Home Posts tagged Bhubaneswar (Page 202)
Odisha News
ଭୁବନେଶ୍ୱର,୧/୯: ରାଜ୍ୟର ସମସ୍ତ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀମାନେ ଏଣିକି ମାଗଣାରେ ପାଠ ପଢ଼ିବେ।ରାଜ୍ୟ ସରକାର ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ଏହି ପିଲାମାନଙ୍କର ସବୁ ଖର୍ଚ୍ଚ ବହନ କରିବେ। ଏସ୍ସି/ଏସ୍ଟି ଛାତ୍ରଛାତ୍ରୀ ସଂପୂର୍ଣ୍ଣ ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପାଠ ପଢିପାରିବେ।ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ଏସ୍ସିଏସ୍ଟି ପିଲାମାନଙ୍କର ପାଠପଢ଼ା ଖର୍ଚ୍ଚ Continue Reading
Odisha News
ଭୁବନେଶ୍ୱର,୧/୯ :ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛନ୍ତି ନୂଆ ଅତିଥି। ଗତକାଲି ନନ୍ଦନକାନ ଚିଡିଆଖାନାକୁ ଏକ ଯୋଡା ଗୋଲ୍ଡେନ୍ ହ୍ୟାଣ୍ଡେଡ୍ ଟାମାରିନ୍ ଏବଂ ସ୍କ୍ବିରେଲ୍ ମଙ୍କି ଅଣାଯାଇଛି।ଉଭୟ ପ୍ରଜାତିରୁ ଗୋଟିଏ ଲେଖାଏଁ ଯୋଡି ଚିଡିଆଖାନାରେ ଛଡାଯାଇଛି।ହାଇଦ୍ରାବାଦରୁ ଏମାନଙ୍କୁ ଅଣାଯାଇଥିବା ବେଳେ ଆସନ୍ତା ୧ ମାସ ପର୍ଯ୍ୟନ୍ତ କ୍ୱାରେଣ୍ଟିନରେ ରଖାଯିବ। ତା’ ପରେ ଖୁଆଡ ଭିତରକୁ ଛଡାଯିବ।ତେବେ ଉଭୟ ଗୋଲଡେନ୍ ହ୍ୟାଣ୍ଡେନ୍ ଟାମାରିନ ଏବଂ ସ୍କ୍ବିରେଲ୍ ମଙ୍କି Continue Reading
Odisha News
ଭୁବନେଶ୍ୱର,୩୧/୮: ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଥିଲା ବାଚସ୍ପତି ପଦ। କିଏ ବାଚସ୍ପତି ହେବ ଓ କେବେ ନିର୍ବାଚନ ହେବ ତାକୁ ନେଇ ଜାରି ରହିଥିଲା କଳ୍ପନାଜଳ୍ପନା। ଏଥିରେ ଆଜି ଅନ୍ତ ଘଟିଛି।ଆସନ୍ତା ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି।ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି […]Continue Reading
Odisha News
ଭୁବନେଶ୍ୱର,୩୧/୮ : ଏଣିକି ୧୨ ଘଣ୍ଟାର ଯାତ୍ରା ଗୋଟିଏ ଘଣ୍ଟାରେ ଶେଷ ହେବ । ଆଖି ପିଛୁଳାକେ ଭୁବନେଶ୍ୱରରୁ ଯାଇ ଆଦିବାସୀ ଅଧ୍ୟୁଷିତ କଳାହାଣ୍ଡି ଜିଲ୍ଲାରେ ପହଞ୍ଚି ହେବ । କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ସାକାର ହୋଇଛି। ଆଜି ଭୁବନେଶ୍ୱରରୁ କଳାହାଣ୍ଡିକୁ ବିମାନ ସେବାର ଶୁଭାରମ୍ଭ ହେଲା ।କେନ୍ଦ୍ର ସରକାରଙ୍କ ଉଡ଼ାଣ ଯୋଜନାରେ ରାଜଧାନୀ ଭୁବନେଶ୍ୱରରୁ କଳାହାଣ୍ଡି ଜିଲାର ବହୁ ପ୍ରତିକ୍ଷିତ ଉତକେଲା ଏୟାରପୋର୍ଟକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। Continue Reading
Odisha News
ଭୁବନେଶ୍ୱର,୨୯/୮: ଗତକାଲି ଭଳି ଆଜି ବି ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମହାପ୍ରଭୁ ଲିଙ୍ଗରାଜଙ୍କ ପବିତ୍ରାରୋପଣ ବା ପଇତା ଲାଗି ନୀତି କିଏ କରିବେ? ବଡୁ ନିଯୋଗ ନା ପୂଜାପଣ୍ଡା ? ୨୦୨୦ ମସିହାରୁ ଲାଗି ରହିଥିବା ଏହି ବିବାଦର ସମାଧାନ ହୋଇପାରୁନାହିଁ।ଫଳରେ ଗତ ତିନି ବର୍ଷ ହେବ ମନ୍ଦିରରେ ପବିତ୍ରାରୋପଣ ନୀତି ସମ୍ଭବ ହେଉନାହିଁ। ଚଳିତ ବର୍ଷ ମଧ୍ୟ ଏହି କାରଣରୁ ପୂର୍ବ ବର୍ଷମାନଙ୍କ ପରି ଗତକାଲି ସଂଧ୍ୟାରୁ ପ୍ରଭୁଙ୍କ ନୀତିକୁ ବନ୍ଦ କରି Continue Reading
Odisha News
ଭୁବନେଶ୍ବର,୨୯/୮: ଚଳିତ ଅଗଷ୍ଟରେ ଗତ ୧୨୩ ବର୍ଷରେ ସବୁଠାରୁ କମ୍ ବର୍ଷା ରେକର୍ଡ ହୋଇଛି। ଯେମିତି ଧାରା ଶ୍ରାବଣ ଏବେ ଗୋଟିଏ ପ୍ରକାର ଆଈ ମା’ କାହାଣୀ ପାଲଟିଛି। ଚାଷ ପାଇଁ ଗୁରୁତ୍ବପୂର୍ଣ୍ଣ ମାସ ହେଉଛି ଅଗଷ୍ଟ।ହେଲେ ଏହି ମାସରେ ବି ବର୍ଷା ଉଭାନ। ବର୍ତ୍ତମାନ ସୁଦ୍ଧା କିଛି ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଓ ଆଉ କିଛି ଅଞ୍ଚଳରେ ବର୍ଷାର ଆବଣ୍ଟନରେ ଅସମାନତା ଚାଷ ପାଇଁ ବିପଦ ସୃଷ୍ଟି କରିଥିବା ବେଳେ ଗୋଟିଏ ସାଂଘାତିକ ଖବର ସାମ୍ନାକୁ […]Continue Reading
Odisha News
ଭୁବନେଶ୍ୱର,୨୮/୮ : ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପରେ ଭଲ ପ୍ରଦର୍ଶନ କରିଥିବା ଜାଭଲିନ ଥ୍ରୋୟର କିଶୋର ଜେନାଙ୍କୁ ପୁରସ୍କାର ସ୍ୱରୂପ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି।ରାଜ୍ୟର ପ୍ରଥମ ବ୍ୟକ୍ତି ଭାବେ ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପରେ ଭାଗ ନେଇଥିଲେ କିଶୋର ଜେନା। ସେ ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଥିଲେ। ଗତକାଲି ଅନୁଷ୍ଠିତ ହୋଇଥିଲା ଫାଇନାଲ।ପଦକ ଜିତି ପାରି ନଥିଲେ ମଧ୍ୟ ସେ ନିରାଶ Continue Reading
Odisha News
ଭୁବନେଶ୍ୱର,୨୮/୮: ଜାଗା ମିଶନ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି। ରାଜ୍ୟର ୫ଟି ମହାନଗର ନିଗମର ୬୫ ହଜାର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ମିଳିବ।ଭୁବନେଶ୍ୱର, ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲା ଆଦି ୫ ମହାନଗର ନିଗମର ୮୭୫ ବସ୍ତିର ଲୋକଙ୍କୁ ଲ୍ୟାଣ୍ଡ ରାଇଟ୍ ସାର୍ଟିଫିକେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭୂମିହୀନଙ୍କୁ Continue Reading
Odisha News
ଭୁବନେଶ୍ଵର,୨୫/୮: ଓଡ଼ିଶାରେ ଏବେ ୭୦ ପ୍ରତିଶତ ଡେଙ୍ଗୁ ଭୂତାଣୁ D-2 ଭାରିଆଣ୍ଟ। ୨୮ ପ୍ରତିଶତ D-1ଭାରିଆଣ୍ଟର। ନିକଟରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଡେଙ୍ଗୁ ରୋଗୀଙ୍କ ନମୂନାର ସିରୋଟାଇପ୍ ପରୀକ୍ଷାରୁ ଏହା ଜାଣିବାକୁ ପାଇଛି ଜଗଜଉ ଭୁବନେଶ୍ଵର। ଏନେଇ ସୂଚନା ଦେଇଛନ୍ତି RMRCନିର୍ଦ୍ଦେଶିକା ଡାକ୍ଟର ସଂଘମିତ୍ରା ପତି।ଡାକ୍ତର ପତି କହିଛନ୍ତି କହିଛନ୍ତି RMRC ହସ୍ପିଟାଲରେ ଏବେ ଚିକିତ୍ସିତ ଡେଙ୍ଗୁ ରୋଗୀଙ୍କ ସିରୋଟାଇପିଙ୍ଗ୍ କରାଯାଉଛି। ଯେଉଁଥିରୁ କେଉଁ Continue Reading