Home Posts tagged Bhubaneswar (Page 196)
Odisha News
ଭୁବନେଶ୍ୱର,୧୮/୭: ଚାଷୀଙ୍କ ପାଇଁ ଖୁସୀ ଖବର। ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି।ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ବିକେନାରରୁ ବାହାରି ନାରନୁଲ, ଶିବପୁରୀ, ମାଣ୍ଡଲା, Continue Reading
Odisha News
ଭୁବନେଶ୍ୱର,୧୭/୭: ନିଲମ୍ବନ ଆଦେଶର ଦୁଇ ଦିନ ପରେ ଆଜି ସାମ୍ବାଦିକ ସମ୍ମିଳନୀ କରି ପ୍ରଦେଶ କଂଗ୍ରେସ କମିଟି ଉପରେ ଜୋରଦାର ବର୍ଷିଛନ୍ତି ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଚିରଞ୍ଜୀବ କହିଛନ୍ତି ଯେ ମୁଁ କଂଗ୍ରେସ ପରିବାରରୁ ଆସିଛି । ମୋତେ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରାଗଲା । ପିସିସି ସଭାପତିଙ୍କ ସୁପାରିଶ କ୍ରମେ ମୋତେ ନିଲମ୍ବନ କରାଯାଇଛି ।କଂଗ୍ରେସ ବିରୋଧରେ କୌଣସି କାମ କରିନାହିଁ । ମୁଁ କଂଗ୍ରେସର ଜଣେ ଶୃଙ୍ଖଳିତ କର୍ମୀ […]Continue Reading
Odisha News
ହଜିଯିବ କି ୟୁନିଟ୍ ୯ ସରକାରୀ ବାଳିକା ବିଦ୍ୟାଳୟ ପରିଚୟ, ମିଶ୍ରଣକୁ ବିରୋଧ କରି ଆନ୍ଦୋଳନରେ ଛାତ୍ରୀ ଓ ଅଭିଭାବକଭୁବନେଶ୍ୱର,୧୭/୭ : ‘ଆମ ସ୍କୁଲ ଏଠାରୁ ଉଠିବ ନାହିଁ। ଆମ ସ୍କୁଲ ଅନ୍ୟ କାହା ସହ ମିଶ୍ରଣ ହେବ ନାହିଁ।’ ଏପରି ଦାବି କରି ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଛନ୍ତି ୟୁନିଟ୍ ୯ ସରକାରୀ ବାଳିକା ବିଦ୍ୟାଳୟ ଛାତ୍ରୀ ଓ ସେମାନଙ୍କ ଅଭିଭାବକ। ଆନ୍ଦୋଳନରେ ବସିବାର କିଛି ସମୟ ପରେ କିଛି ଛାତ୍ରୀ […]Continue Reading
Odisha News
ଭୁବନେଶ୍ୱର,୧୭/୭ : କ୍ୱାଲିଫିକେସନ ଯୁକ୍ତ ଦୁଇ ପାସ୍। ହେଲେ ନିଜକୁ ଦିଲ୍ଲୀ ଓ ଭୁବନେଶ୍ୱର ଏମ୍‌ସର ଅଭିଜ୍ଞ ଡାକ୍ତର କହି ରୋଗୀଙ୍କୁ କରୁଥିଲେ ଚିକିତ୍ସା। ବିଭିନ୍ନ ସ୍ଥାନରେ କ୍ଲନିକ କରି ରୋଗୀଙ୍କୁ ଦେଖି ରୋଜଗାର କରୁଥିଲେ ମୋଟା ଅଙ୍କର ଟଙ୍କା। ବିଳାସ ବେସନରେ କାଟୁଥିଲେ ଦିନ। ହେଲେ ହଠାତ୍ ଖୋଲିଗଲା ତାଙ୍କର ମିଛ ପେଡ଼ି। ସେ ଦେଇଥିବା ମେଡିସିନ୍ ଖାଇ ଜଣେ ରୋଗୀ ଗୁରୁତର ହୋଇପଡ଼ିଥିଲେ। ପରେ ତାଙ୍କର ଅଭିଯୋଗ ଆଧାରରେ ଏହି ନକଲି ଡାକ୍ତରଙ୍କୁ ବାନ୍ଧିଥିଲା Continue Reading
Odisha News
ଭୁବନେଶ୍ୱର,୧୫/୭: ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି। ଆଜି ସକାଳେ ଟ୍ୱିନ୍ ସିଟି ସମେତ ଉପକୂଳ ଓଡ଼ିଶା ତଥା ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆଜିଠୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଆଜି ସକାଳ ସାଢ଼େ ଆଠଟା ସୁଦ୍ଧା ପାରାଦୀପରେ ୧୦୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ୮୬.୬ ମିମି,ଢେଙ୍କାନାଳରେ ୭୦ ମିମି Continue Reading
Odisha News
ଭୁବନେଶ୍ୱର,୧୪/୭: ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ ପାଇଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି ।କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ […]Continue Reading
Odisha News
ଭୁବନେଶ୍ୱର,୧୨/୭: ବ୍ଲାକମେଲିଙ୍ଗର ଶିକାର ହେବା ପରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ । ପ୍ରଥମେ ଅଜଣା ନମ୍ବରରୁ ଜଣେ ଯୁବତୀ ଅଶ୍ଳୀଳ ଭିଡିଓ କଲ କଲେ ଆଉ ଏହାପରେ ଆରମ୍ଭ କଲେ ବ୍ଲାକମେଲିଙ୍ଗ ।ଆଉ ନିଜ ସମ୍ମାନ ହାନି ଭୟରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଯୁବକ ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଦେଖିବାକୁ ମିଳିଛି । ମିଳିଥିବା ସୂଚନା ମୁତାବକ ନୟାପଲ୍ଲୀରେ ନିଜର ଦୁଇ ପିଲା ଓ ସ୍ତ୍ରୀ ସହ ରୁହନ୍ତି ଢେଙ୍କାନାଳର ରାମହରି ପ୍ରଧାନ(ଛଦ୍ମନାମ) ।୩ […]Continue Reading
Odisha News
ଭୁବନେଶ୍ୱର,୧୨/୭: ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ଗତକାଲିଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି। ଫଳରେ ମୃତକଙ୍କ ସମୁଦାୟ ସଂଖ୍ୟା ୪ରେ ପହଞ୍ଚିଛି।ମୃତକମାନେ ହେଲେ ଆର୍ଯ୍ୟନ, ଅବିନାଶ, ରୋହିତ ଏବଂ ପ୍ରତୀକ। ଆର୍ଯ୍ୟନ ଙ୍କ ଘର ଜାମସେଦପୁରରେ ହୋଇଥିବା ବେଳେ ରୋହିତଙ୍କ ଘର ବାଲେଶ୍ୱରରେ । ଅବିନାଶ ଏବଂ ପ୍ରତୀକଙ୍କ ଘର କଟକରେ ବୋଲି ଜଣାଯାଇଛି।ଅଗ୍ନିଶମବାହିନୀ, ଭୁବନେଶ୍ୱର ଷ୍ଟ୍ରାଇକିଂ ଫୋର୍ସ ଏବଂ ଓଡ୍ରାଫ୍ର ୩୦ ଜଣ Continue Reading
Odisha News
ଭୁବନେଶ୍ୱର,୧୧/୭: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବି ସୃଷ୍ଟି ହୋଇଛିା ରାଜ୍ୟ ସରକାର ମୋଟ ୯୦୨ଟି ପଦବି ତିଆରି କରିଛନ୍ତିା ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛିା ଖୁବ୍ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବି ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍, ୧୦୬ ଆସିଷ୍ଟାଣ୍ଟ୍ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବି Continue Reading