By Tapaswini Sahoo Bhubaneswar, Sep 27 : As the festive season draws near, Ramraj Cotton, a leading name in traditional Indian attire, brings a touch of grandeur with its Grand Festive Collections. These celebratory ranges feature Swayamvara Grand, Parinayam Grand, Sankalpam Grand, and the Luxe Set, an exclusive dhoti-shirt sets designed for men who want […]Continue Reading
ଭୁବନେଶ୍ଵର, ୨୬/୯ : ଏଣିକି ମୋବାଇଲ୍ ଟିପିଲେ ଆପଣଙ୍କୁ ସବୁ ସରକାରୀ ସେବା ପାଇ ପାରିବେ । ହ୍ୱାଟ୍ସଅପ୍ ରେ ଜନ୍ମ ପ୍ରମାଣପତ୍ରଠାରୁ ଆରମ୍ଭ କରି ଆଇନଗତ ସୁବିଧା ସବୁକିଛି ମିଳିବ ।ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ‘ଆମ ସାଥୀ ୟୁନି ଫାଏଡ଼ ହ୍ୱାଟ୍ସଅପ୍’ ର ଶୁଭାରମ୍ଭ ହୋଇଛି । ମୋବାଇଲ ହ୍ୱାଟ୍ସଅପ୍ ନମ୍ବରରେ ୧୩୨ ପ୍ରକାରର ସରକାରୀ ସୁବିଧା ଉପଲବ୍ଧ ହେବ। ଏଥିପାଇଁ ବିଭାଗ ପକ୍ଷରୁ ୯୪୩୭୨୯୨୦୦୦ ନମ୍ବର ଜାରି କରାଯାଇଛି ।ଏଥିରେ ବିଭିନ୍ନ […]Continue Reading
ଭୁବନେଶ୍ୱର,୨୬/୯ : ବଙ୍ଗୋପସାଗରରେ ଏବେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି।ଶୁକ୍ରବାର ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।ତେବେ ୨୭ ତାରିଖ ଶନିବାର ବେଳକୁ ଏହା ଦକ୍ଷିଣ Continue Reading
ଭୁବନେଶ୍ୱର,୨୫/୯: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ସତର୍କ କରାଇଛନ୍ତି SRC। ୧୮ ଜିଲାର ଜିଲାପାଳଙ୍କ ସହ କଥା ହୋଇଛନ୍ତି ଏସ୍ଆର୍ସି।ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ନୂଆପଡ଼ାରେ ଅବପାତଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ Continue Reading
ଭୁବନେଶ୍ୱର,୨୫/୯: ଭିଜିଲାନ୍ସ ଜାଲରେ ଭୁବନେଶ୍ବର TPCODL ସର୍କଲ-୧ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟଙ୍କୁ ମାଡ଼ିବସିଛି ଭିଜିଲାନ୍ସ। ୨୦ ହଜାର ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ତୁଷାରକାନ୍ତ ଯାଞ୍ଚ ରିପୋର୍ଟ ସପକ୍ଷରେ ଦେବା ପାଇଁ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉବା ଜଣାପଡ଼ିଥିଲା। ରେଡ ବେଳେ ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ଜବତ କରାଯାଇଛି।ସୂଚନାଯୋଗ୍ୟ, ଓଡ଼ିଶା ଭିଜିଲାନ୍ସ ଟିମ ଗତକାଲି ରାତିରେ ଭୁବନେଶ୍ୱର Continue Reading
By Subrat Sarangi Bhubaneswar, Sept. 24 : The Odisha Operations ofArcelorMittal Nippon Steel India (AM/NS India), has won four Gold Awards at the 38th Chapter Convention on Quality Concepts (CCQC 2025), organised by Quality Circle Forum of India (QCFI) Kolkata Chapter at Kolkata on September 23, 2025. Two teams – Tech Titansand Synchrons, competed in […]Continue Reading
ଭୁବନେଶ୍ୱର, ୨୪ /୯ : ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଖୁସି କରିଛନ୍ତି ମୋହନ ସରକାର । ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ଦରମା ମିଳିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି, ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା Continue Reading
ଭୁବନେଶ୍ୱର,୨୪/୯: ବିଜେଡ଼ିରୁ ନିଲମ୍ବନ ପରେ ପୁଣି ବର୍ଷିଛନ୍ତି ଶ୍ରୀମୟୀ ମିଶ୍ର। ଏହା ଗଣତନ୍ତ୍ରର ଅପମାନ ବୋଲିସୋସିଆଲ ମିଡ଼ିଆ ପୋଷ୍ଟରେ ଶ୍ରୀମୟୀ କହିଛନ୍ତି। ଶ୍ରୀମୟୀ କହିଛନ୍ତି, ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ ଦେଉ। ଭୋଟର ଆଇଡି ଏବଂ ଏପିକ ନମ୍ବର ଆବଶ୍ୟକ କରୁ।ସଭାପତି ଭୋଟ ଦେବାକୁ ହେଲେ ସଦସ୍ୟତା ନମ୍ବର ଥିବା ଉଚିତ୍। ଯଦି ସଦସ୍ୟଙ୍କ ନମ୍ବର ନାହିଁ, ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ। ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା Continue Reading
By Sukant Mohanty Bhubaneswar, Sept. 24 : National Aluminium Company Ltd. (NALCO), a Navratna CPSE under the Ministry of Mines, hostedits first-ever HR Conclave “Nav-Drishti” based on the theme of “People First, Future Forward”, bringing together academicians and professionals belonging to the Mining, Coal, Petroleum, and Metals industry, to ponder and reflect on the new Continue Reading
ଭୁବନେଶ୍ୱର, ୨୩/୯ : ରାଜ୍ୟରେ ବିଗତ ତିନି ବର୍ଷରେ ଉଦ୍ଧାର ହୋଇଛନ୍ତି ୧୦୧ ଶିଶୁ ଶ୍ରମିକ। ୨୦୨୨-୨୩ ରେ ୫ ଜଣ ଶିଶୁ ଉଦ୍ଧାର ହୋଇଥିବା ବେଳେ ୨୦୨୩-୨୪ରେ ୪୫ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି।ସେହିପରି ୨୦୨୪-୨୫ରେ ୫୧ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି। ଏନେଇ ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ସରକାର।ବିଜେପି ବିଧାୟିକା ଉପାସନା ମହାପାତ୍ର ପ୍ରଶ୍ନ କରିଥିଲେ । ସେ ପଚାରିଥିଲେ ଯେ, ଗତ ତିନି ବର୍ଷରେ କେତେ ଶିଶୁ ଶ୍ରମିକ ଉଦ୍ଧାର କରାଯାଇଛି […]Continue Reading




