ଭୁବନେଶ୍ୱର,୧୦/୮ : କଲେଜ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା। ଘଟଣାକୁ ଗୁରୁତର ନେବା ସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ଏହାସହ ମହିଳା କମିଶନ ଭୁବନେଶ୍ୱର ଡିସିପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ୧୫ଦିନ ଭିତରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।ଅନ୍ୟପକ୍ଷରେ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁକୁ ନେଇ ଖୋଲିବାରେ ଲାଗିଛି ଗୋଟେ ପରେ ଗୋଟେ ଗୁମର। Continue Reading
ଭୁବନେଶ୍ୱର,୧୦/୮: ଘର ଘର ବୁଲି ଡେଙ୍ଗୁ ମଶା ଖୋଜିବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ କରିବ ବିଏମସି ।ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତାହାହେଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ କରିବ ବିଏମସି । ଭୁବନେଶ୍ୱର […]Continue Reading
ଭୁବନେଶ୍ୱର,୮/୮: ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଏନେଇ ମଙ୍ଗଳବାର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ଚିଠି ଲେଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଅଶ୍ୱଥୀ ଏସ୍। ଏହି ନିର୍ଦ୍ଦେଶ ସମ୍ପର୍କରେ ସମସ୍ତ ପ୍ରଧାନଶିକ୍ଷକଙ୍କୁ ଅବଗତ କରିବାକୁ ଡିଇଓମାନଙ୍କୁ କୁହାଯାଇଛି।କିଛି ସ୍କୁଲରେ ପ୍ରଧାନଶିକ୍ଷକମାନେ ନାମଲେଖା ପାଇଁ ପିଲାମାନଙ୍କ ଆଧାରକାର୍ଡ ଜମା କରିବାକୁ ଅଭିଭାବକମାନଙ୍କୁ କହୁଥିବା କଥା ସାମ୍ନାକୁ ଆସିବା ପରେ Continue Reading
ଭୁବନେଶ୍ବର,୮/୮: ଶୁଭସ୍ମିତାଙ୍କ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପର୍ୟ୍ୟନ୍ତ ପୋଷ୍ଟ ମର୍ଟମ୍ ରିପୋର୍ଟ ହସ୍ତଗତ ହୋଇନି କି ପୁଲିସକୁ ଦିଆ ଯାଇନାହିଁ। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନି। ଆଜି ସନ୍ଧ୍ୟା ସୁଦ୍ଧା ପୋଷ୍ଟ ମର୍ଟମ୍ ରିପୋର୍ଟ ଆସିବାର ସମ୍ଭାବନା ରହିଛି। ଏଣୁ ଶୁଭଲକ୍ଷ୍ମୀ ମଦ୍ୟପାନ କରିଥିବା ନେଇ ଯେଉଁ ଚର୍ଚ୍ଚା ହେଉଛି, ତାହା ଏପର୍ଯ୍ୟନ୍ତ କିଛି ଜଣା ପଡ଼ିନି। ଶବ Continue Reading
ଭୁବନେଶ୍ବର,୭/୮: ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ।ନିକଟରେ ଏକ ମଧ୍ୟମ ଧରଣର ବନ୍ୟା ହୋଇଛି। ଯାହା କିଛି କ୍ଷତି ହୋଇଛି, ଆକଳନ ପରେ ତାହାର କ୍ଷୟକ୍ଷତି ରିପୋର୍ଟ ଆସିବ।ସମ୍ଭାବ୍ୟ ବନ୍ୟା ଓ ସରକାରଙ୍କ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ସବୁ ବର୍ଷା ଯେ ବନ୍ୟା କରିବ, ତାହା କୁହାଯାଇପାରିବ ନାହିଁ। ନଦୀକୁ ବି ବଞ୍ଚିବାକୁ Continue Reading
ଭୁବନେଶ୍ବର,୫/୮: କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଅମିତ ଶାହ ଶନିବାର ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେଇଛନ୍ତି। ଭୁବନେଶ୍ବରସ୍ଥିତ ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ସେ କର୍ମୀଙ୍କୁ କହିଛନ୍ତି, ମନରୁ ଦ୍ଵନ୍ଦ ଦୂର କରି ଲଢେଇ ପାଇଁ ପ୍ରସ୍ତୁତ ରୁହ। ଯାହାକୁ ଯେଉଁ ଦାୟିତ୍ବ ଦିଆଯାଇଛି, ସେହି ଅନୁଯାୟୀ କାମ କର। କେନ୍ଦ୍ର ସରକାର ଆବଶ୍ୟକତା ଅନୁସାରେ ପଦକ୍ଷେପ Continue Reading
ଭୁବନେଶ୍ୱର,୪/୮: ରାଜ୍ୟ ବିଜେପିର ନୂଆ ଟିମ୍ ଗଠନ ହୋଇଛି। ବିଜେପି ରାଜ୍ୟ ପଦାଧିକାରୀଙ୍କ ୩୫ ଜଣିଆ କାର୍ଯ୍ୟକର୍ତ୍ତା ତାଲିକା ଜାରି ହୋଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦ୍ୱାରା ଜାରି ହୋଇଥିବା ତାଲିକାରେ ୧୦ ଜଣ ଉପସଭାପତି, ୫ ଜଣ ସାଧାରଣ ସମ୍ପାଦକ, ୧୦ ଜଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ରହିଛନ୍ତି। ଏହା ସହ ମନମୋହନଙ୍କ ନୂଆ ଟିମ୍ରେ ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚାର ନୂଆ ସଭାପତିଙ୍କ ନାମ ମଧ୍ୟ ରହିଛି।ରାଜ୍ୟ ବିଜେପିର ଉପସଭାପତି ତାଲିକାରେ Continue Reading
ଭୁବନେଶ୍ୱର,୩/୮:ଲଗାଣ ବର୍ଷା ଯୋଗୁଁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ସମ୍ଭାବ୍ୟ ବନ୍ୟାର ମୁକାବିଲା ନିମନ୍ତେ ପାଇଁ ମହାନଦୀ ସିଷ୍ଟମର ୭ ଜିଲ୍ଲାରେ ପ୍ରସ୍ତୁତି ହୋଇଛି। ୭ଟି ଜିଲ୍ଲାରେ ରେସକ୍ୟୁ ଟିମ୍ ମୁତୟନ କରାଯାଇଛି ବୋଲି ସୂଚନା ଦେଇଛନ୍ତି SRC ସତ୍ୟବ୍ରତ ସାହୁ ।ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳିରେ ସର୍ବାଧିକ ୯ ଲକ୍ଷ କ୍ୟୁସେକ୍ ପ୍ରବାହିତ ହେବା ସମ୍ଭାବନା ରହିଛି । ମୁଣ୍ଡଳି ପାସ୍ କରିବାର ୧୨ ଘଣ୍ଟା ପରେ ବନ୍ୟା ଜଳ ୩ଟି […]Continue Reading
ଭୁବନେଶ୍ୱର,୩/୮: ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱରରେ ପହଞ୍ଚିବେ ।ଶନିବାର ପୂର୍ବାହ୍ନ ୧୧ଟାରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ। ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ ପର୍ୟ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ।ଏହା ପରେ ଦଳୀୟ ବୈଠକ ଅନୁଷ୍ଠିତ ହେବ। Continue Reading
ଭୁବନେଶ୍ୱର,୨/୮: ଶ୍ରମିକ ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ ବର୍ଗ ସାମିଲ। ଏହି ବର୍ଗରେ ଆପଣ ଆସୁଥିଲେ କିମ୍ୱା କେହିବି ଆସୁଥିଲେ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ ଏବଂ ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କା ପାଇ ପାରିବେ। ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ପୂର୍ବ ନିଷ୍ପତ୍ତି ସହ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଓଡିଶା Continue Reading




