ଭୁବନେଶ୍ବର,୨୭/୬ : ସୋମବାର ଦିନ ରାଜ୍ୟରେ ଦିନତମାମ ବର୍ଷା ଜାରି ରହିଛି। ସକ୍ରିୟ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଥିବା ତଥା ୧.୫ କିମି ଉଚ୍ଚତା ଯାଏ ସକ୍ରିୟ ଥିବା ନିମ୍ନଚାପରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୋମବାର ଦିନତମାମ ବର୍ଷା ଲାଗି ରହିଥିଲା।ଅନ୍ୟପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧.୭ ମିମି ବର୍ଷା ରେକର୍ଡ Continue Reading
ଭୁବନେଶ୍ୱର,୨୬/୬ : ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱର ଅଞ୍ଚଳରେ ବୁଲୁଥିଲେ ୫ ନାଗା ସାଧୁ । ସେମାନଙ୍କୁ ଜବଦସ୍ତି ଉଠାଇ ଆଣିଲା କମିଶନରେଟ୍ ପୁଲିସ୍। ଲୁଟ୍ ସନ୍ଦେହରେ ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।ଏଥିସହ ସେମାନେ ବ୍ୟବହାର କରୁଥିବା ଗୋଟିଏ ବୋଲେରୋକୁ ମଧ୍ୟ ପୁଲିସ ଜବତ କରିଛି। ତେବେ ଅଟକ ଥିବା ବାବାମାନେ, ରଘୁନାଥପୁର ଲୁଟ୍ରେ ସମ୍ପୃକ୍ତି ଅଛନ୍ତି କି ନାହିଁ, ତାହା ଜଣାପଡ଼ି ନାହିଁ।୩ରୁ ୪ ଦିନ ତଳେ ନାଗା ସାଧୁ ବେଶରେ କିଛି ବାବା Continue Reading
ଭୁବନେଶ୍ୱର,୨୫/୬: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ରବିବାର) ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତି Continue Reading
ଭୁବନେଶ୍ୱର,୨୫/୬: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଜ୍ଝ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଜ୍ଝ ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାରେ ବର୍ଷା ବଢ଼ିବ।ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି Continue Reading
ଭୁବନେଶ୍ୱର, ୨୪/୬: ବିଦ୍ୟୁତ ଦେୟ ନିୟମରେ ବଡ଼ ପରିବର୍ତ୍ତନ। ଏଣିକି ଦିନର ଅଲଗା ଅଲଗା ସମୟ ପାଇଁ ଉପଭୋକ୍ତାଙ୍କୁ ଗଣିବାକୁ ପଡ଼ିବ ଭିନ୍ନ ଭିନ୍ନ ବିଦ୍ୟୁତ ଦେୟ। ଏଥିପାଇଁ ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମକୁ ସଂଶୋଧନ କରି ନୂଆ ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ- ୨୦୨୩ ନେଇ ଗେଜେଟ ବିଜ୍ଞପ୍ତି ଜାରି କରିଛି କେନ୍ଦ୍ର ଶକ୍ତି ମନ୍ତ୍ରାଳୟ।ବିଜ୍ଞପ୍ତି ଅନୁସାରେ, ୨୦୨୪ ଏପ୍ରିଲ ପହିଲାରୁ ୧୦ କିଲୋୱାଟ୍ରୁ ଅଧିକ ବିଜୁଳି ବ୍ୟବହାର କରୁଥିବା ବାଣିଜ୍ୟିକ ଓ Continue Reading
ଭୁବନେଶ୍ବର/ରାୟଗଡ଼ା,୨୪/୬: ପତ୍ନୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଶନିବାର ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ଶ୍ରୀ ଗମାଙ୍ଗଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ମଙ୍ଗଳବାର ଦିନ ଅଦାଲତ ଏହି ମାମଲାର ଦଣ୍ଡ ଘୋଷଣା କରିବେ ବୋଲି Continue Reading
ଭୁବନେଶ୍ବର,୨୪/୬: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ।ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରାଯାଇଥିଲା। ପ୍ରଶାନ୍ତ କୁମାର ରାଉତଙ୍କର ୫ କୋଟିରୁ ଅଧିକ ପରିମାଣର ହିସାବ ବହିର୍ଭୂତ ସଂପତ୍ତି ଅଛି। ନିଜ ଆୟଠାରୁ ପ୍ରଶାନ୍ତଙ୍କ ୫୦୦ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି। ଏନେଇ Continue Reading
ଭୁବନେଶ୍ୱର,୨୪/୬ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି। ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ଏହି ସୂଚନା ଦେଇଛନ୍ତି। ସମସ୍ତ ୩୦ ଜିଲ୍ଲାରେ ମୌସୁମୀ ସକ୍ରିୟ, ୨୮ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି Continue Reading
By Puja Mishra Bhubaneswar,June 24: BHUBANESHWAR KNIGHTS ROUND TABLE 230 & BHUBANESHWAR QUEENS LADIES CIRCLE 130 organised a “Flight of Fantasy “for 20 students (14 Girls & 6 Boys) & 4 teachers of Vivekananda Shikshya Kendra School. Children today met the Honorable Governor Orissa at Governor House where Honorable Governor interacted with students and motivated Continue Reading
ଭୁବନେଶ୍ବର/କେନ୍ଦ୍ରାପଡ଼ା,୨୩/୬: ଗତ ୨୦ ତାରିଖ ଦିନ ଭୁବନେଶ୍ବରରେ ଜଣେ ଯୁବତୀଙ୍କୁ ଛୁରୀ ଭୁସି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ରମେଶ ବାରିକ ଆଜି କେନ୍ଦ୍ରାପଡ଼ାରୁ ଗିରଫ ହୋଇଛି। ପୁଲିସ ଅଭିଯୁକ୍ତ ରମେଶକୁ ଗିରଫ କରିବା ପରେ ଅଧିକ ପଚରାଉଚରା କରୁଛି।ସୂଚନାଯୋଗ୍ୟ, ୨୦ ତାରିଖ ଅର୍ଥାତ୍ ରଥଯାତ୍ରା ଦିନ ଛୁରାମାଡ଼ରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ବୈଜୟନ୍ତୀ ସାହୁ(୨୦)ଙ୍କର ଗୁରୁବାର ଦିନ ମୃତ୍ୟୁ ହୋଇଥିଲା। ଗତ ୧୫ ଦିନ ତଳେ ଜଗତସିଂପୁର ଜିଲ୍ଲା Continue Reading




