ଭୁବନେଶ୍ୱର,୧/୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।ଏଥିସହିତ ପ୍ରାଣୀ ଉଦ୍ୟାନ ବୁଲିଛନ୍ତି ମୋଟ ୩୮ ଲକ୍ଷ ୪୩ ହଜାର ୨୮ ପର୍ୟ୍ୟଟକ। ବଟାନିକାଲ ଗାର୍ଡେନ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ସାଜିଥିଲା। ମୋଟ ୧ ଲକ୍ଷ ୭୭ ହଜାର ୫୧୧ ପର୍ଯ୍ୟଟକ ବଟାନିକାଲ ଗାର୍ଡେନ ବୁଲିଥିବା ସୂଚନା ମିଳିଛି।ବିଗତ ବର୍ଷାରେ ରେକର୍ଡ ୨୩.୨୩ Continue Reading




