Home Posts tagged Bhubaneswar (Page 21)
Odisha News
ଭୁବନେଶ୍ୱର, ୭/୩ : ଯୁଦ୍ଧ ପାଇଁ ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କାଲି ରାତିରୁ ପ୍ରବଳଯୁଦ୍ଧ ପାଇଁ ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କା ପରିଲକ୍ଷିତ ହୋଇଛି।ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ ଲୋକେ ଲମ୍ବା ଲାଇନ୍ ଲଗାଇଛନ୍ତି। କିଏ ଗାଡ଼ି ଟାଙ୍କି ଫୁଲ୍ କରୁଛି ତ ଆଉ କିଏ ବ୍ୟାରେଲ୍ ତେଲ ବୋହି ନେଉଛି। ସେପଟେ କିନ୍ତୁ ଉତ୍କଳ ପେଟ୍ରୋଲିୟମ୍ ଡିଲର ସଂଘ ସମ୍ପାଦକ କହିଛନ୍ତି […]Continue Reading
Odisha News
ଭୁବନେଶ୍ବର, ୬/୩: ରାଜ୍ୟରେ ଆସନ୍ତା ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବ ସ୍ବତନ୍ତ୍ର ସଘନ ସଂଶୋଧନ ବା SIR। ରାଜ୍ୟରେ SIR ଆରମ୍ଭକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ. ଗୋପାଳନ ସୂଚନା ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟରେ ୯୦ ପ୍ରତିଶତ ଭୋଟର ତାଲିକାରେ ସଂଶୋଧନ ହୋଇସାରିଛି । ବାକି ୧୦ ପ୍ରତିଶତ ମଧ୍ୟରୁ ଅତିକମ୍‌ରେ ୮ ପ୍ରତିଶତ ସଂଶୋଧନ ହେବ । ଆମେ ଚେଷ୍ଟା କରୁଛୁ ଶତ ପ୍ରତିଶତ ସଂଶୋଧନ ପାଇଁ […]Continue Reading
Odisha News
ଭୁବନେଶ୍ବର, ୬/୩ : ଆଜି ଓଡ଼ିଶା ପହଞ୍ଚିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ଅମିତ ଶାହଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର Continue Reading
Odisha News
ଭୁବନେଶ୍ୱର, ୫/୩ : ରାଜ୍ୟସଭା ନିର୍ବାଚନ ପାଇଁ ଶେଷ ଦିନରେ ବିଜେଡ଼ି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଏବଂ କମନ୍ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ୱର ହୋତା ନାମାଙ୍କନ ଦାଖଲ କରିଛନ୍ତି । ଗୁରୁବାର ଦୁଇ ପ୍ରାର୍ଥୀ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ୩ୟ ଆସନ ପାଇଁ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଏବଂ ୪ର୍ଥ ସିଟ୍ ପାଇଁ କମନ୍ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଦୁଇ ପ୍ରାର୍ଥୀ । ଉଭୟ ତିନୋଟି ଲେଖାଏଁ ସେଟ୍ ପ୍ରାର୍ଥୀପତ୍ର […]Continue Reading
Odisha News
ଭୁବନେଶ୍ୱର, ୫/୩ : ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ତମ ଜୟନ୍ତୀ । ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ବିଜୁ ବାବୁ । ଆଜି ବି ସେ ଓଡ଼ିଶାବାସୀଙ୍କ ମନରେ ତାଙ୍କର ସ୍ମୃତି ତାଜା ହୋଇ ରହିଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ପୁଅ ନବୀନ ପଟ୍ଟନାୟକଙ୍କ ଠାରୁ ଆରମ୍ଭ କରି ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଓଡ଼ିଶା ବିଧାନସଭା ପରିସରରେ ସ୍ୱର୍ଗତ […]Continue Reading
Odisha News
ଭୁବନେଶ୍ୱର, ୨୮/୨ : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛନ୍ତି। ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ୱର ହୋତାଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ନବୀନ। ସନ୍ତୃପ୍ତ ମିଶ୍ରଙ୍କୁ ଦଳୀୟ ପ୍ରାର୍ଥୀ ଓ ଡାକ୍ତର ଦତ୍ତେଶ୍ବର ହୋତା କମନ୍ କ୍ୟାଣ୍ଡି‌ଡେଟ୍ ହେବେ ବୋଲି ଘୋଷଣା କରିଛନ୍ତି ନବୀନ। ତେବେ ବିଜେଡି ପ୍ରାର୍ଥୀ ଘୋଷଣା ପରେ କୃତଜ୍ଞତା ଜଣାଇଛନ୍ତି ସଂତୃପ୍ତ ମିଶ୍ର। ଏବଂ କହିଛନ୍ତି “ମୋତେ ମିଳିଥିବା ଗୁରୁ Continue Reading
Top Stories
By Swagatika Mohapatra Bhubaneswar,Feb.26 : Kalinga Institute of Industrial Technology (KIIT) on Friday presented its Lifetime Achievement Award to David A. Zapolsky, Chief Global Affairs and Legal Officer of Amazon, at a special function held on campus. The ceremony was attended by KIIT and KISS founder Dr. Achyuta Samanta, senior university officials and representatives Continue Reading
Odisha News
ଭୁବନେଶ୍ୱର,୨୬/୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ, ଓଡ଼ିଶା ସମେତ ୧୦ ରାଜ୍ୟର ୩୭ ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ କରାଯିବ।Continue Reading
Odisha News
ଭୁବନେଶ୍ୱର, ୨୫/୨ : କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ ସର୍ଭାଇକାଲ୍ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା। କେନ୍ଦ୍ର ସରକାର ଦେଶରେ ମହିଳା ସ୍ୱାସ୍ଥ୍ୟକୁ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଉଛନ୍ତି।ସାରା ଭାରତରେ ଐଚଠ (ହ୍ୟୁମାନ୍ ପାପିଲୋମାଭାଇରସ୍) ଟୀକାକରଣ କାର‌୍ୟ୍ୟକ୍ରମ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହାର ଲକ୍ଷ୍ୟ ହେଉଛି ସମୟ ମଧ୍ୟରେ ଝିଅମାନଙ୍କୁ ସର୍ଭାଇକାଲ୍ କର୍କଟରୁ ସୁରକ୍ଷା ଦେବା।ଓଡ଼ିଶାରେ ମଧ୍ୟ କିଶୋରୀ ଓ ମହିଳାଙ୍କ ପାଇଁ Continue Reading
Odisha News
ଭୁବନେଶ୍ୱର, ୨୪/୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି।ଆଜି ଟ୍ୱିନ୍ ସିଟିରେ ବର୍ଷା ସହ ଘଡ଼ଘଡ଼ି ହୋଇଛି। ରାଜଧାନୀର ଅନେକ ସ୍ଥାନରେ ପାଣି ଜମିଥିବା ମଧ୍ୟ ଦେଖିବାକୁ ମିଳିଛି। ବହୁଦିନ ପରେ ବର୍ଷା ହୋଇଥିବାବେଳେ ଅନେକ ଲୋକ ଏହାର ମଜା ଉଠାଇଛନ୍ତି। ଲୋକେ ବିଭିନ୍ନ ଫଟୋ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ ମଧ୍ୟ Continue Reading