ଭୁବନେଶ୍ୱର , ୩୧/୧୦ : ନୂଆପଡ଼ା ଉପନିର୍ବାଚନ ପାଇଁ ଜିଲ୍ଲାରେ ଗାଁ ଠୁ ସହର ଚଳଚଞ୍ଚଳ ହୋଇଛି। ଦିନ ରାତି ଏକ କରି ତିନି ପ୍ରମୁଖ ଦଳ ଏବେ ଜୋରସୋରରେ ପ୍ରଚାର ଚଳାଇଛନ୍ତି। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ନିଜ ସମର୍ଥକଙ୍କ ସହ ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କ ନିକଟତର ହେବାକୁ ପ୍ରୟାସ ରଖିଛନ୍ତି।ଏହାରି ଭିତରେ ଏବେ ସ୍ନେହାଙ୍ଗିନୀଙ୍କ ପାଇଁ ସିଧାସଳଖ ପ୍ରଚାର ମୈଦାନକୁ ଓହ୍ଲାଇବାକୁ ଯାଉଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୩ ନଭେମ୍ବର Continue Reading




