ଭୁବନେଶ୍ବର,୨୪/୫: ରାଜଧାନୀ ଭୁବନେଶ୍ବର, କଟକ, ପୁରୀ, ରାଉରକେଲା ଭଳି ଆଗାମୀ ଦିନରେ ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥବା ଲୋକଙ୍କୁ ମୋ ବସ୍ ସୁବିଧା ମିଳିପାରିବ। ଲୋକେ ନିଜ ଗ୍ରାମପଞ୍ଚାୟତ ଠାରୁ ବ୍ଲକକୁ ଯାଉଥିଲେ କମ୍ ଟଙ୍କା ଦେଇ ମୋ ବସ୍ରେ ଯିବା ଆସିବା କରିପାରିବେ। ରାଜ୍ୟ ସରକାର ଏନେଇ ଯୋଜନା ଆରମ୍ଭ କରିଦେଇଛନ୍ତି। ଗ୍ରାମାଞ୍ଚଳରେ ମୋ ବସ୍ ସେବା ନେଇ ପରିବହନ ସଚିବ ଉଷା ପାଢ଼ୀ ସୂଚନା ଦେଇଛନ୍ତି।ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ, ଲୋକଙ୍କୁ Continue Reading
ଭୁବନେଶ୍ବର,୨୪/୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପରିଚାଳିତ ମାଟ୍ରିକ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରି ନଥିବା ପିଲାମାନଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏହା ଆସନ୍ତା ଜୁଲାଇ ୩ ତାରିଖରୁ ଆରମ୍ଭ ହେବ। ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଜାରି ରହିବ। ପରୀକ୍ଷାରେ ସାମିଲ ହେବାକୁ ଚାହୁଁଥିବା ପିଲାମାନଙ୍କୁ ଏଥିପାଇଁ ମେ’ ୨୬ରୁ ଜୁନ୍ ୧ ତାରିଖ ମଧ୍ୟରେ ଫର୍ମ ଫିଲ୍ଅପ୍ କରିବାକୁ ପଡ଼ିବ ବୋଲି ବୋର୍ଡ ସଭାପତି ରାମାଶିଷ Continue Reading
ଭୁବନେଶ୍ବର,୨୪/୫: ରାଜଧାନୀ ଭୁବନେଶ୍ବରର ୟୁନିଟ -୧ ସ୍ଥିତ ଜିଇଡି ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଯାଇଛି । ପାରିବାରିକ କଳହ ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ଅଭିଯୋଗ ହୋଇଛି ଯେ ସୁଶାନ୍ତ ନାୟକକୁ ହତ୍ୟା କରିଛନ୍ତି ସୁଜିତ ନାୟକ। ତେବେ ପୂର୍ବ ଶତ୍ରୁତାକୁ ନେଇ ୩ରୁ ୪ ଜଣ ଯୁବକଙ୍କ ସହାୟତାରେ ଗୋଡ଼େଇ ଗୋଡ଼େଇ ସୁଜିତ ଯୁବକଙ୍କ ହତ୍ୟା କରିଥିବା ବେଳେ ତାଙ୍କ ମୃତଦେହ ଏକ କ୍ବାଟର୍ସ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଛି।ମୃତକ ସୁଶାନ୍ତ Continue Reading
ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଥିବାବେଳେ ଏବେ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି । ସୋମବାର ସକାଳ ୯ଟା ୫୦ ମିନିଟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି […]Continue Reading
ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଜ୍ଝ ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜ୍ଝ ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ […]Continue Reading
ଭୁବନେଶ୍ୱର,୨୧/୫: ଆସନ୍ତା ଜୁନ ମାସରୁ ବନ୍ଦ ହେବ ଊଈଞ ମୋଡ୍। ମଧୁବାବୁ ପେନସନ୍ ଯୋଜନା(ଗଈଚଣ)ରେ ମିଳୁଥିବା ଭତ୍ତା ଆଉ ଆକାଉଣ୍ଟକୁ ଯିବ ନାହିଁ। ଜୁନ ମାସରୁ ଏହା ସମ୍ପୂର୍ଣ୍ଣ କ୍ୟାସ ଆକାରରେ ଦିଆଯିବ। ପ୍ରତି ମାସରେ ୧୫ ତାରିଖରେ ଏହି ଭତ୍ତା ଦିଆଯିବ। ଯେଉଁ ବୃଦ୍ଧ ଓ ବୃଦ୍ଧାମାନେ ଅକ୍ଷମ ଏବଂ ଦିବ୍ୟାଙ୍ଗ ସେମାନଙ୍କୁ ସେମାନଙ୍କ ଘରେ ଦିଆଯିବ ଟଙ୍କା। ଭତ୍ତା ବଣ୍ଟନରେ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ସହଯୋଗ କରିବେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ Continue Reading
ଭୁବନେଶ୍ୱର,୨୧/୫: ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରୁ ଏସଟିଏଫ୍ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବାର ସୂଚନା ମିଳିଛି। ଘଟଣାସ୍ଥଳରୁ ଜଣେ ଡ୍ରଗ୍ ମାଫିଆକୁ ବି ଧରିବାରେ ସଫଳ ହୋଇଛି ଏସଟିଏଫ୍।ସୂଚନା ଅନୁଯାୟୀ, ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରେ ବ୍ରାଉନସୁଗାର ଡିଲ୍ ଚାଲିଥିବା ବେଳେ କମିଶନରେଟ ପୁଲିସ ସହାୟତରେ ଏସଟିଏଫ୍ ଟିମ୍ ଚଢାଉ କରିଥିଲେ। ସେଠାରୁ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ […]Continue Reading
ଭୁବନେଶ୍ବର,୨୧/୫: ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣାର ମାଷ୍ଟରମାଇଣ୍ଡ ପଠାଣିସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକ। ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଦୁଇଜଣଙ୍କୁ ଏସଟିଏଫ୍ ଉଠାଇଥିବା ଜଣାଯାଇଛି। ଏଣେ ଖୁବଶୀଘ୍ର ଫରେନ୍ସିକ ଲ୍ୟାବକୁ ଯିବ ଅଭିଯୁକ୍ତଙ୍କ ମୋବାଇଲ। ଏନଆଇଏ ଓ ଆଇବିକୁ ଏସଟିଏଫ୍ ସମସ୍ତ ତଥ୍ୟ ଦେଇଛି। ଆଇଟି ଏକ୍ସପର୍ଟ ଆବଶ୍ୟକସ୍ଥଳେ ସୋସିଆଲ ମିଡିଆ ବ୍ୟବହାର ନେଇ ଯାଞ୍ଚ କରିବେ ବୋଲି ସୂଚନା ରହିଛି। ଆଗରୁ ଏହି Continue Reading
ଭୁବନେଶ୍ବର,୨୦/୫: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବି ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ Continue Reading
ଭୁବନେଶ୍ୱର,୨୦/୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ତାରିଖରେ ନିଜ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ । ସମ୍ଭାବ୍ୟ ସମ୍ପ୍ରସାରଣରେ ୪ଜଣ ନୂଆ ମନ୍ତ୍ରୀ ସ୍ଥାନ ପାଇବାର ସମ୍ଭାବନା ରହିଛି । ନବ ଦାସଙ୍କ ହତ୍ୟା ଯୋଗୁ ଗୋଟିଏ ମନ୍ତ୍ରୀପଦ ଖାଲି ପଡ଼ିଥିବାବେଳେ ଅନ୍ୟ ୨ଜଣ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁଙ୍କ ଇସ୍ତଫା ଯୋଗୁ ମୋଟ ୩ଟି ମନ୍ତ୍ରୀ ପଦ ଖାଲି ପଡ଼ିଛି । ଅନ୍ୟ ଜଣେ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କୁହାଯାଇପାରେ ବୋଲି […]Continue Reading




