Home Posts tagged Bhubaneswar (Page 25)
Top Stories
By Subrat Sarangi Bhubaneswar, Jan.7 : Seven athletes from the Odisha AM/NS India Kho Kho High-Performance Centre (HPC) represented Odisha and Maharashtra teamsat the prestigious School Games Federation of India (SGFI) Under-17 National Championship held recently in Ayodhya, Uttar Pradesh. The Odisha Girls team have made the state proud by securing a bronze medal in […]Continue Reading
Odisha News
ଭୁବନେଶ୍ୱର,୭/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି।ପାଞ୍ଚଟି ଡବଲ୍ ଡେକର୍ ବସ୍ ଏବଂ ୧୦ ଟି ହପ୍-ଅନ୍ ହପ୍-ଅଫ୍ ବସ୍ ଏକା ସଂଗେ ଆରମ୍ଭ ହୋଇଛି। ସେହିପରି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଇ-ବସ୍ ସେବା ମଧ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀରେ SJTAଦ୍ୱାରା ସମୁଦାୟ ୨୫ ଟି ଇ-ବସ୍ ବ୍ୟବହାର […]Continue Reading
Odisha News
ଭୁବନେଶ୍ୱର,୭/୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ସାମିଲ ହୋଇଛନ୍ତି।HMPV   କୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ତେବେ ବର୍ତ୍ତମାନ HMPV   ଓ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ନେଇ ଚିନ୍ତା ବଢ଼ିଛି। ଏନେଇ Continue Reading
Odisha News
ଭୁବନେଶ୍ୱର,୭/୧: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ।ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ। ମଙ୍ଗଳବାର ସକାଳେ ସେ କୋଣାର୍କ ପରିସର ବ୍ୟାଖାନ କେନ୍ଦ୍ର ବୁଲି ଦେଖୁଛନ୍ତି।ଏପରିକି କୋଣାର୍କ ସୂର୍ଯ୍ୟ ମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବାର Continue Reading
Odisha News
ଭୁବନେଶ୍ୱର,୭/୧ : ହାଇପ୍ରୋଫାଇଲ୍ ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆଜି ଆୟକର ବିଭାଗ ଟିମ୍ ଚଢ଼ଉ କରିଛି । ହଂସିତାଙ୍କର ୧୨ଟି ଠିକଣାରେ ଖୋଲତାଡ଼ କରୁଛି ଆଇଟି ଟିମ୍ ।ଭୁବନେଶ୍ୱର, ଦିଲ୍ଲୀ, ଝାଡ଼ଖଣ୍ଡର ୧୨ଟି ସ୍ଥାନରେ ଏକକାଳୀନ ଚଢ଼ଉ ଆରମ୍ଭ ହୋଇଛି । କୋଟି କୋଟି ଟଙ୍କାର ନେଣ ଦେଣ ନେଇ ଏହି ଚଢ଼ଉ କରାଯାଉଥିବା ନେଇ ଜଣାପଡ଼ିଛି ।କନ୍ଧମାଳ ଜିଲ୍ଲାର ନର୍ଲାର ହଂସିତା ଅଭିଲିପ୍ସା ଏବଂ ତାଙ୍କ ସହଯୋଗୀ ଅନୀଲ ମହାନ୍ତି ନିଜକୁ ସ୍ୱାମୀ-ସ୍ତ୍ରୀର ପରିଚୟ […]Continue Reading
Odisha News
ଭୁବନେଶ୍ୱର, ୬/୧ : ହ୍ୟୁମାନ ମେଟାନିମୋ ଭାଇରସ ସଂଗଠନ ଏପର୍ଯ୍ୟନ୍ତ ପୁଷ୍ଟି କରିନାହିଁ । ଭାରତ ସରକାର ମଧ୍ୟ ଏନେଇ କୌଣସି ଆଡଭାଇଜରି ଜାରି କରିନାହାନ୍ତି । ତେବେ ଯେକୌଣସି ସ୍ଵାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । କୋଭିଡ ଆମକୁ ବହୁତ୍ ଜିନିଷ ଶିଖାଇ ଦେଇଛି ।ଆମର ସ୍ଵାସ୍ଥ୍ୟ ବ୍ୟବସ୍ଥା ପୂର୍ବ ତୁଳନାରେ ଅଧିକ ସୁଦୃଢ଼ ହୋଇଛି । ତେବେ ଏହି ଭୂତାଣୁ ପୂର୍ବରୁ ଥିଲା ଓ ରହିଛି ଏବଂ ଏହାକୁ […]Continue Reading
Odisha News
ଭୁବନେଶ୍ୱର,୬/୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି।ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର ଭରିଛନ୍ତି ନବୀନ । ଭାଜପା ଦେଇଥିବା ମିଛ ପ୍ରତିଶ୍ରୁତି ଓ ବିଫଳ ଅର୍ଥନୈତିକ ପରିଚାଳନା ଏବଂ ଅହେତୁକ ଦରବୃଦ୍ଧିକୁ ମୁଖ୍ୟ ପ୍ରସଙ୍ଗ କରି ରାଜରାସ୍ତାରୁ ସିଧା Continue Reading
Odisha News
ଭୁବନେଶ୍ୱର,୫/୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିଛନ୍ତି।ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା। ପ୍ରବାସୀ ଭାରତୀୟ ଦିବସକୁ ଉପଲକ୍ଷେ ଚଳିତ ବର୍ଷ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରେ ଆଦିବାସୀ ମେଳା କରାଯାଉଛି।ମେଳାରେ ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ କୋର୍ଟ, ଲାଇଭ ଡେମନଷ୍ଟ୍ରେସନ, ଭଗବାନ ର୍ବିସା Continue Reading
Odisha News
ଭୁବନେଶ୍ୱର,୫/୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜପତ୍ର ଅଡିଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପାଣି ପଞ୍ଚାୟତଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି Continue Reading