ଭୁବନେଶ୍ୱର,୧୫/୯ : ରାଜ୍ୟରେ ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ଆଜି ନୂଆ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।୨୦୨୩-୨୪ ଖରିଫ ବିପଣନ ବର୍ଷରେ ମୋଟ ୫୪ଲକ୍ଷ ମେଟ୍ରିକ ଟନ୍ ଚାଉଳ(୭୯ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ କରାଯିବ। ଖରିଫ ବର୍ଷ-୨୦୨୨-୨୩ରେ ମୋଟ ୭୯.୧୬ଲକ୍ଷ ମେଟ୍ରିକ ଟନ୍ ଧାନ(୫୩.୫୭ ଲକ୍ଷ ମେଟ୍ରିକ ଟନ୍ ଚାଉଳ) ସଂଗ୍ରହ କରାଯାଇଥିଲା ।ସେହିପରି ରାଜ୍ୟରେ ପୂର୍ତ୍ତ ଓ ଗ୍ରାମ୍ୟ […]Continue Reading




