Home Posts tagged Bhubaneswar (Page 236)
Odisha News
ଭୁବନେଶ୍ୱର,୨୩/୭: ଓଡ଼ିଶାରେ ଆଜି ପୁଣି ୧୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୧୭ଜଣ ସ୍ଥାନୀୟ Continue Reading
Odisha News
ଭୁବନେଶ୍ବ,୨୦/୭: କଟକ ଓ ଭୁବନେଶ୍ଵରର ନୂଆ ଡିସିପି ସୋମବାର ଦାୟିତ୍ଵ ଗ୍ରହଣ କରିଛନ୍ତି। କଟକ ଡିସିପି ଭାବେ ପ୍ରତୀକ ସିଂହ ଏବଂ ଭୁବନେଶ୍ଵର ଡିସିପି ଭାବେ ଡା. ଉମାଶଙ୍କର ଦାସ ଦାୟିତ୍ଵ ନେଇଛନ୍ତି। ଉଭୟ ଅଧିକାରୀ ବିଦାୟୀ ଡିସିପି ଅନୁପ ସାହୁ ଏବଂ ଅଖିଳେଶ୍ଵର ସିଂହ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।ପୁଲିସ ସେବା ଭବନରେ ମଧ୍ୟାହ୍ନ ୧୨ଟାରେ ଅନୁଷ୍ଠିତ ଏକ କାର‌୍ୟ୍ୟକ୍ରମରେ ଉମାଶଙ୍କର ଦାଶ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ନୂଆ ଡିସିପି Continue Reading
Odisha News
ଭୁବନେଶ୍ବର,୭/୭: ରାଜ୍ୟରେ ପୁଣି ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୧୬୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୦୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ Continue Reading
Odisha News
ଭୁବନେଶ୍ୱର ୪।୫: ଶନିବାର ଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, Continue Reading