ଭୁବନେଶ୍ବର,୧୦/୭ : ନବମ, ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ପୋଷାକ ଓ ଜୋତା-ମୋଜା। ସମସ୍ତ ସରକାରୀ ହାଇସ୍କୁଲ୍ ତଥା ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲ୍ରେ ପଢ଼ୁଥିବା ଛାତ୍ରଛାତ୍ରୀ ଏଥିରେ ସାମିଲ କରାଯିବ। ‘ମୁଖ୍ୟମନ୍ତ୍ରୀ ପରିଧାନ’ ଯୋଜନାରେ ହାଇସ୍କଲ୍ ଛାତ୍ରଛାତ୍ରୀ ଏହି ସୁବିଧା ପାଇବେ। ଚଳିତ ଶିକ୍ଷାବର୍ଷରୁ ଏହାକୁ କାର୍ୟ୍ୟକାରୀ କରାଯିବ।ଏସଂକ୍ରାନ୍ତରେ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଅବଗତ କରାଯାଇଛି। ସ୍କୁଲ୍ ୟୁନିଫର୍ମ ଓ Continue Reading
ଭୁବନେଶ୍ୱର,୧୦/୭: ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ଏକ ସରକାରୀ ମେଡ଼ିସିନ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି କ୍ଷ ଗତକାଲି ବିଳମ୍ବିତ ରାତିରେ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛିା ଏହି ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ଗୋଦାମ ଜଳି ପୋଡ଼ି ପାଉଁଶ ହୋଇ ଯାଇଥିବା ବେଳେ ତା’ ଭିତରେ ଥିବା ଲକ୍ଷାଧୀକ ଟଙ୍କାର ଔଷଧ ଜଳି ଯାଇଛି।ଗତକାଲି ରାତି ପ୍ରାୟ ସାଢ଼େ ୧୧ଟା ବେଳେ ମେଡ଼ିସିନ ଗୋଦାମଟି ହଠାତ୍ Continue Reading
ଭୁବନେଶ୍ୱର,୯/୭: ଏସଟିଏଫ୍ ଓ ଖୋର୍ଦ୍ଧା ଜିଲ୍ଲା ପୁଲିସର ମିଳିତ ଚଢ଼ଉ କରାଯାଇ ୧୧୦୦ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଜଣାଯାଇଛି। ସିମର-ବାଙ୍କି ରାସ୍ତାରେ ଥିବା ଓସ୍ତାପୁର ନିକଟରୁ ଉକ୍ତ ବ୍ରାଉନସୁଗାର ଜବତ ହୋଇଛି ଏବଂ ଜଣେ ଡ୍ରଗ୍ ବେପାରୀ ସୁରେଶ କୁମାର ମହାପାତ୍ର ଓରଫ ସୁରିଆକୁ ଧରିଛନ୍ତି।ଖୋର୍ଦ୍ଧା ଜିଲ୍ଲା ବାଘମାରିର ମହେଶ୍ବର ମହାପାତ୍ରଙ୍କ ପୁଅ ସୁରେଶ କୁମାର ମହାପାତ୍ର ଗତକାଲି Continue Reading
ଭୁବନେଶ୍ୱର,୯/୭: ଓଟିପି ସେୟାରିଂ ଅଭିଯୋଗର ତଦନ୍ତ ପାଇଁ ଭୁବନେଶ୍ୱରରେ ବିଳମ୍ବିତ ରାତିରେ ପହଞ୍ଚିଛି ଏନଆଇଏ ଓ ଆଣ୍ଟି ଟେରରିଷ୍ଟ ସ୍କ୍ୱାଡ୍ (ଏଟିଏସ୍)।ଆଜି ଏସଟିଏଫ୍ କାର୍ଯ୍ୟାଳୟରେ ଅଭିଯୁକ୍ତ ମୁମ୍ବାଇର ଅଭିଜିତ ସଞ୍ଜୟ ଜୁମ୍ବେରକୁ ଜେରା କରାଯିବ ବୋଲି ଜଣାଯାଇଛି। ସଞ୍ଜୟ ଜୁମ୍ବେରକୁ ୪ ଦିନିଆ ରିମାଣ୍ଡରେ ନେଇଛି ଆଣ୍ଟି ଟେରରିଷ୍ଟ ସ୍କ୍ୱାଡ୍। ଓଟିପି ସେୟାରିଂର ଗୁମର ଖୋଲିବ ବୋଲି ଆଶା କରାଯାଉଛି।ସୂଚନାଯୋଗ୍ୟ, ଆଜି ହେଉଛି ରିମାଣ୍ଡରେ ଦ୍ବିତୀୟ Continue Reading
ଭୁବନେଶ୍ବର,୮/୭: ରାଜ୍ୟରେ କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ୟ୍ୟକ୍ରମ ଗୁଡ଼ିକରେ କଳାକାରମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡ଼ାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ପ୍ରକାଶଯୋଗ୍ୟ ଯେ, ସୂଚନା Continue Reading
ଭୁବନେଶ୍ବର,୭/୭: ଟିକସ ଫାଙ୍କିବା ଅଭିଯୋଗରେ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗ ବୁଧବାର ଠାରୁ ଚଢ଼ଉ ଚାରି ରଖିଛି। ଏହି କ୍ରମରେ ଆୟକର ବିଭାଗର ୭ଟି ଟିମରେ ସାମିଲ ହୋଇଥିବା ଅଧିକାରୀ ଓ କର୍ମଚାରୀମାନେ ଶୁକ୍ରବାର ତୃତୀୟ ଦିନରେ ମଧ୍ୟ ଚଢ଼ଉ ଜାରି ରଖିଛନ୍ତି।ଅଧିକାରୀମାନେ ଡିଏନ୍ ଗ୍ରୁପ ସହିତ ଜଡ଼ିତ ବ୍ୟକ୍ତିମାନଙ୍କୁ ପଚରାଉଚରା କରୁଛନ୍ତି। ଡିଏନ୍ ଗ୍ରୁପରର ମାଲିକ ଓ ସହଯୋଗୀଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚରା ଜାରି ରହିଛି। ତୃତୀୟ Continue Reading
ଭୁବନେଶ୍ବର,୭/୭: ରାଜ୍ୟର ୯ ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀଙ୍କ ବିରୋଧରେ ସରକାର କଡ଼ା କାର୍ଯ୍ୟା ନୁଷ୍ଠାନ ଗ୍ରହଣ କରିଥିବା ଜଣାଯାଇଛି। ଏମାନଙ୍କ ଭିତରୁ ୩ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ, ୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରିଛନ୍ତି ରାଜ୍ୟ ସରକାର।ରାଜ୍ୟ ସରକାର ପୁଣି ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କରିଛନ୍ତି। ଏଥିରେ ବିଭିନ୍ନ କ୍ଷେତ୍ରର ଅଧିକାରୀ, ଯଥା – Continue Reading
ଭୁବନେଶ୍ବର,୭/୭: ଆଜିଠାରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହୋଇଛି। ୭ରୁ ୧୩ ତାରିଖ ଯାଏ ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଏହି ନାମଲେଖା ପ୍ରକ୍ରିୟା ଜାରି ରହିବ। ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଏହି ନାମଲେଖା ପ୍ରକ୍ରିୟା ରେ ସୁଯୋଗ ମିଳିବ। ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ […]Continue Reading
– It includes India’s first-ever10 ton electric forklift, deployed at the company’s operations in Jharsuguda, Odisha – EV fork lift fleets now introduced at company’s BALCO (Chhattisgarh) and Lanjigarh (Odisha) units as well By Dr Rama Chandra Behera Bhubaneswar, July 6 : Vedanta Aluminium, India’s largest producer of aluminium, now hosts India’s largest Continue Reading
ଭୁବନେଶ୍ୱର,୬/୭ : ଭୁବନେଶ୍ୱର ସ୍ଥିତ ଚନ୍ଦକା ଥାନା ସୁନ୍ଦରପୁର ଅଞ୍ଚଳର ଏକ ଘରୋଇ ସ୍କୁଲର ୨ ଛାତ୍ର ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ବେଳେ ଟିଟିଲାଗଡ଼ରୁ ସେମାନଙ୍କୁ ଉଦ୍ଧାର କରିଥିଲା ପୁଲିସ୍।ମାତ୍ର ସେମାନଙ୍କୁ ଟିଟାଲଗଡ଼ରୁ କାର୍ ଯୋଗେ ଭୁବନେଶ୍ୱର ଅଣାଯାଉଥିବା ବେଳେ ଉକ୍ତ କାର୍ ଦୁର୍ଘଟଣାର ଶିକାର ହୋଇଥିବା ଜଣାଯାଇଛି। ତେବେ ଏହି ଦୁର୍ଘଟଣାରେ କେହି ଗୁରୁତର ହୋ ନ ଥିବା ଜଣାଯାଇଛି।ନିଖୋଜ ଛାତ୍ର ଦ୍ୱୟ ହେଲେ ସୋନୁ କୁମାର ଓ ପୃଥ୍ୱୀରାଜ ପ୍ରଧାନ। ସେମାନେ Continue Reading




