Home Posts tagged Bhubaneswar (Page 230)
Odisha News
ଭୁବନେଶ୍ବର,୫/୬: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରୁ ୧୭୦ ଜଣଙ୍କ ମୃତଦେହ ଏଯାଏ ଚିହ୍ନଟ ହୋଇଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ସେ କହିଛନ୍ତି, ଚୂଡାନ୍ତ ମୃତ୍ୟୁ ସଂଖ୍ୟା ୨୭୫ । ବର୍ତ୍ତମାନ ସୁଦ୍ଧା ୧୭୦ଟି ମୃତ ଶରୀରର ପରିଚୟ ମିଳି ସାରିଛି । ମୃତ ଶରୀର ନେବାକୁ ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ରାଜ୍ୟ ସରକାରଙ୍କ ଖର୍ଚ୍ଚ ଓ ସହଯୋଗରେ ମୃତ ଶରୀରର ପଠା ଯାଉଛି । ୧୯୯୯ […]Continue Reading
Odisha News
ଭୁବନେଶ୍ବର,୨/୬: ଜୁନ୍ ୧୭ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ୨୨ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେପିର ମହାଜନସମ୍ପର୍କ କାର‌୍ୟ୍ୟକ୍ରମରେ ଯୋଗ ଦେବାକୁ ଉଭୟ ନେତା ଓଡ଼ିଶା ଆସିବେ।Continue Reading
Odisha News
ଭୁବନେଶ୍ୱର,୨/୬ : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ୪୮,୮୧୫ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୪୮,୭୮୩ ଜଣ ପାଇଲେ ରାଙ୍କ ପାଇଛନ୍ତି। ବି-ଫାର୍ମରେ ସୌରଭ କୁମାର ପତି ଟପ୍ପର ହୋଇଛନ୍ତି। ସେହିପରି ଏମବିଏରେ ସତ୍ୟଜିତ ସାହୁ ଓ ଏମସିଏରେ ଅପୂର୍ବ ନାୟକ ଟପ୍ପର Continue Reading
Odisha News
ଭୁବନେଶ୍ୱର,୩୧/୫ : ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ରେଜଲ୍ଟ ଘୋଷଣା କରିଛନ୍ତି। ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି। ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି।ରେଜଲ୍ଟ ଘୋଷଣା ପରେ ଛାତ୍ରଛାତ୍ରୀ ମାନେ Continue Reading
Odisha News
ଭୁବନେଶ୍ବର,୩୦/୫: ଜଳୁଛି ସାରା ଓଡ଼ିଶା। ପ୍ରବଳ ଖରାରେ ଭାଜି ହେଉଛନ୍ତି ଲୋକେ। ଗରମ ପବନରେ ଛଟପଟ ହେଉଛନ୍ତି ଜନତା। ଗ୍ରୀଷ୍ମ ପ୍ରବାହ କାରଣରୁ କେବଳ ପଶ୍ଚିମ ଓଡ଼ିଶା ନୁହେଁ। ବରଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ଲୋକେ ଖରାରେ ଛଟପଟ ହେଉଛନ୍ତି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।ସକାଳ ୮ଟା ହୋଇଯିବା ମାତ୍ରେ ନିଦାଘ ମାଡ଼ି ଆସୁଛି। ଅପରାହ୍ଣ ୪ଟା ଯାଏଁ ତାପମାତ୍ରା ଲୋକଙ୍କୁ କଲବଲ କରୁଛି। ପଶ୍ଚିମଓଡ଼ିଶାରେ ସ୍ଥିତି ଆହୁରି ଖରାପ। ଶୀତଳଷଷ୍ଠୀ ପର୍ବ Continue Reading
Odisha News
ଭୁବନେଶ୍ୱର,୨୯/୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସରକାର ସହାୟତା ଯୋଗାଇ ଦେବେ। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ Continue Reading
Odisha News
ଭୁବନେଶ୍ବର,୨୮/୫: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ ହୋଇଥିଲା।ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଚିରଞ୍ଜୀବ ବିଶ୍ୱାଳ କହିଥିଲେ, ଯିଏ ପିସିସି ସଭାପତି ହେବ ସେ ଆଉ କାହାକୁ ପଚାରିବେନି। ୨୦୨୪ Continue Reading
Odisha News
ଭୁବନେଶ୍ବର,୨୮/୫: ବିଳମ୍ବିତ ରାତିରେ ରାଜଧାନୀର ନାଇଟ କ୍ଳବ, ବାର ଓ ହୋଟେଲରେ କମିସନରେଟ ପୁଲିସ ଚଢ଼ଉ କରିଥିଲା। ଇନ୍ଫୋସିଟି ଓ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ସମସ୍ତ ବାର, ନାଇଟ କ୍ଳବ ଓ ହୋଟେଲରେ ଚଢ଼ଉ କରାଯାଇଥିଲା। ସ୍ୱତନ୍ତ୍ର ୨ଟି ପୁଲିସ ଟିମ, ତିନି ପ୍ଲାଟୁନ ପୁଲିସ ଫୋର୍ସ, ସିଟିଏସ ଫୋର୍ସ, ଟିମ -୬୦ ଏବଂ ବରିଷ୍ଠ ଅଧିକାରୀ।ଅବକାରୀ ଆଇନ ଅନୁଯାୟୀ, ଯେଉଁମାନେ ବିଳମ୍ବିତ ସମୟ ପର‌୍ୟ୍ୟନ୍ତ ବାର, ହୋଟେଲ ଓ ନାଇଟ କ୍ଳବ ଚଳାଉଥିଲେ ସେହି ସବୁ […]Continue Reading
Odisha News
ଭୁବନେଶ୍ବର,୨୭/୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ରାଜ୍ୟର ମହିଳାମାନେ ଆତ୍ମନିର୍ଭରଶୀଳ ଓ ସ୍ବାବଲମ୍ବୀ ହୋଇପାରିଛନ୍ତି। ମିସନ ଶକ୍ତି ଗ୍ରୁପ୍ ଓ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍‌ଜି)ର ମା’ମାନଙ୍କୁ ଆର୍ଥିକ ବର୍ଷ ୨୦୨୨-୨୩ରେ ୧୧ ହଜାର କୋଟିରୁ ଊର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଶନିବାର ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।ମିସନ ଶକ୍ତି Continue Reading
Odisha News
ଭୁବନେଶ୍ବର,୨୭/୫: ସରକାରୀ କାର୍ଯ୍ୟରେ ଅବହେଳା ଯୋଗୁଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଣୁ ୨୨୩ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।ସୂଚନା ଅନୁଯାୟୀ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ Continue Reading