
ଭୁବନେଶ୍ୱର,୧୫/୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ତଥା ଜନ ଅଭିଯୋଗ ବିଭାଗ (GA&PG) ବିଜ୍ଞପ୍ତି ପ୍ରକାଶ ପାଇଛି।ବିଜ୍ଞପ୍ତି ଅନୁଯାୟୀ, କେନ୍ଦୁଝର ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍ (ଏଡିଏମ୍) ଭାବରେ କାର୍ଯ୍ୟ କରୁଥିବା ଆଲୋକ କୁମାର ପ୍ରଧାନଙ୍କୁ ଓମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବରେ ପୋଷ୍ଟ Continue Reading