ଭୁବନେଶ୍ୱର,୨୦/୯ : ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳକୁ ଲାଗି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଏବଂ ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଏଥିମଧ୍ୟରୁ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୮ଟି ଜିଲ୍ଲାରେ ପ୍ରବଳ Continue Reading
ଭୁବନେଶ୍ୱର , ୧୯/୯: ଆଜି ହେଉଛି ଗଣେଶ ପୂଜା। ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଗଣେଶଙ୍କର ପୂଜା କରାଯାଏ। ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ।ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ପୂଜା ମଣ୍ଡପ ଗୁଡିକୁ ଏଥିପାଇଁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଗଣେଶ ପୂଜାକୁ ନେଇ ଉତ୍ସବମୁଖର ପରିବେଶ । ଅନୁଗୁଳର ତାଳଚେର,ଭୁବନେଶ୍ୱର,କଟକ, ରାଉରକେଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଡ଼ ବଡ଼ ମେଢ଼ ଓ ତୋରଣ ନିର୍ମାଣ ହୋଇଛି Continue Reading
By Sasmita Sai Bhubaneswar, Sept 18 : One Week One Lab programme is held from 11th to 16th September 2023, aimimg to create awareness about the available technologies, in the areas of Minerals, Materials and Environmental Sustainability, and services present at CSIR-IMMT among potential stakeholders. Day 6 of OWOL specifically honoured the Research scholars of […]Continue Reading
ଭୁବନେଶ୍ୱର,୧୭/୯: ନୂଆଦିଲ୍ଲୀରେ ବଡ଼ ଭଉଣୀ ଗୀତା ମେହେଟାଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣମାଧ୍ୟମକୁ ଭଉଣୀ ଗୀତା ମେହେଟାଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ଆଜି ସକାଳୁ ଗୀତାଙ୍କ ଶେଷ ଦର୍ଶନ କରିବାକୁ ଦିଲ୍ଲୀ ଅଭିମୁଖେ ବାହାରିଥିଲେ। ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ, ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯାଇଥିଲେ।ସେଠାରୁ ଗୀତାଙ୍କ ବାସଭବନରେ ପହଞ୍ଚି Continue Reading
ଭୁବନେଶ୍ବର,୧୭/୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ପ୍ରସିଦ୍ଧ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଗୀତା ମେହେଟାଙ୍କର ଶନିବାର ରାତିରେ ଦିଲ୍ଲୀସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି।ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା। ଗୀତାଙ୍କ ଶେଷ ଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯିବେ ବୋଲି ଜଣାପଡ଼ିଛି। ୧୯୪୩ ମସିହାରେ ନୂଆଦିଲ୍ଲୀରେ ଜନ୍ମିତ ଗୀତା ହେଉଛନ୍ତି ପୂର୍ବତନ Continue Reading
ଭୁବନେଶ୍ୱର,୧୬/୯: ରାଜ୍ୟର ଜଣାଶୁଣା ରିଅଲ ଇଷ୍ଟେଟ ବ୍ୟବସାୟୀ ତଥା ଜେଡ୍ ୱାନର ମାଲିକ ତପନ ମହାନ୍ତି ଓ ତାଙ୍କ ପୁଅଙ୍କୁ ଆଜି ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) ୩ ଘଣ୍ଟା ଜେରା କରିଛି।ମିଳିଥିବା ସୂଚନା ଅନୁଯାୟୀ, ଜେଡ୍ ୱାନ୍ର ରଘୁନାଥପୁର ସ୍ଥିତ ଆପାର୍ଟମେଣ୍ଟନର ଓନର ଆସୋସିଏସନ୍ ତାଙ୍କ ନାଁରେ ଇନଫୋସିଟି ଥାନାରେ ଏତଲା ଦେଇଥିଲା। ଆପାର୍ଟମେଣ୍ଟ ନିର୍ମାଣ ବେଳେ ଅନେକ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଥିଲା।ଯେଉଁ ସ୍ଥାନରେ ନିର୍ମାଣ Continue Reading
ଭୁବନେଶ୍ବର,୧୬/୯ : ଆଗକୁ ହେବାକୁ ଥିବା ବାଚସ୍ପତି ନିର୍ବାଚନକୁ ନେଇ ବହୁ ବାଦବିବାଦ ପରେ ଶେଷରେ ନିର୍ବାଚନ ତାରିଖ ବଦଳାଯାଇଛି। ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ପଶ୍ଚିମ ଓଡ଼ିଶାବାସୀଙ୍କ ନୂଆଁଖାଇ ପର୍ବ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।ନୂଆଁଖାଇ ହେଉଛି ପଶ୍ଚିମ ଓଡ଼ିଶାର ସବୁଠାରୁ ବଡ଼ ପର୍ବ । ଦୁଇ ଦିନ ନୂଆଁଖାଇ […]Continue Reading
ଭୁବନେଶ୍ୱର,୧୫/୯ : ରାଜ୍ୟରେ ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ଆଜି ନୂଆ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।୨୦୨୩-୨୪ ଖରିଫ ବିପଣନ ବର୍ଷରେ ମୋଟ ୫୪ଲକ୍ଷ ମେଟ୍ରିକ ଟନ୍ ଚାଉଳ(୭୯ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ କରାଯିବ। ଖରିଫ ବର୍ଷ-୨୦୨୨-୨୩ରେ ମୋଟ ୭୯.୧୬ଲକ୍ଷ ମେଟ୍ରିକ ଟନ୍ ଧାନ(୫୩.୫୭ ଲକ୍ଷ ମେଟ୍ରିକ ଟନ୍ ଚାଉଳ) ସଂଗ୍ରହ କରାଯାଇଥିଲା ।ସେହିପରି ରାଜ୍ୟରେ ପୂର୍ତ୍ତ ଓ ଗ୍ରାମ୍ୟ […]Continue Reading
BY SASMITA SAI Bhubaneswar, 14 Sept, 2023: As per the Ministry of Earth Sciences, Govt. of India, the Blue Economy is defined as a “subset of the national economy comprising the entire system of oceanic resources and man-made economic infrastructure in marine, maritime, and onshore coastal zones within India’s legal jurisdiction. These resources aid in Continue Reading
ଭୁବନେଶ୍ୱର,୧୪/୯: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ମଙ୍ଗଳବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ବୁଧବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଆସନ୍ତା Continue Reading




