Home Posts tagged Bhubaneswar (Page 228)
Top Stories
BY PUJA MISHRA Bhubaneswar,June 17: SJ JRG Ventures LLP today announced the signingof Ollywood Superstar couple Sabyasachi Mishra & Archita Sahu as their Brand Partners for the Project “Royal Atlantis”. Introducing Sabyasachi Mishra and Archita Sahu as the brand partners, Mr. Vineet Gupta, Director- JRG Developers Pvt Ltd and Promoter, Royal Atlantis, said, We are […]Continue Reading
Odisha News
ଭୁବନେଶ୍ବର,୧୬/୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଆଗମନରେ ବିଳମ୍ବ କାରଣରୁ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା, ଗରମ ଓ ଗୁଳୁଗୁଳିରେ ରାଜ୍ୟବାସୀ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି।ପଶ୍ଚିମ ଓଡ଼ିଶାରେ ସ୍ଥିତି ଆହୁରି ଖରାପ। ତାତିରୁ ଭୁବନେଶ୍ବରବାସୀ ମଧ୍ୟ ନିସ୍ତାର ପାଇପାରୁ ନାହାନ୍ତି। ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଭୂତ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୪୪.୬ ଡ଼ିଗ୍ରି ପରା ପହଞ୍ଚିଛି। ସମ୍ବଲପୁର ସହିତ Continue Reading
Odisha News
ଭୁବନେଶ୍ୱର,୧୬/୬: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ଆଜି ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ (ଏବେ ନିଲମ୍ବିତ ହୋଇ ରହିଛନ୍ତି) ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ତାଙ୍କର ସଂପତ୍ତି ଦେଖି ଭିଜିଲାନ୍ସ ଅଧିକାରୀମାନେ ମଧ୍ୟ ଆଶ୍ଚର‌୍ୟ୍ୟ ହୋଇଯାଇଛନ୍ତି।ଶ୍ରୀ ନାୟକ ଓ ତାଙ୍କ ପରିବାର ଲୋକଙ୍କ ନାଁରେ ଭୁବନେଶ୍ୱରରେ ୫ଟି କୋଠା ରହିଛି। ଭୀମଟାଙ୍ଗୀ ହାଉସିଂ କଲୋନୀରେ ତାଙ୍କର ଏକ ଦୁଇ ମହଲା କୋଠା Continue Reading
Odisha News
ଭୁବନେଶ୍ୱର,୧୬/୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି। ପୂର୍ବରୁ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିଛନ୍ତି।ସକାଳୁ ସକାଳୁ ଓଡ଼ିଶା ଭିଜିଲାନ୍ସ ଟିମ୍ ୫ଟି ସ୍ଥାନରେ ଚଢଉ କରିଛନ୍ତି। ଭୁବନେଶ୍ୱର ଏବଂ ପୁରୀ ଜିଲ୍ଲାରେ ଏହି ଚଢଉ ଚାଲିଛି। ଭୁବନେଶ୍ୱରର ଭୀମଟାଙ୍ଗୀ, ହାଉସିଂ ବୋର୍ଡ କଲୋନିରେ ଥିବା ଘର, ରାଜାରାଣୀ କଲୋନିରେ ଥିବା ପ୍ଲଟ ନଂ ୩୮୪ ଓ Continue Reading
Odisha News
ଭୁବନେଶ୍ୱର,୧୬/୬ : ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲାଗି ରହିଥିବା ବେଳେ ଏବେ ଏଥରୁ ମିଳିବନି ନିସ୍ତାର। ୧୮ ତାରିଖ ପର‌୍ୟ୍ୟନ୍ତ ଗରମ ସହ ଗୁଳୁଗୁଳିରେ ଛଟପଟ ହେବେ ରାଜ୍ୟବାସୀ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କରାଯାଇଥିବା ଆକଳନରୁ ଏହା ଜଣାପଡ଼ିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୧୮ ତାରିଖ ଯାଏ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୫ ରୁ ୭ ଡିଗ୍ରୀ ଅଧିକ Continue Reading
Odisha News
ଭୁବନେଶ୍ବର,୧୪/୬: ଭୁବନେଶ୍ବର ପୌର ନିଗମର ପ୍ରଥମ ମେୟର୍ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ସକାଳେ ତାଙ୍କର ସହିଦ ନଗରସ୍ଥିତ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।ସେ ଜଣେ ସମାଜସେବୀ ଓ ରାଜନେତା ତଥା ଚିକିତ୍ସକ ଭାବେ ବେଶ ଜଣାଶୁଣା ଥିଲେ। ତାଙ୍କର ଧର୍ମପତ୍ନୀ ଡକ୍ଟର ସଂଘମିତ୍ରା ମିଶ୍ର ଓଡ଼ିଶାର ଜଣେ ବିଶିଷ୍ଟ ସାହିତ୍ୟିକା। ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା Continue Reading
Odisha News
ଭୁବନେଶ୍ଵର,୧୩/୬: ସ୍ଥାନୀୟ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଭେନସ୍ ବାରରେ ବିଳମ୍ବିତ ରାତିରେ ଗଣ୍ଡଗୋଳ ଘଟଣାରେ ୧୦ଜଣଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ପୁଲିସ ।ବିଳମ୍ବିତ ରାତିରେ ଗଣ୍ଡଗୋଳ ସମୟର ଭିଡିଓ ସମ୍ନାକୁ ଆସିବା ପରେ ଆକ୍ସନ ମୋଡରେ କମିସନରେଟ ପୁଲିସ । ଏହି ୧୦ଜଣଙ୍କ ମଧ୍ୟରେ ବାର୍ ମ୍ୟାନେଜର, କର୍ମଚାରୀ ଓ ବାଉଁସର ଥିବା ପୁଲିସ କହିଛି।ଏହି ଘଟଣା ସମ୍ପର୍କରେ ଅବକାରୀ ବିଭାଗକୁ ଅବଗତ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି। ଯେଉଁମାନେ Continue Reading
Top Stories
PUJA MISHRA Bhubaneswar ,JUNE 13 :  A week-long national e-workshop on Innovation and Intellectual Property Rights is being organized by INTEC as part of the sensitization activities of CSIR-IMMT.  Hon’ble Chief Guest Arvind C. Ranade, Director of Gandhinagar National Innovation Foundation, inaugurated the workshop. More than 1500 students, faculty, Continue Reading
Odisha News
ଭୁବନେଶ୍ୱର,୧୨/୬: ଯୁକ୍ତ ତିନିରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । www.samsodisha.gov.inରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ ।ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା, ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭, ତୃତୀୟ ପର୍ଯ୍ୟାୟ ମେଧା ତାଲିକା ଅଗଷ୍ଟ ୩, ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ, ପଞ୍ଚମ ପର୍ଯ୍ୟାୟ ସେପ୍ଟେମ୍ବର ୧ ଏବଂ ଷଷ୍ଠ ପର୍ଯ୍ୟାୟ ୧୩ Continue Reading
Odisha News
ନୂଆଦିଲ୍ଲୀ,୧୦/୬ : ଏଥର ରଜରେ ଭିଜିବେନି ରାଜ୍ୟବାସୀ ବରଂ ଖରା ସାଙ୍ଗକୁ ଗୁଳୁଗୁଳିରେ ସିଝିବେ। କାରଣ ଏଥର ରଜ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ।ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର କେରଳକୁ ଛୁଇଁବା ସହ କର୍ଣ୍ଣାଟକ ଓ ତାମିଲନାଡ଼ୁର କିଛି ଅଂଶରେ ପହଞ୍ଚିଛି । ଏହା ସହିତ ଉତ୍ତର-ପୂର୍ବ ଭାରତର କିଛି ଅଂଶକୁ ଛୁଇଁଛି ।ଆଗାମୀ ୨-୩ଦିନରେ ଏହା ସିକ୍କିମ, ହିମାଳୟ ପାଦବର୍ତ୍ତୀ ପଶ୍ଚିମବଙ୍ଗରେ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ତେବେ Continue Reading