ୍ତି ୧୯୫୬ ମସିହା Continue Reading
ଭୁବନେଶ୍ବର,୬/୧୧: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି। ୮ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି। ଅପଡେଟ୍ କେସ ଡାଏରି ଓ ପୁରୁଣା କେସ୍ ରେକର୍ଡ ଦାଖଲ ଲାଗି ତଲବ କରାଯାଇଛି।ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା Continue Reading
ଭୁବନେଶ୍ୱର,୬/୧୧: ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରୁ ସୋମବାର ସକାଳ ୭.୧୦ରେ ଉଡ଼ାଣ କରିଥିବା ଇଣ୍ଡିଆଓ୍ବାନ୍ ଏୟାର ବିମାନ ୮.୪୫ରେ କୋରାପୁଟ ଜିଲାର ଜୟପୁରଠାରେ ପହଞ୍ଚିଛି। ତେବେ ଏହି ବିମାନ ଜୟପୁରରୁ ସକାଳ ୯ଟାରେ ଛାଡ଼ି ଭୁବନେଶ୍ୱରରେ ୧୦.୧୫ରେ ପହଞ୍ଚିବ ବୋଲି ବିମାନବନ୍ଦର ସୂତ୍ରରୁ ପ୍ରକାଶ।ଏହି ବିମାନ ସେବା ଦ୍ୱାରା କୋରାପୁଟ ଜିଲ୍ଲାରେ ପର୍ଯ୍ୟଟନର ବିକାଶ ହୋଇପାରିବ ବୋଲି ଆଶା କରାଯାଉଛି। ଆଜି ପ୍ରଥମ ଫ୍ଲାଇଟରେ ଭୁବନେଶ୍ୱରରୁ ୬ ଜଣ ଯାତ୍ରୀ ଜୟପୁର Continue Reading




