ଭୁବନେଶ୍ୱର,୩୧/୫ : ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ରେଜଲ୍ଟ ଘୋଷଣା କରିଛନ୍ତି। ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି। ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି।ରେଜଲ୍ଟ ଘୋଷଣା ପରେ ଛାତ୍ରଛାତ୍ରୀ ମାନେ Continue Reading
ଭୁବନେଶ୍ବର,୩୦/୫: ଜଳୁଛି ସାରା ଓଡ଼ିଶା। ପ୍ରବଳ ଖରାରେ ଭାଜି ହେଉଛନ୍ତି ଲୋକେ। ଗରମ ପବନରେ ଛଟପଟ ହେଉଛନ୍ତି ଜନତା। ଗ୍ରୀଷ୍ମ ପ୍ରବାହ କାରଣରୁ କେବଳ ପଶ୍ଚିମ ଓଡ଼ିଶା ନୁହେଁ। ବରଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ଲୋକେ ଖରାରେ ଛଟପଟ ହେଉଛନ୍ତି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।ସକାଳ ୮ଟା ହୋଇଯିବା ମାତ୍ରେ ନିଦାଘ ମାଡ଼ି ଆସୁଛି। ଅପରାହ୍ଣ ୪ଟା ଯାଏଁ ତାପମାତ୍ରା ଲୋକଙ୍କୁ କଲବଲ କରୁଛି। ପଶ୍ଚିମଓଡ଼ିଶାରେ ସ୍ଥିତି ଆହୁରି ଖରାପ। ଶୀତଳଷଷ୍ଠୀ ପର୍ବ Continue Reading
ଭୁବନେଶ୍ୱର,୨୯/୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସରକାର ସହାୟତା ଯୋଗାଇ ଦେବେ। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ Continue Reading
ଭୁବନେଶ୍ବର,୨୮/୫: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ ହୋଇଥିଲା।ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଚିରଞ୍ଜୀବ ବିଶ୍ୱାଳ କହିଥିଲେ, ଯିଏ ପିସିସି ସଭାପତି ହେବ ସେ ଆଉ କାହାକୁ ପଚାରିବେନି। ୨୦୨୪ Continue Reading
ଭୁବନେଶ୍ବର,୨୮/୫: ବିଳମ୍ବିତ ରାତିରେ ରାଜଧାନୀର ନାଇଟ କ୍ଳବ, ବାର ଓ ହୋଟେଲରେ କମିସନରେଟ ପୁଲିସ ଚଢ଼ଉ କରିଥିଲା। ଇନ୍ଫୋସିଟି ଓ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ସମସ୍ତ ବାର, ନାଇଟ କ୍ଳବ ଓ ହୋଟେଲରେ ଚଢ଼ଉ କରାଯାଇଥିଲା। ସ୍ୱତନ୍ତ୍ର ୨ଟି ପୁଲିସ ଟିମ, ତିନି ପ୍ଲାଟୁନ ପୁଲିସ ଫୋର୍ସ, ସିଟିଏସ ଫୋର୍ସ, ଟିମ -୬୦ ଏବଂ ବରିଷ୍ଠ ଅଧିକାରୀ।ଅବକାରୀ ଆଇନ ଅନୁଯାୟୀ, ଯେଉଁମାନେ ବିଳମ୍ବିତ ସମୟ ପର୍ୟ୍ୟନ୍ତ ବାର, ହୋଟେଲ ଓ ନାଇଟ କ୍ଳବ ଚଳାଉଥିଲେ ସେହି ସବୁ […]Continue Reading
ଭୁବନେଶ୍ବର,୨୭/୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ରାଜ୍ୟର ମହିଳାମାନେ ଆତ୍ମନିର୍ଭରଶୀଳ ଓ ସ୍ବାବଲମ୍ବୀ ହୋଇପାରିଛନ୍ତି। ମିସନ ଶକ୍ତି ଗ୍ରୁପ୍ ଓ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)ର ମା’ମାନଙ୍କୁ ଆର୍ଥିକ ବର୍ଷ ୨୦୨୨-୨୩ରେ ୧୧ ହଜାର କୋଟିରୁ ଊର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଶନିବାର ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।ମିସନ ଶକ୍ତି Continue Reading
ଭୁବନେଶ୍ବର,୨୭/୫: ସରକାରୀ କାର୍ଯ୍ୟରେ ଅବହେଳା ଯୋଗୁଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଣୁ ୨୨୩ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।ସୂଚନା ଅନୁଯାୟୀ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ Continue Reading
ଭୁବନେଶ୍ବର,୨୬/୫: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ଭୁବନେଶ୍ବରରେ ଦଲାଲି କରୁଥିବା ପଶ୍ଚିମବଙ୍ଗର ଦୁଇ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଏହି ୨ ଅଭିଯୁକ୍ତ ଖଣ୍ଡଗିରି ଅଞ୍ଚଳରେ ଘର ଭଡ଼ା ନେଇ ରୋଗୀଙ୍କୁ ଟାର୍ଗେଟ କରୁଥିଲେ। ସାହାଯ୍ୟ କରିବା ଆଳରେ ରୋଗୀଙ୍କ ସଂପର୍କୀୟଙ୍କ ଠାରୁ ହଜାର ହଜାର ଟଙ୍କା ଠକୁଥିଲେ। ଜଣଙ୍କଠାରୁ ୨ରୁ ୧୦ ହଜାର ପର୍ଯ୍ୟନ୍ତ ଆଦାୟ କରୁଥିଲେ। ଟିକେଟ କରାଇବା ଓ ସୁବିଧାରେ ଚିକିତ୍ସା ପାଇବା ଲୋଭ ଦେଖାଇ ଲୋକଙ୍କ Continue Reading
ଭୁବନେଶ୍ବର,୨୬/୫: ଆଗାମୀ ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ […]Continue Reading
ଭୁବନେଶ୍ବର,୨୫/୫: ମେ ୨୯ ତାରିଖରୁ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ ଯୁକ୍ତ ଦୁଇ Continue Reading




