ଭୁବନେଶ୍ବର/ମାଲକାନଗିରି,୪/୫: ଗତକାଲି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି. ।ଉଲ୍ଲେଖ ଥାଉ କି ଚିତ୍ରକୋଣ୍ଡା ବ୍ଲକ ବଡ଼ପଦର ପଞ୍ଚାୟତ ଅନ୍ତର୍ଗତ ପୋଡ଼ାପଦର Continue Reading
ଭୁବନେଶ୍ବର,୩/୫: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।Continue Reading
BHUBANESWAR,MAY 3 : Odisha Chief Minister Naveen Patnaik on Tuesday chaired a high-level meeting after the India Meteorological Department (IMD) said a cyclonic circulation is likely to develop over the southeast Bay of Bengal around May 6. It added that under the influence of the weather system, a low-pressure area may form over the same […]Continue Reading
ଭୁବନେଶ୍ବର, ୩/୫ : ୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିବା ସହିତ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଏହା ଭିତରେ ସବୁଠାରୁ ଭଲ କଥା ହେଉଛି, ଝିଅମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ପାଇଖାନା ବ୍ୟବସ୍ଥା କରାଯାଇଛି। ଏହା ସ୍କୁଲ ପରିବେଶକୁ ସମସ୍ତଙ୍କ ପାଇଁ ବହୁତ ସହଜ କରିଛି ବୋଲି ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଯୋଗଦେଇ କେତେଜଣ ଛାତ୍ରୀ କହିବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ୫-ଟି ସ୍କୁଲ Continue Reading
Bhuaneswar,May 2 : Dr Ramanuj Narayan, has taken over the charge as the Director of CSIR- IMMT Bhubaneswar. Dr. Ramanuj took over the charge from Dr. G Narahari Sastry, who was in additional charge of the institute besides being the Director of CSIR-NEIST Jorhat. Speaking on this occasion, Dr. Sastry said, It was my pleasure […]Continue Reading
ଭୁବନେଶ୍ବର,୨/୫: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ସବୁ ବିଭାଗକୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍ ସତ୍ୟବ୍ରତ ସାହୁ।ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ। ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ସମୀକ୍ଷା କରି ସାରିଛନ୍ତି। ତେବେ ସାଧାରଣତଃ Continue Reading
ଭୁବନେଶ୍ୱର,୨/୫ : ସରକାରୀ ଜମି ଆବଣ୍ଟନ ପ୍ରସଙ୍ଗରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ରାୟ। ରାଜ୍ୟରେ ଗୃହ ଓ ନଗର ଉନ୍ନୟ ବିଭାଗ ଅଧୀନରେ ଥିବା ବିଭିନ୍ନ କର୍ତ୍ତୃପକ୍ଷଙ୍କ ଠାରୁ ଏକାଧିକ ପ୍ଲଟ ନେବା ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି। ଜଣେ ବ୍ୟକ୍ତି ରାଜ୍ୟର ଯେକୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ପ୍ଲଟ ନେଇପାରିବେ।ଗୋଟିଏ ପ୍ଲଟ ପାଇଥିବା ବ୍ୟକ୍ତି ଦ୍ୱିତୀୟ ଥର ଆବେଦନ କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ତତ୍ସମ୍ବନ୍ଧୀୟ Continue Reading
ଭୁବନେଶ୍ୱର ୨୮। ୭ : ଭୁବନେଶ୍ୱରରୁ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୫ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ଟି କେସ୍ ରହିଛି ।ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩୬୫ରେ ପହଁଚିଛି । ଏହାମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୦୯ଟି ସକ୍ରିୟ କେସ୍ ରହିଛି । ଆଜି ୟୁନିଟ-୯ ବସ୍ତିର ବାୟାବାବା ମଠ ନିକଟ ବସ୍ତିରୁ […]Continue Reading
ଭୁବନେଶ୍ୱର,୨୩/୭: ଓଡ଼ିଶାରେ ଆଜି ପୁଣି ୧୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୧୭ଜଣ ସ୍ଥାନୀୟ Continue Reading
ଭୁବନେଶ୍ବ,୨୦/୭: କଟକ ଓ ଭୁବନେଶ୍ଵରର ନୂଆ ଡିସିପି ସୋମବାର ଦାୟିତ୍ଵ ଗ୍ରହଣ କରିଛନ୍ତି। କଟକ ଡିସିପି ଭାବେ ପ୍ରତୀକ ସିଂହ ଏବଂ ଭୁବନେଶ୍ଵର ଡିସିପି ଭାବେ ଡା. ଉମାଶଙ୍କର ଦାସ ଦାୟିତ୍ଵ ନେଇଛନ୍ତି। ଉଭୟ ଅଧିକାରୀ ବିଦାୟୀ ଡିସିପି ଅନୁପ ସାହୁ ଏବଂ ଅଖିଳେଶ୍ଵର ସିଂହ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।ପୁଲିସ ସେବା ଭବନରେ ମଧ୍ୟାହ୍ନ ୧୨ଟାରେ ଅନୁଷ୍ଠିତ ଏକ କାର୍ୟ୍ୟକ୍ରମରେ ଉମାଶଙ୍କର ଦାଶ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ନୂଆ ଡିସିପି Continue Reading




