ଭୁବନେଶ୍ୱର,୨୩/୭ : ପ୍ରଶ୍ନପତ୍ର ଲିକ୍ ହୋଇଥିବା ଜଣାପଡ଼ିବା ପରେ JE ସିଭିଲ ମେନ୍ ପରୀକ୍ଷା ରଦ୍ଦ କଲା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ। ଗତ ୧୬ ତାରିଖରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରାଯାଇଥିବା ଟ୍ୱିଟ୍ କରି ସୂଚନା ଦେଲେ OSSCଚେୟାରମ୍ୟାନ ଅଭୟ। ବାଲେଶ୍ୱର ଏସପିଙ୍କ ରିପୋର୍ଟ ଅନୁସାରେ ପରୀକ୍ଷା ରଦ୍ଦ ହୋଇଛି। ଏଥିସହ ସେପ୍ଟେମ୍ବର ୩ରେ ସାନି ପରୀକ୍ଷା ନେଇ ସୂଚନା ଜାରି କରାଯାଇଛି।ସେପଟେ ବାଲେଶ୍ୱର ଏସପି ସାଗରିକା ନାଥ ଆଜି ସୂଚନା ଦେଇଛନ୍ତି ଯେ, ଗତ Continue Reading
ଭୁବନେଶ୍ୱର,୨୩/୭: ଚାରି ଜଣ ପୂର୍ବତନ ପ୍ରଶାସନିକ ଅଧିକାରୀ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ ପୂର୍ବତନ ଆଇଏଏସ୍ ଅଫିସର ଓ ୨ ଜଣ ପୂର୍ବତନ ଓଏଏସ୍ ଅଫିସର।କଂଗ୍ରେସରେ ସାମିଲ ହୋଇଥିବା ଏହି ପୂର୍ବତନ ପ୍ରଶାସନିକ ଅଧିକାରୀମାନେ ହେଉଛନ୍ତି- ପୂର୍ବତନ ଆଇଏଏସ୍ ଅଫିସର ପଞ୍ଚାନନ ଦାସ ଓ ବିଶ୍ଵନାଥ ଆଚାର୍ୟ୍ୟ ଏବଂ ପୂର୍ବତନ ଓଏଏସ୍ ଅଫିସର ରବୀନ୍ଦ୍ର ନାଥ ମିଶ୍ର ଓ ଉଦ୍ଧବ କର।ରାଜ୍ୟ କଂଗ୍ରେସ ପ୍ରଭାରୀ ଚେଲା କୁମାର, ପିସିସି Continue Reading
ଭୁବନେଶ୍ୱର,୨୨/୭:ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢି ପାରିବା ପାଇଁ ଅପସନ ରହିବ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା।ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଏବଂ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ ।ଏହାଦ୍ୱାରା […]Continue Reading
ଭୁବନେଶ୍ବର,୨୨/୭: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଶବ ହସ୍ତାନ୍ତର କରାଯିବା ପ୍ରସଙ୍ଗରେ ଭୁବନେଶ୍ଵର ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ଭୁବନେଶ୍ଵର ଏମ୍ସରେ ୪୧ଟି ଶବ ସଂରକ୍ଷିତ ଅବସ୍ଥାରେ ଅଛି।ଲୋକ ନିଜ ସମ୍ପର୍କୀୟଙ୍କ ଶବ ନେବା ପାଇଁ ଆସିଲେ ଡିଏନ୍ଏ ନମୁନା ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଉଛି। ଡିଏନ୍ଏ ମ୍ୟାଚ କଲେ ଶବ ହସ୍ତାନ୍ତର Continue Reading
ଭୁବନେଶ୍ୱର,୨୨/୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିଅରରେ ଯୋଡ଼ିହେଲା ଆଉ ଏକ ନୂଆ ରେକର୍ଡ। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ। ବନିଲେ ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ।୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ। ତା’ପରଠୁ ସେ ଲଗାତର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳି Continue Reading
ଭୁବନେଶ୍ବର,୨୧/୭: ସ୍ପେଶାଲ ଓଜେଇଇ ରେଜଲ୍ଟ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଉଚ୍ଚଶିକ୍ଷା ପାଇଁ ଆଶାୟୀ ଛାତ୍ରଛାତ୍ରୀମାନେ ସେମାନଙ୍କର ରାଙ୍କ କାର୍ଡ ଓଜେଇଇ ୱେବସାଇଟ୍ www.ojee.nic ରୁ ଡାଉନ୍ଲୋଡ କରିପାରିବେ। ଏହି ପରୀକ୍ଷାର ବିଟେକ୍ରେ ୮,୬୫୫ ଜଣଙ୍କୁ ରାଙ୍କ କାର୍ଡ ମିଳିଛି। ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ଡପ୍ଲୋମାରେ ୪,୫୬୮ ଛାତ୍ରଛାତ୍ରୀ, ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ବିଏସ୍ସିରେ ୬୪, ବି ଫାର୍ମାରେ ୨,୪୪୨, ଏମ୍ବିଏରେ ୪,୨୮୭, Continue Reading
ଭୁବନେଶ୍ୱର,୨୦/୭: ଓଡ଼ିଶା ଉପକୂଳରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରାଯିବା ସହ ଅରେଞ୍ଜ ଓ ୟେଲୋ ୱାର୍ଣ୍ଟିଂ ସୂଚିତ ୨୫ଟି ଜିଲ୍ଲାର କ୍ଷେତ୍ର ସ୍ତରର ଅଧିକାରୀମାନଙ୍କୁ ହେଡକ୍ୱାର୍ଟର ନଛାଡ଼ିବାକୁ ତାଗିଦ୍ କରାଯାଇଛି ।ରାଜ୍ୟ ସ୍ୱତନ୍ତ୍ର ରିଲିଫ Continue Reading
ଭୁବନେଶ୍ବର,୨୦/୭ : ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଥିବାରୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ।ଗୁରୁବାର Continue Reading
ଭୁବନେଶ୍ବର/ଚାନ୍ଦିପୁର,୧୯/୭: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ବାଲେଶ୍ବର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ ମହାନ୍ତି। ଉଭୟ ପୁଲିସ ବାବୁ ଆଜି ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି।ସୂଚନା ଅନୁସାରେ ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ ମହାନ୍ତି ସ୍ଥାନୀୟ ଅଞ୍ଚଳର ଜଣେ ମଦ ବ୍ୟବସାୟୀଙ୍କୁ ମାସିକିଆ ବଟି ବାବଦକୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେମାନେ ମଦ ବ୍ୟବସାୟୀଙ୍କୁ Continue Reading
ଭୁବନେଶ୍ୱର,୧୮/୭: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କାର୍ଯ୍ୟ ରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ଏହି ସୁବିଧା ରାଜ୍ୟର ୮୭୧୭ଜଣ ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ୨୦୧୮ Continue Reading




