ଭୁବନେଶ୍ୱର,୯/୫ ଭୁବନେଶ୍ବର: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଏହି ସାକ୍ଷାତ ଅବସରରେ କୌଣସି ପ୍ରକାରର ରାଜନୈତିକ ଆଲୋଚନା ହୋଇନାହିଁ ବୋଲି ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି।ବିହାର ଭବନ ନିର୍ମାଣ ଲାଗି ରାଜ୍ୟ ସରକାର ଦେଢ଼ ଏକର ଜାଗା ବିହାର ସରକାରଙ୍କୁ ମାଗଣାରେ ପ୍ରଦାନ କରିବେ। ବିହାରର ଯେଉଁ ତୀର୍ଥଯାତ୍ରୀ ଜଗନ୍ନାଥ ଦର୍ଶନ କରିବାକୁ ପୁରୀ ଆସୁଛନ୍ତି, Continue Reading
ଭୁବନେଶ୍ବର,୮/୫: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମତ୍ସଜୀବୀମାନେ ଆସନ୍ତା ୯ ତାରିଖ ଠାରୁ ଛୋଟ ଜାହାଜ, ଡଙ୍ଗା ଓ ଟ୍ରେଲର ନେଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଯିବା ପାଇଁ ବାରଣ କରିଛନ୍ତି।ଏସ୍ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ Continue Reading
ଭୁବନେଶ୍ବର,୮/୫: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ପୂର୍ବାହ୍ନ ୮ଟା ପରେ ଓ ଅପରାହ୍ନ ୩ଟା ପୂର୍ବରୁ ବାହାରକୁ ବାହାରିବା ଅସହ୍ୟ ହୋଇପଡୁଛି।ଅସହ୍ୟ ଗୁଳୁଗୁଳି ଓ ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ରାଜଧାନୀବାସୀ। ଆଜି ସକାଳ ୮ଟା ସୁଦ୍ଧା ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୩୧ ଡିଗ୍ରି ଛୁଇଁଛି। ୮୫ ପ୍ରତିଶତ ଆଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ଗତକିଛି ଦିନ Continue Reading
ଭୁବନେଶ୍ୱର,୮/୫: ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଦୈନିକ ୩ଟି ସିଫ୍ଟରେ ପରୀକ୍ଷା ହେବ। ସକାଳ ୯ରୁ ୧୧ ପ୍ରଥମ ସିଫ୍ଟ ଆରମ୍ଭ ହେବ। ସେହିପରି ଦିନ ୧୨ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ସିଫ୍ଟ ଏବଂ ସାଢ଼େ ଅପରାହ୍ନ ୪ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ତୃତୀୟ ସିଫ୍ଟରେ ପରୀକ୍ଷା ହେବ।ପ୍ରଥମ ଦିନ ଲାଟେରାଲ ଏଣ୍ଟ୍ରିଙ୍କ ପାଇଁ ପରୀକ୍ଷା ଥିବା ବେଳେ ଦ୍ୱିତୀୟ ଦିନରେ ଏମସିଏ […]Continue Reading
ଭୁବନେଶ୍ବର,୭/୫: ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ‘ଓଡ଼ିଶା ମୋ ପରିବାର’ ପକ୍ଷରୁ ଜାତିଗତ ହିଂସାରେ ଆକ୍ରାନ୍ତ ମଣିପୁରରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା। ଗତକାଲି ରାତିରେ ସେମାନଂକୁ କୋଲକାତା ଅଣାଯାଇଥିଲା। ଆଜି ପୂର୍ବାହ୍ନରେ ସେମାନେ Continue Reading
ଭୁବନେଶ୍ବର,୭/୫: ମେ ତୃତୀୟ ସପ୍ତାହରେ ମାଟ୍ରିକ ଏବଂ ମେ ଶେଷ ସପ୍ତାହ ସୁଦ୍ଧା ବାହାରିପାରେ + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ। ମନ୍ତ୍ରୀ କହିଛନ୍ତି, ଯଦିଓ ପରୀକ୍ଷାଫଳ ତାରିଖ ନିର୍ଦ୍ଧାରିତ ହୋଇନାହିଁ, କିନ୍ତୁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ। ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି।ଖାତା ଦେଖା ସରିଯାଇ ଆନୁସଙ୍ଗିକ କାମ ଶେଷ ପର୍ଯ୍ୟାୟ Continue Reading
ଭୁବନେଶ୍ବର,୬/୫: ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ବିଶେଷ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମ ଥର ପାଇଁ ସବୁ ବୁଥରେ ହେବ ୱେବକାଷ୍ଟିଂ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ସିଧାସଳଖ ନିର୍ବାଚନ ଅଧିକାରୀ ଦେଖି ପାରିବେ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆହୁରି କହିଛନ୍ତି, ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ୪୦% ସମ୍ବେଦନଶୀଳ ବୁଥ ଅଛି। ଝାରସୁଗୁଡ଼ାରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ Continue Reading
Concentrix to Bring Economic Growth and Job Opportunities to the Region Bhubaneswar, May 5, 2023: The hon’ble Chief Minister of Odisha, Shri. Naveen Patnaik inaugurated a state-of-the-art customer experience center of global customer experience solutions and technology company Concentrix in Bhubaneswar today. With the addition of Bhubaneswar, Concentrix has further Continue Reading
କଟକ,୫/୫: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼।ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର Continue Reading
ଭୁବନେଶ୍ୱର,୫/୫: କେନ୍ଦୁପତ୍ର ହିତାଧିକାରୀଙ୍କୁ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି । ଦ୍ୱିତୀୟ ପର୍ଯ୍ୟାୟ ରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ।ପୂର୍ବରୁ ପ୍ରଥମ ପର୍ଯ୍ୟାୟ ରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟ କୁ ମିଶାଇ Continue Reading




