ଭୁବନେଶ୍ବର , ୧୭/୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ବିଜୁ ଜନତା ଦଳର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି ।ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ତାଲିକାରେ ନବୀନଙ୍କ ନାଁ ପ୍ରଥମେ ରହିଛି । ବିଜେଡି ଦଳର ବିଧାୟକ ଓ ବରିଷ୍ଠ ନେତାମାନେ ମଧ୍ୟ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ । […]Continue Reading




